ବିଜେପୁର: ପ୍ରାର୍ଥୀ ଚୟନ ଉପରେ ନଜର, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ, ଅସ୍ତିତ୍ୱ ପାଇଁ କଂଗ୍ରେସର ସଂଘର୍ଷ
ଭୁବନେଶ୍ୱର,୨୨।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଳଗୁଡିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ଆସନକୁ ଶେଷ ୨ ନିର୍ବାଚନରେ ଜିତିଥିବା ବିଜେଡି ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ଅନୁରୂପ ଭାବେ ଭାଜପା ମଧ୍ୟ ଉପନିର୍ବାଚନ ପାଇଁ…
ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ
କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ସାଲେପୁର ଥାନା…
ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି
ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ ଚାଷୀମାନେ କିଣୁଥିବା ସାର ରିହାତି ଲାଗି ଆଧାର ସଂଯୋଗ କରାଯିବ। ରାଜ୍ୟରେ ଆସନ୍ତାବର୍ଷରୁ…
ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ
ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି ଖାଲି କରିବାକୁ ନୋଟିସ ଦିଆଯାଇଛି। ବେଆଇନ ନିର୍ମାଣକୁ ୭ ଦିନ ମଧ୍ୟରେ ଭାଙ୍ଗିବା…
ବାଣ ବିସ୍ଫୋରଣରେ ୬ ମୃତ
ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି। ଏକ ଘରେ ବେଆଇନ ବାଣ ତିଆରି ଚାଲିଥିବାବେଳେ ଅସାବଧାନତା କାରଣରୁ ଏହା ବିସ୍ଫୋରଣ…
‘ଚାଇନାର ଶକ୍ତିବୃଦ୍ଧି ବିଶ୍ୱକୁ ବିପଦ’
ଓ୍ବାଶିଂଟନ,୨୨ା୯(ପି.ଟି.): ଚାଇନାର ସାମରିକ ଶକ୍ତିବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚିନ୍ତାବ୍ୟକ୍ତ କରିବା ସହ ଏହା ସାରା ବିଶ୍ୱ ପାଇଁ ବିପଦ ବୋଲି କହିଛନ୍ତି। ଏହି କମ୍ୟୁନିଷ୍ଟ ରାଷ୍ଟ୍ର ଆମେରିକାର ବୌଦ୍ଧିକ ସମ୍ପତ୍ତି ଚୋରି କରି ଏହାର ପ୍ରତିରକ୍ଷା ସାମର୍ଥ୍ୟ…
ଆଜି ହାଓଡି ମୋଦି କାର୍ଯ୍ୟକ୍ରମ
ହ୍ୟୁଷ୍ଟନ୍,୨୨ା୯(ଆଇଏଏନ୍ଏସ୍): ଆମେରିକାର ଟେକ୍ସାସ୍ ପ୍ରଦେଶ ଅନ୍ତର୍ଗତ ହ୍ୟୁଷ୍ଟନ୍ ସହରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଅନୁଷ୍ଠିତ ହେବ ‘ହାଓଡି ମୋଦି’ କାର୍ଯ୍ୟକ୍ରମ। ପ୍ରଧାନମନ୍ତ୍ରୀ ଶନିବାର ରାତିରେ ହ୍ୟୁଷ୍ଟନ୍ରେ ପହଞ୍ଚିଛନ୍ତି। ୩ ଘଣ୍ଟା ଧରି ଅନୁଷ୍ଠିତ ହେବାକୁ ଥିବା…
ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା
ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ ବାପା ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ.୧୧୪/୧୯ରେ ମାମଲା ରୁଜୁ ହୋଇ…
ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ସଚେତନତା ବୈଠକ: ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ଅଭିଯୋଗ ପାଇଁ ଆହ୍ବାନ
ଅନୁଗୋଳ ଅଫିସ, ୨୨।୯ – ସମାଜର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ହଟାଇ ଲୋକମାନଙ୍କୁ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ୨୦୧୪କୁ ଗତବର୍ଷ ଜୁଲାଇ ୭ରେ କାର୍ଯ୍ୟକାରୀ କରିଛନ୍ତି। ଏହି ନୂତନ ଆଇନ ସମ୍ପର୍କରେ ଜନସଚେତନତା…
ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ
ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ ପ୍ରଶ୍ନର ସମାଧାନ ଏବଂ ଆଇନର ବ୍ୟାଖ୍ୟା ପାଇଁ ଏହା କାର୍ଯ୍ୟ କରିବ। ୧୯୫୦ରେ…
ସିମ୍ପାଞ୍ଜିକୁ ଜବତ କଲା ଇଡି
ନୂଆଦିଲ୍ଲୀ,୨୨ା୯(ପି.ଟି.): ବନ୍ୟଜନ୍ତୁ ଚୋରା କାରବାର କରୁଥିବା ପଶ୍ଚିମବଙ୍ଗର ଜଣେ ବ୍ୟକ୍ତିଙ୍କ ଘର ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନେ ଚଢ଼ାଉ କରି ୩ଟି ସିମ୍ପାଞ୍ଜି ଓ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ୪ଟି ମାଙ୍କଡ଼ ଜବତ କରିଛି। କୌଣସି ତଦନ୍ତକାରୀ ସଂସ୍ଥା ଜୀବଜନ୍ତୁ…
ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା
ଜଗତ୍ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ ସମ୍ମତି। ବିବାହ ପାଇଁ ମଧ୍ୟ ସ୍ଥିର ହୋଇଥିଲା। କିନ୍ତୁ ସାମାନ୍ୟ ବୁଝାମଣାର ଅଭାବରୁ ସବୁକିଛି…
Archives


