Home

ନେହେରୁଙ୍କ ଅଚାନକ ଅସ୍ତ୍ରବିରତି ଘୋଷଣା ଯୋଗୁ ସୃଷ୍ଟି ହୋଇଥିଲା ପିଓକେ: ଶାହ

ମୁମ୍ବାଇ,୨୨।୯ : ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଯୋଗୁ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ତେବେ ଏହା ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ୍‌ ନେହେରୁଙ୍କର ଏକ ଐତିହାସିକ ଭୁଲ୍‌ ଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମହାରାଷ୍ଟ୍ର ଗସ୍ତ ଅବସରରେ ରବିବାର…

୨୫ ଲକ୍ଷ ଲଟେରୀ ଉଠିଥିବା କହି ଠକିନେଲେ ୩ ଲକ୍ଷ, ଚାଷୀଙ୍କ ଆତ୍ମହତ୍ୟା ନିଷ୍ପତ୍ତି

ଜୟପୁର,୨୨।୯(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ମାଳିଗୁଡ଼ାରେ ଲଟେରୀ ପ୍ରଲୋଭନ ଦେଖାଇ ଜଣେ ନିରୀହ ଚାଷୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାଳିଗୁଡାର ଭୀମସେନ ଗୌଡ଼ଙ୍କୁ ଗତ ଅଗଷ୍ଟ ୩୧ ତାରିଖରେ ୨୫ ଲକ୍ଷ ଟଙ୍କା ଲଟେରୀ ଉଠିଥିବା…

ଦୁଇ ବର୍ଷ ପୂର୍ବରୁ ଜୋତା କିଣିବାକୁ ପାଖରେ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ରଚିଲେ ଇତିହାସ

ଭାରତୀୟ ବକ୍ସର ଅମିତ ପଂଘାଲ ଯଦିଓ ବିଶ୍ୱ ବକ୍ସିଂ ଚାମ୍ପିଅନ୍‌ସିପ୍‌ର ଫାଇନାଲରେ ପରାସ୍ତ ହୋଇଛନ୍ତି। କିନ୍ତୁ ରୌପ୍ୟ ପଦକ ଜିତି ସେ ଇତିହାସ ରଚିଛନ୍ତି। ୧୯୭୪ରୁ ଆରମ୍ଭ ହୋଇଥିବା ବିଶ୍ୱ ବକ୍ସିଂ ଚାମ୍ପିଅନ୍‌ସିପ୍‌ରେ ୪୫ ବର୍ଷ ପରେ ପ୍ରଥମଥର ପାଇଁ ଅମିତ…

ଆସାମରେ ୧୯ ଲକ୍ଷ ୯୬ ହଜାର ଭୂତ ଅଙ୍ଗନଓ୍ବାଡ଼ି ହିତାଧିକାରୀ ଖାଉଛନ୍ତି ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ,୨୨।୯: ଦେଶରେ ଗର୍ଭବତୀ ଏବଂ ଶିଶୁ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ୧୪ ଲକ୍ଷ ଅଙ୍ଗନଓ୍ବାଡ଼ି କେନ୍ଦ୍ର କାର୍ଯ୍ୟ କରୁଛି। ଏହାଦ୍ୱାରା ୧୦ କୋଟି ହିତାଧିକାରୀ ଉପକୃତ ହୋଇପାରୁଛନ୍ତି। ତେବେ ଆସାମରେ ଥିବା ବିଭିନ୍ନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ୧୯ ଲକ୍ଷ ୯୬ ହଜାର…

ସଲମାନ୍‌ଙ୍କ ସହ ସମ୍ପର୍କକୁ ନେଇ ଏମିତି କହିଲେ କ୍ୟାଟ୍ରିନା

ସଲମାନ୍‌ ଖାନ୍‌ – କ୍ୟାଟ୍ରିନା କୈଫ୍‌ଙ୍କ ରିଲେସନ୍‌ଶିପ୍‌କୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ପ୍ରଥମ ଥର ପାଇଁ ଫିଲ୍ମ ‘ମୈନେ ପ୍ୟାର୍‌ କ୍ୟୁଁ କିୟା’ରେ ଏକାଠି ନଜର ଆସିଥିଲେ। ଏହା ପରେ ଦୁଇଜଣ କିଛି ଫିଲ୍ମରେ ମିଶି କାମ କରିଛନ୍ତି। ଫିଲ୍ମ…

ଅକ୍ଷରଧାମ ମନ୍ଦିର ନିକଟରେ ପୋଲିସ ଉପରକୁ ଗୁଳିମାଡ଼

ନୂଆଦିଲ୍ଲୀ,୨୨।୯: ଅକ୍ଷରଧାମ ମନ୍ଦିର ନିକଟରେ ରବିବାର ପୂର୍ବାହ୍ନ ୧୧ଟା ସମୟରେ ୪ ଜଣ ସନ୍ଦିଗ୍ଧ ପୋଲିସ ଉପରକୁ ଗୁଳିମାଡ଼ କରି ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି। ପୋଲିସ କାର୍‌ରେ ଯାଉଥିବା ସନ୍ଦିଗ୍ଧଙ୍କୁ ଅଟକାଇବାକୁ ଉଦ୍ୟମ କରୁଥିବାବେଳେ ସେମାନେ ଏଭଳି କାଣ୍ଡ ଭିଆଇଛନ୍ତି।…

