Home

ଲାଇଭ୍‌ ଶୋ’ରେ ଭୋ ଭୋ ହୋଇ କାନ୍ଦିଲେ ନେହା କକ୍କର, ଏହି ଭୁଲ ପାଇଁ…

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ନେହା କକ୍କର ଜଣେ। ଏକଦା ଇଣ୍ଡିଆନ ଆଇଡଲ୍‌ ଶୋ’ରେ ପ୍ରତିଯୋଗୀ ଭାବେ ସାମିଲ ହୋଇଥିବା ଏହି ଗାୟିକା ଆଜି ସଫଳତାର ଶୀର୍ଷରେ। ଲୋକପ୍ରିୟତା ଯୋଗୁ ସମାନ ଶୋ’ରେ ବିଚାରପତି ଆସନ ସେ ଅଳଙ୍କୃତ କରିଛନ୍ତି।…

ଦିଲ୍ଲୀଠାରୁ ହାରିଯିବା ପରେ ପନ୍ତଙ୍କ ସହ ହୋଇଥିଲା କି ପ୍ରବଳ ଯୁକ୍ତିତର୍କ? ଲକ୍ଷ୍ନୌ ମାଲିକ କହିଲେ ସତ… 

ନୂଆଦିଲ୍ଲୀ,୨୫।୩: ଦିଲ୍ଲୀ କ୍ୟାପିଟାଲ୍ସ ସୋମବାର ଆଶୁତୋଷ ଶର୍ମାଙ୍କ ଚମତ୍କାର ଇନିଂସ ବଦଳରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସକୁ ଗୋଟିଏ ଉଇକେଟରେ ପରାସ୍ତ କରିଥିଲା। ଲକ୍ଷ୍ନୌ ଅଧିନାୟକ ପନ୍ତଙ୍କ ପାଇଁ ଆଇପିଏଲ୍‌ ୨୦୨୫ ଅଭିଯାନ ନିରାଶାରୁ ଆରମ୍ଭ ହୋଇଥିଲା। ପନ୍ତ ବ୍ୟାଟିଂରେ ବିଫଳ ହୋଇଥିଲେ। ଏପରିକି…

MS Dhoniଙ୍କ ବୟାନକୁ ନେଇ କ୍ରିକଟେ ଜଗତରେ ହଇଚଇ

ନୂଆଦିଲ୍ଲୀ,୨୫।୩: ତାଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ଥର ଚାମ୍ପିୟନ କରିଥିବା ଏମଏସ ଧୋନି ଇମ୍ପାକ୍ଟ ପ୍ଲେୟାର ନିୟମ ଉପରେ ଖୋଲାଖୋଲି ଭାବରେ ନିଜର ମତାମତ ପ୍ରକାଶ କରିଛନ୍ତି। ଏହି ନିୟମ ଲାଗୁ ହେବା ପରଠାରୁ ବିବାଦ ଲାଗି ରହିଛି। ଅନେକ…

ନିଶା ଦେଇ ନିର୍ଜନ ସ୍ଥାନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଲେ ଶାଶୁ, ସ୍ତ୍ରୀ

ବେଙ୍ଗାଲୁରୁ,୨୫।୩: ବେଙ୍ଗାଲୁରୁରେ ଜଣେ ୩୭ ବର୍ଷୀୟ ରିଅଲ ଇଷ୍ଟେଟ ବ୍ୟବସାୟୀଙ୍କ ହତ୍ୟାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଲିସର କହିବା ଅନୁଯାୟୀ, ମୃତକଙ୍କ ସ୍ତ୍ରୀ ଏବଂ ଶାଶୁ ମିଶି ଏହି ଅପରାଧ କରିଛନ୍ତି। ଅଭିଯୁକ୍ତ ତାଙ୍କୁ ଭୁଲାଇ ଫୁସୁଲାଇ ନିଶା…

ଭାରତ ଯେଉଁଠି ଗାବାର ରେକର୍ଡ ଭାଙ୍ଗିଥିଲା, 2032 Olympics ପରେ ତାହା ହେବ ଧ୍ୱଂସ, ବ୍ରିସବେନକୁ ମିଳିବ ନୂଆ ଉପହାର

ନୂଆଦିଲ୍ଲୀ,୨୫।୩: ବ୍ରିସବେନର ଐତିହାସିକ ଗାବା ଷ୍ଟାଡିୟମକୁ ଭାଙ୍ଗି ଦିଆଯିବ। ଆନୁଷ୍ଠାନିକ ଭାବରେ ବ୍ରିସବେନ କ୍ରିକେଟ ଗ୍ରାଉଣ୍ଡ ଭାବରେ ପରିଚିତ ଏହି ଷ୍ଟାଡିୟମକୁ ୨୦୩୨ ଅଲିମ୍ପିକ ଏବଂ ପାରାଅଲିମ୍ପିକ ଗେମ୍ସ ପରେ କ୍ରିକେଟ ଅଷ୍ଟ୍ରେଲିଆ ଦ୍ୱାରା ଭାଙ୍ଗି ଦିଆଯିବାର ଯୋଜନା ରହିଛି। ସେହି…

