Home

ଭବିଷ୍ୟତ ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍‌ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ: ସେନା ମୁଖ୍ୟ ବିପିନ୍‌ ରାଓ୍ବତ

ନୂଆଦିଲ୍ଲୀ,୧୫।୧୦: ଭବିଷ୍ୟତରେ ହେବାକୁଥିବା ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍‌ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଡିଆର୍‌ଡିଓ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍‌ ଏହା କହିଛନ୍ତି। ଏଥିପାଇଁ ଭାରତକୁ ପ୍ରସ୍ତୁତ ହେବାକୁ ପଡ଼ିବ। ଆଧୁନିକ…

ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ୍‌,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ(୨୧)ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ(୧୫)।…

୨ ଦିନ ପରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୫।୧୦: ପାକିସ୍ତାନ ୨ ଦିନ ଚୁପ୍‌ ରହିବା ପରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୯ଟା ୩୦ରେ କସ୍‌ବା ଏବଂ କେର୍ନି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା।…

ନନ୍ଦନକାନନରେ ଧଳା ମହାବଳ ବାଘ ଶୁଭ୍ରାଂଶୁର ମୃତ୍ୟୁ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ ସୂଚନା ମିଳିଛି। କିଛି ଦିନ ହେଲା ଶୁଭ୍ରାଂଶୁ ରକ୍ତ ସଂକ୍ରମଣଜନିତ ରୋଗରେ…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ ପ୍ରକାଶ…

ଅବିବାହିତ କଲାମ୍‌ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍‌କାରରେ କଲାମ୍‌ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ…

ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

କୁଆଁରମୁଣ୍ଡା,୧୫।୧୦(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କୁଆଁରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ମଙ୍ଗଳବାର ସକାଳ ପ୍ରାୟ ୭ଟା୨୦ ମିନିଟରେ ସିକ୍ୟୁରିଟି ଏଜେନ୍ସି କ୍ୟାସ୍‌ ଭ୍ୟାନରୁ ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ ହୋଇଛି। ରାଉରକେଲାସ୍ଥିତ…

ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୧୫।୨୦(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ବେଲପଶି ଗ୍ରାମ ଜଙ୍ଗଲରେ ମଙ୍ଗଳବାର ଜଣେ ୩୯ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା ରରୁଆଁଥାନା ଆଦିପୁର ଗ୍ରାମର ଉମେଶ ଦାସ।…

ପିଏମ୍‌ସି ବ୍ୟାଙ୍କ ବିରୋଧ ପ୍ରଦର୍ଶନ ପରେ ଦୃଦ୍‌ଘାତରେ ଜଣେ ଜମାକାରୀଙ୍କ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରୋଟିଭ(ପିଏମ୍‌ସି) ବ୍ୟାଙ୍କର ଜମାକାରୀଙ୍କୁ କିଛି ଦିନ ହେଲା ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଛି। ପିଏମ୍‌ସି ବ୍ୟାଙ୍କ ବନ୍ଦ ହୋଇଯିବା ଖବର ପ୍ରଚାର ହେବା ପରେ ଜମାକାରୀ ନିଜ ସଞ୍ଚିତ ଟଙ୍କାକୁ ବାହାର କରିବା ପାଇଁ…

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ,ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ ଆର୍‌.କେ.ଏସ୍‌ ଭଦୌରିୟା…

୪୦ ହଜାର ଜନତାଙ୍କ ହତ୍ୟାର କାରଣ ଅନୁଚ୍ଛେଦ ୩୭୦: ଶାହ

ନୂଆଦିଲ୍ଲୀ,୧୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୪୦ ହଜାର ଲୋକଙ୍କ ହତ୍ୟାର କାରଣ ହେଉଛି ଅନୁଚ୍ଛେଦ ୩୭୦। ନିକଟରେ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ସେ ଏହା କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ସେଠାରେ…

ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍‌

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ କୋଡ୍‌ ବ୍ୟବହାର କରୁଛନ୍ତି। ଏହି କୋଡ୍‌ ଭାଙ୍ଗିବାକୁ ଏପର୍ଯ୍ୟନ୍ତ ଭାରତୀୟ ଗୋଇନ୍ଦା ବିଭାଗ ସକ୍ଷମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?