ମୁଲାୟମ୍‌ଙ୍କ ମର୍ସିଡିଜ୍‌ ଗାଡ଼ି ଯୋଗୀ ସରକାର ନେବେ ଫେରାଇ

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ସମାଜବାଦୀ ପାର୍ଟି ନେତା ମୁଲାୟମ୍‌ ସିଂ ଯାଦବଙ୍କ ସରକାରୀ ଏସ୍‌ୟୁଭି ମର୍ସିଡିଜ୍‌ ଗାଡ଼ିକୁ ଏବେ ଫେରାଇ ନିଆଯିବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି। ମୁଲାୟମଙ୍କ ଗାଡ଼ିରେ କିଛି ଯାନ୍ତ୍ରିକ ତ୍ରୁଟି ରହିଛି।…

କ୍ରିକେଟରେ ଦେଶକୁ ଚାମ୍ପିଅନ୍‌ କରିବା ପରେ ଗଲ୍ଫରେ ବି କମାଲ୍‌ କଲେ ଏହି ଖେଳାଳି

ପୁନେ,୨୨।୯: ଭାରତୀୟ ଦଳର ପୂର୍ବତନ ଅଧିନାୟକ କପିଳ ଦେବ କ୍ରିକେଟ୍‌ ଦୁନିଆରେ କମାଲ କରିବା ପରେ ଏବେ ଗଲ୍ଫରେ ବି ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛନ୍ତି। ୧୯୮୩ରେ ଟିମ୍‌ ଇଣ୍ଡିଆ ପ୍ରଥମଥର ବିଶ୍ୱ ଚାମ୍ପିଅନ୍‌ କରାଇଥିବା କପିଳ ଏଭିଟି ଗଲ୍ଫ ଟୁର୍ନାମେଣ୍ଟ…

ବାବରୀ ମସଜିଦ୍‌ ମାମଲା: କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟର ସମନ ଜାରି; ସେପ୍ଟମ୍ବର ୨୭ରେ କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୨୨।୯: ବାବରୀ ମସଜିଦ୍‌ ମାମଲାରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ପକ୍ଷରୁ ସମନ ଜାରି କରାଯାଇଛି। ସେ ସେପ୍ଟମ୍ବର ୨୭ରେ କୋର୍ଟରେ ହାଜର ହେବେ। ସୂଚନାଯୋଗ୍ୟ, ୧୯୯୨ ଡିସେମ୍ବର ୬ରେ ବାବରୀ ମସଜିଦ୍‌ ଧ୍ୱଂସ ମାମଲାରେ…

ସୁନିଦ୍ରା ପାଇଁ….

* ପ୍ରତ୍ୟେକ ଦିନ ଶୋଇବା ଏବଂ ଉଠିବାର ନିର୍ଦ୍ଦିଷ୍ଟ ସମୟ ଧାର୍ଯ୍ୟ କରନ୍ତୁ। ଦିନକୁ ଅନ୍ତତଃ ୬ ରୁ ୭ ଘଣ୍ଟା ଶୋଇବା ଜରୁରୀ। * ଶୋଇବାର ଏକ ଘଣ୍ଟା ପୂର୍ବରୁ ମୋବାଇଲ, ଲ୍ୟାପଟପ ଭଳି ଗ୍ୟାଜେଟକୁ ସ୍ବିଚ୍‌ ଅଫ୍‌ କରିଦିଅନ୍ତୁ।…

ମହିଳାଙ୍କ ଆତ୍ମହତ୍ୟା: ମୃତ୍ୟୁର କାରଣ ଅସ୍ପଷ୍ଟ

ଡାବୁଗାଁ,୨୨।୯ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ କେରଣ୍ଡୀ ଗ୍ରାମରେ ଜଣେ ମହିଳା ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଶନିବାର ସନ୍ଧ୍ୟାରେ ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ସେ ହେଲେ ଭଦର ମାଝିଙ୍କ ସ୍ତ୍ରୀ ରୂପମା (୩୪) ।…

ଅଲ୍‌କାଇଦା ଆତଙ୍କବାଦୀ ଝାଡ଼ଖଣ୍ଡରୁ ଗିରଫ

ରାଞ୍ଚି,୨୨।୯: ଜଣେ ଅଲ୍‌କାଇଦା ଆତଙ୍କବାଦୀଙ୍କୁ ଏଟିଏସ୍‌ ଟିମ୍‌ ଝାଡ଼ଖଣ୍ଡରୁ ଗିରଫ କରିଛନ୍ତି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନାମ ମୌଲାନା ମହମ୍ମଦ କଲିମୁଦ୍ଦିନ୍‌ ମୁଜାହିରି ବୋଲି କୁହାଯାଉଛି। ସେ ସ୍ଥାନୀୟ ଜାମସେଦ୍‌ପୁର ମାନଗୋ ଅଞ୍ଚଳର ଆଜାଦ୍‌ ନଗର ବାସିନ୍ଦା। ସ୍ଥାନୀୟ ରେଳଷ୍ଟେଶନରୁ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri