୧୬ ବର୍ଷୀୟ ସ୍ପର୍ଶଙ୍କ ଶରୀରରେ ୧୩୦ଟି ଫ୍ରାକ୍ଚର: ମୋଦିଙ୍କ ସାମ୍ନାରେ ଗାଇବେ ଜାତୀୟ ସଙ୍ଗୀତ
ହ୍ୟୁଷ୍ଟନ୍,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି। ସେଠାରେ ବସବାସ କରୁଥିବା ଭାରତୀୟ ସମୁଦାୟଙ୍କ ଦ୍ୱାରା ଆୟୋଜିତ ହାଓଡି ମୋଦିି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଉଦ୍ବୋଧନ ଦେବେ। ଏହି ମେଗା ଇଭେଣ୍ଟରେ ୫୦ ହଜାରରୁ ଅଧିକ ମୂଳ ଭାରତୀୟ…
ମହିଳାଙ୍କୁ ଅସଦାଚରଣ : ୨ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୨।୯: ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଅସଦାଚରଣ କରାଯାଇଥିବା ମାମଲାରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଦିନେଶ ସାହୁ (୨୫), ଗଣେଶ ସାହୁ (୨୪)। କେସ୍…
ପୁଣି ହୃଦୟ ଜିତିଲେ ମୋଦି: ବିମାନବନ୍ଦରରେ ତଳୁ ଉଠାଇଲେ ଫୁଲ
ହ୍ୟୁଷ୍ଟନ,୨୨।୯: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଧାରଣ ଜୀବନଯାପନ ଶୈଳୀ ଚର୍ଚ୍ଚାକୁ ଆସିଛି। ‘ହାଓଡି ମୋଦି’ କାର୍ଯ୍ୟକ୍ରମ ପାଇଁ ଶନିବାର ଆମେରିକାର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିମାନ ବନ୍ଦରରେ ପହଞ୍ଚିବା ପରେ ଜଣେ ଆମେରିକୀୟ ମହିଳା ଅଧିକାରୀ ମୋଦୀଙ୍କୁ…
ସୋଲାର ଷ୍ଟ୍ରିଟ୍ ଲାଇଟ୍ ବଣ୍ଟନରେ ଅନିୟମିତତା ଅଭିଯୋଗ
ଯୋଡ଼ା,୨୨।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଚମକପୁର ପଞ୍ଚାୟତରେ ସୋଲାର ଷ୍ଟ୍ରିଟ୍ ଲାଇଟ୍ ବଣ୍ଟନରେ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉକ୍ତ ବ୍ଲକର ରେଭେନ୍ସାପୁର (କ) ଗ୍ରାମବାସୀ ଜଗନ୍ନାଥ ତିରିଆ, ସୁରେଶ ମୁଣ୍ଡା, ଧୀରେନ୍ ମହାକୁଡ଼, ଦିଲୀପ ମହାକୁଡ,…
ରାସ୍ତାରେ ଭାସୁଛି ଡ୍ରେନ୍ ପାଣି : ସମସ୍ୟାର ସମାଧାନ ଲାଗି ଦାବିପତ୍ର ପ୍ରଦାନ
ଆନନ୍ଦପୁର,୨୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଶାଳବଣି ଗ୍ରାମର ମୁଖ୍ୟ ରାସ୍ତା କଡ଼ରେ ଡ୍ରେନ୍ ପାଣି ଜମି ରହି ପୁତିଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ଡ୍ରେନ୍ଗୁଡିକ ସଫା ହେଉ ନ ଥିବାରୁ ପାଣି ରାସ୍ତାରେ ଭାସୁଛି। ଏପରିକି ଗ୍ରାମରେ ସ୍ବଚ୍ଛ ଭାରତ…
ଫିଲ୍ମ ‘ଗଲି ବୟ୍’ ଓସ୍କାର ଏଣ୍ଟ୍ରି ପରେ ଏମିତି କହିଲେ ଆଲିଆ, ରଣବୀର
ଓସ୍କାର ୨୦୨୦ ପାଇଁ ଫିଲ୍ମ ‘ଗଲି ବୟ’କୁ ଭାରତର ଅଫିସିଆଲ ଏଣ୍ଟ୍ରି ଭାବେ ମନୋନୀତ କରାଯାଇଛି। ଜୋୟା ଅଖତରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂହ ଏବଂ ଆଲିଆ ଭଟ୍ଟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଫିଲ୍ମଟି ଓସ୍କାର ଏଣ୍ଟ୍ରି ପାଇବା…
ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ
ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ ଲିଙ୍ଗରାଜ…
ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ
ହାଇଦ୍ରାବାଦ,୨୨।୯: ଆନ୍ଧ୍ରପ୍ରଦେଶ ମାଦିଗିମୁଡୁ ଜଙ୍ଗଲରେ ରବିବାର ଗ୍ରେହାଉଣ୍ଡସ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି। ମୃତକମାନେ ହାର୍ଡକୋର ମାଓବାଦୀ ବୋଲି ଜଣାପଡିଛି। ରବିବାର ମାଓବାଦୀଙ୍କ ଏକ…
ବିଜେପୁର ପ୍ରାର୍ଥୀ ଚୟନରେ ମୁଖ୍ୟମନ୍ତ୍ରୀ ନେବେ ଚୂଡ଼ାନ୍ତ ନିଷ୍ପତ୍ତି : ସଞ୍ଜୟ
ଭୁବନେଶ୍ୱର,୨୨।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ପରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ଚୟନ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ଭାଜପା, କଂଗ୍ରେସ…
ବର୍ଷିଲେ ଅମିତ ଶାହ: କଶ୍ମୀର ପ୍ରସଙ୍ଗରେ ରାଜନୀତି କରୁଛି କଂଗ୍ରେସ, ଭାଜପା ଦେଶଭକ୍ତି
ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ସଜବାଜ ଆରମ୍ଭ ହୋଇଯାଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଇଛି। ଏହି କ୍ରମରେ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରବିବାର ଏକ କାର୍ଯ୍ୟକରେ କଂଗ୍ରେସ ଉପରେ ବର୍ଷିଛନ୍ତି।…
ପିଆଜ ଦର ଏବେ ଆକାଶଛୁଆଁ : ଯୋଗାଣ ମନ୍ତ୍ରୀ କହିଲେ ଦୀପାବଳି ପର୍ଯ୍ୟନ୍ତ ଦାମ୍ ଉଚ୍ଚା ରହିବ
ଭୁବନେଶ୍ୱର,୨୨।୯(ବ୍ୟୁରୋ) : ପିଆଜ ଦର ଏବେ ଆକାଶଛୁଆଁ ହୋଇଛି। ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ା ଦରରେ ପିଆଜ ବିକ୍ରି ହେଉଛି। ଯାହା ସାଧାରଣବର୍ଗର ଗ୍ରାହକଙ୍କୁ କଷ୍ଟ ଦେଉଛି। ତେବେ ନାସିକ୍ରେ ବନ୍ୟା ପାଇଁ ପିଆଜ ଦର ବଢୁଛି।…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକ ଅର୍ଦ୍ଧଦଗ୍ଧ
ଦିଗପହଣ୍ଡି,୨୨।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ହନୁମାନ ମନ୍ଦିର ନିକଟରେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ରବିବାର ଜଣେ ଶ୍ରମିକ ଅର୍ଦ୍ଧଦଗ୍ଧ ହୋଇଯାଇଥିବା ଜଣାପଡିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା…
Archives