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ କରିବା ଉଚିତ। କିନ୍ତୁ ସକାଳ ଓ ସାରେ ଖାଲିପେଟରେ ରସୁଣ ଖାଇବା ଦ୍ୱାରା ବିଶେଷ…

ଏଣିକି ATMରୁ ଟଙ୍କା ଉଠାଇବା ହୋଇଯିବ ମହଙ୍ଗା, ଗଣିବେ ଏତିକି… 

ନୂଆଦିଲ୍ଲୀ,୨୫।୩: ଯଦି ଆପଣଙ୍କର ବାରମ୍ବାର ATMରୁ ଟଙ୍କା ଉଠାଇବାର ଅଭ୍ୟାସ ଅଛି, ତେବେ ଆପଣଙ୍କୁ ଏହି ଅଭ୍ୟାସକୁ ସୁଧାରି ନେବାକୁ ହେବ। କାରଣ ମେ’ ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇବା ମହଙ୍ଗା ହେବାକୁ ଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ବ୍ୟାଙ୍କଗୁଡ଼ିକୁ…

New Rules From April 1: ଏପ୍ରିଲ ପହିଲାରୁ ବଦଳିଯିବ ଏସବୁ ନିୟମ, ୟୁପିଆଇରୁ ନେଇ ଆଧାର ଯାଏ… 

ନୂଆଦିଲ୍ଲୀ,୨୫।୩: ଆସନ୍ତା ଏପ୍ରିଲ ପହିଲାରୁ UPI, ଆଧାର କାର୍ଡ, ପାନ କାର୍ଡ ଏବଂ ବ୍ୟାଙ୍କ ସହିତ ଜଡିତ ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଅନୁଯାୟୀ, UPI ଆକାଉଣ୍ଟ ସହିତ ଲିଙ୍କ ହୋଇଥିବା…

ନୂଆ ଗର୍ଭନିରୋଧକ ଇଞ୍ଜେକ୍ସନ ପ୍ରସ୍ତୁତ କଲେ ବୈଜ୍ଞାନିକ: ସହଜରେ ଏଡ଼ାଇପାରିବେ ଗର୍ଭଧାରଣ

ନୂଆଦିଲ୍ଲୀ,୨୫।୩: ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (MIT)ର ବୈଜ୍ଞାନିକମାନେ ଏକ ନୂତନ ପ୍ରକାର ଇଞ୍ଜେକ୍ସନ ପ୍ରସ୍ତୁତ କରିଛନ୍ତି। ଏହାଦ୍ୱାରା ବିନା ଚିକିତ୍ସା ପ୍ରକ୍ରିୟା ଏବଂ ଔଷଧ ସହାୟତାରେ ଗର୍ଭାବସ୍ଥାରୁ ଦୀର୍ଘକାଳୀନ ସୁରକ୍ଷା ମିଳିପାରିବ। DIY ଜ୍ୟାବରେ ମାଇକ୍ରୋସ୍କୋପିକ କ୍ରିଷ୍ଟଲ ଥାଏ, ଯାହା…

ଗାଜାରେ ପୁଣି ବୋମା ବର୍ଷା କଲା ଇସ୍ରାଏଲ, ଏୟାର ଷ୍ଟ୍ରାଇକରେ ଅଲ ଜଜିରା ଖବରଦାତାଙ୍କ ମୃତ୍ୟୁ

ଜେରୁଜେଲମ,୨୫।୩: ସୋମବାର ଇସ୍ରାଏଲ ପୁଣି ଥରେ ଗାଜର ଉତ୍ତରରେ ଅବସ୍ଥିତ ବେଇଟ ଲାହିଆ ସହର ଉପରେ ବିମାନ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଅଲ ଜଜିରା ସାମ୍ବାଦିକ ହୁସାମ ଶବତଙ୍କ ମୃତ୍ୟୁ ହୋଇଥିଲା। ହୁସମଙ୍କ କାରକୁ ଏକ ଇସ୍ରାଏଲୀ ଡ୍ରୋନ ଟାର୍ଗେଟ…

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ…

ଲିକ୍‌ ହେଲା ଟ୍ରମ୍ପଙ୍କ ଓ୍ବାର ପ୍ଲାନ! କେବେ ଆଉ କେଉଁଠି କରିବେ ଆକ୍ରମଣ ଜାଣନ୍ତୁ…

ଓ୍ବାଶିଂଟନ,୨୫।୩: ୟେମେନର ହୁତି ବିଦ୍ରୋହୀଙ୍କ ବିରୋଧରେ ଡୋନାଲ୍ଡ ଟ୍ରମ୍ପ ପ୍ରଶାସନର ଯୁଦ୍ଧ ଯୋଜନା ଲିକ ହୋଇଯାଇଛି। ସମ୍ପୂର୍ଣ୍ଣ ମାମଲା ପାଇଁ ଟ୍ରମ୍ପ ପ୍ରଶାସନକୁ ଦାୟୀ କରାଯାଉଛି। ପ୍ରକୃତରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ହୁତି ବିଦ୍ରୋହୀଙ୍କ ଉପରେ ଆକ୍ରମଣ କରିବାକୁ ଯୋଜନା କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri