Home

ହରିୟାଣାକୁ ନେଇ ଗର୍ବ କରେ: ମୋଦି

ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଆରଏସଏସ କର୍ମୀଙ୍କୁ ହତ୍ୟା ଘଟଣା: ମମତାଙ୍କ କୁଶପୁତ୍ତଳିକା ଦାହ, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ, ୧୫।୧୦: ପଶ୍ଚିମବଙ୍ଗରେ ବାରମ୍ବାର ହିନ୍ଦୁମାନଙ୍କ ଉପରେ ଆକ୍ରମଣ ଓ ହତ୍ୟା ଅଭିଯୋଗ ଆଣି ବଲାଙ୍ଗୀର ବଜରଙ୍ଗ ଦଳ ତରଫରୁ ମଙ୍ଗଳବାର ସ୍ଥାନୀୟ କଚେରି ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।…

ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପଲିଭିତ୍‌ରେ ଥିବା ସରକାରୀ ମାଧ୍ୟମିକ…

ଟ୍ରେନ୍‌ ଉପରେ ମହାକାଶରୁ ରଖାଯିବ କଡ଼ା ନଜର: ୬ ହଜାର ଇଞ୍ଜିନ୍‌ରେ ଲଗା ସରିଛି ‘ଗଗନ ପ୍ରଣାଳୀ’

ନୂଆଦିଲ୍ଲୀ,୧୫।୧୦: ଆଉ ଗୋଟିଏ ବର୍ଷ ପରେ ୨୦୨୦ ସୁଦ୍ଧା ଟ୍ରେନ୍‌ ଉପରେ ମହାକାଶରୁ କଡ଼ା ନଜର ରଖାଯିବ। ଏନେଇ ସାଟେଲାଇଟ୍‌ ସହିତ ଟ୍ରେନ୍‌ ଲୋକୋମୋଟିଭ୍‌ ଇଞ୍ଜିନ୍‌ ମଧ୍ୟରେ ସଂଯୋଗ ସ୍ଥାପିତ କରାଯିବ। ଦେଶରେ ଥିବା ୧୨ ହଜାର ଲୋକୋମୋଟିଭ୍‌ ଇଞ୍ଜିନ୍‌ ମଧ୍ୟରୁ…

ଗିରଫ ହେଲେ ଅବଦୁଲ୍ଲାଙ୍କ ଭଉଣୀ

ଜମ୍ମୁ,୧୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାକୁ ପ୍ରାୟ ୭୦ ଦିନ ପୂରି ଗଲାଣି। ଏହାପରେ ମଙ୍ଗଳବାର ଶ୍ରୀଗନରରେ ସିଲିଭ ସୋସାଇଟି ଦ୍ୱାରା ବିରୋଧ ପ୍ରଦର୍ଶନ କରାଯାଇଥିଲା। ଲାଲ ଚୌକ ନିକଟରେ କେତେଜଣ ମହିଳା ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ବିରୋଧ କରିଥିଲେ।…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଦେଶବାସୀଙ୍କ ମତାମତ ଲୋଡ଼ିଲେ ମୋଦି

ନୂଆଦିଲ୍ଲୀ,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ଦିନ ଅଲ୍‌ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେ ଦେଶବାସୀଙ୍କଠାରୁ ମତାମତ ଲୋଡ଼ିଛନ୍ତି। ଏଥିପାଇଁ ନିଶୁଳ୍କ ନମ୍ବର ୧୮୦୦-୧୧-୭୮୦୦କୁ କଲ୍‌ କରି ଲୋକେ…

ଡେଙ୍ଗୁ ରୋଗୀଙ୍କୁ ଭେଟିବାକୁ ଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରେ କାଳି ମାଡ

ପାଟନା,୧୫।୧୦: ବିହାରର ରାଜଧାନୀ ପାଟନାରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କୁ ମଙ୍ଗଳବାର କାଳି ମାଡ଼ କରାଯାଇଛି। ପାଟନାର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ଅଶ୍ୱିନୀ ଚୌବେ ଡେଙ୍ଗୁ ରୋଗୀଙ୍କୁ ଭେଟିବା ସହ ଓ୍ବାର୍ଡ ନୀରିକ୍ଷଣ କରିବାକୁ…

ଡମ୍ଫିୟାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଜେପୁର, ୧୫।୧୦(ଡି.ଏନ.ଏ.):ବରଗଡ ଜିଲା ବିଜେପୁର ଏନଏସି ଅନ୍ତର୍ଗତ ବାଉଁଶପୋଲା ନିକଟସ୍ଥ ଡମ୍ଫିୟାଡରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ତଦନ୍ତ ଚଳାଇଛି। ମୃତ ଯୁବକ…

ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ

ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ ବନ୍ଦର ନିକଟରେ କେତେଗୁଡ଼ିଏ ପୋଖରୀ ରହିଛି। ପୋଖରୀକୁ ଖାଦ୍ୟ ଅନ୍ବେଷଣରେ ବହୁ ପକ୍ଷୀ ଆସିଥାନ୍ତି।…

ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍‌ ନେଇ ପୋଲିସ ସେମାନଙ୍କୁ ଅଟକ ରଖିଛି। ତାଙ୍କ ପାଖରୁ ପ୍ରାୟ ୪୦୦ଟି ପ୍ୟାକେଟ ବିଦେଶୀ ବ୍ରାଣ୍ଡର ସିଗାରେଟ ଜବତ…

ରେଳଧାରଣାରୁ ଫୁଟବଲ୍‌ ଖେଳାଳିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନାର ଧାତିକା ଗାଁ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଧାତିକା ଗାଁର ତୁଳସୀ ମାଝୀ। ତୁଳସୀଙ୍କ କାନରେ ଇଅର ଫୋନ ଲାଗିଥିବା ସହ ବେକରେ ଓ ମୁଣ୍ଡରେ ଗଭୀର…

କାର୍‌ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ। ରାସ୍ତାରେ ଯାଉଥିବା ବେଳେ ବ୍ଲାଷ୍ଟିଂର ଏକ ପଥର ଖଣ୍ଡ କାର୍‌ ଛାତକୁ ଭାଙ୍ଗି ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?