Home

ମାଲେସିଆକୁ ମହଙ୍ଗା ପଡ଼ିପାରେ ପାକିସ୍ତାନକୁ ସମର୍ଥନ

କୁଆଲା ଲମପୁର,୧୫।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉପରେ ମାଲେସିଆ ପାକିସ୍ତାନର ସପକ୍ଷରେ ବାହାରିବା ପରେ ଭାରତ ଓ ମାଲେସିଆ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ରିପୋର୍ଟ ଅନୁସାରେ, ଏଥିଯୋଗୁ ନୂଆଦିଲ୍ଲୀ ପାମ୍‌ ଅଏଲ ଓ ମାଲେସିଆର ଅନ୍ୟ ଉତ୍ପାଦନ ଆମଦାନୀ ଉପରେ…

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ ପରିବାର।…

ଶିଆଳ କାମୁଡାରେ ଦୁଇ ଆହତ

ହାଟଡିହି, ୧୫।୧୦:ହାଟଡିହି ବ୍ଲକ ସରଳ ଗାଁ’ରେ ଶିଆଳ କାମୁଡାରେ ୩ ବର୍ଷର ଶିଶୁ ଆହତ ହୋଇ ଆନନ୍ଦପୁର ମେଡକାଲରେ ଚିକିତ୍ସାଧୀନ ଅଛନ୍ତି। ବିନୋଦ ଜେନାଙ୍କ ୩ ବର୍ଷର ପୁଅ ଓମପ୍ରକାଶ ଘର ବାରିପଟେ ଖେଳୁଥିବାବେଳେ ଶିଆଳଟି ଅତର୍କିତ ଭାବେ ଆକ୍ରମଣ କରିଥିଲା।…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ ଗାଧୋଉଥିଲେ। ସେମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶର ଅନିଲ ଶିଖରଓ୍ବାଲ ଏବଂ ବିଜୟ ପାଲ ଭାସିଯାଇଥିଲେ। ଏହାଦେଖି…

‘ମୋ ସରକାର’ କାର୍ଯ୍ୟକ୍ରମକୁ ଅପରାଜିତାଙ୍କ କଟାକ୍ଷ: କହିଲେ ‘୨୦ ବର୍ଷ ପରେ ସରକାରଙ୍କ ୫-ଟି କଥା ମନେ ପଡ଼ିଲା’

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ସଚିବମାନେ ବିଭିନ୍ନ ଜିଲାକୁ ଗସ୍ତ କରୁଛନ୍ତି। ଲୋକମାନଙ୍କୁ ଠିକ୍‌ ଭାବେ ସରକାରୀ ସେବା ମିଳୁଛି କି ନାହିଁ ସେମାନେ ତା’ର ତଦାରଖ କରୁଛନ୍ତି। ବିିଭିନ୍ନ…

୨୫ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ଶିବକୁମାର

ନୂଆଦିଲ୍ଲୀ,୧୫।୧୦: ବଢିଲା କଂଗ୍ରେସ ନେତା ଡିକେ. ଶିବକୁମାରଙ୍କ ବିଚାର ବିଭାଗୀୟ ହାଜତ ମିଆଦି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସେ ବିଚାର ବିଭାଗୀୟ ହାଜତରେ ରହିବେ। ମଙ୍ଗଳବାର ଦିଲ୍ଲୀର ସିବିଆଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଯାଞ୍ଚ…

ପୋଷ୍ଟପେଡ୍‌ ସେବା ଆରମ୍ଭର କିଛି ସମୟ ମଧ୍ୟରେ ସଂଯୋଗ ବିଚ୍ଛିନ୍ନ: ଅଗଷ୍ଟ, ସେପ୍ଟେମ୍ବରର ବିଲ୍‌ ମାଗୁଛି କମ୍ପାନୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଦୀର୍ଘ ଦିନର ଅପେକ୍ଷା ଅର୍ଥାତ୍‌ ୭୨ ଦିନ ପରେ ପୋଷ୍ଟପେଡ୍‌ ସେବା ଆରମ୍ଭ ହୋଇଛି। ସୋମବାରରୁ ଏହାର ଲାଭ ୪୦ ଲକ୍ଷ ପୋଷ୍ଟପେଡ ମୋବାଇଲ ଉପଭୋକ୍ତା ଉଠାଇପାରିବେ ବୋଲି ସରକାର କହିଥିଲେ। ହେଲେ ଆରମ୍ଭ ହେବାର କିଛି ସମୟ…

ବ୍ୟାଙ୍କକ-ଥାଇଲାଣ୍ଡରୁ ମୋ ପାଇଁ ଗାଳି ଇମ୍ପୋର୍ଟ କରିପାର କିନ୍ତୁ ଦେଶକୁ ବିରୋଧ କର ନାହିଁ: ମୋଦି

ଚଣ୍ଡିଗଡ଼,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ହରିୟାଣା ଗସ୍ତ କରିଛନ୍ତି। ହରିୟାଣାର ଚରଖି-ଦାଦରିରେ ଜନସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ନିର୍ବାଚନ ରାଲି ପାଇଁ ମୁଁ ଏଠାକୁ ଆସେନାହିଁ, ଏହି ସ୍ଥାନ ମୋତେ ଆପେ ଆପେ ଟାଣି ନେଇ ଆସେ। ମୁଁ…

ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ, ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ମଙ୍ଗଳବାର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଡ. ହର୍ଷବର୍ଦ୍ଧନ…

ପାକିସ୍ତାନକୁ ଯାଉଥିବା ନଦୀ ଜଳ ଉପରେ ହେବ ସର୍ଜିକାଲ୍‌ ଷ୍ଟ୍ରାଇକ୍‌: ସୂଚନା ଦେଲେ ମୋଦି

କୁରୁକ୍ଷେତ୍ର,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦାଦରିରେ ଏକ ରାଲିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ହରିୟାଣା, ପଞ୍ଜାବ ଏବଂ ରାଜସ୍ଥାନକୁ ଯେଉଁ ନଦୀ ଜଳ ମିଳିବା କଥା ତାହା ଗତ ୭୦ ବର୍ଷ…

୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ କାର୍ଯ୍ୟ ଶେଷ ହେବ। ସେହିପରି ଜିଲା ମୁଖ୍ୟ ଚିକତ୍ସାଳୟର ଡପିଡି ଓ ଡାଇଲିସିସ୍‌ ସେଣ୍ଟରର…

ପୃଥିବୀରେ ୮୦ କୋଟି ଭୋକିଲା: ୟୁନିସେଫ୍‌ ରିପୋର୍ଟ

ଜେନେଭା,୧୫।୧୦: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍‌ ଅଫ୍‌ ଦି ଓ୍ବାଲ୍ଡ୍‌ ଚିଲଡ୍ରେନ୍‌’ ଶୀର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?