ଶିଳାନ୍ୟାସରେ ଅଟକିଛି ରାସ୍ତା : ଯାନବାହନ ଚଳାଚଳ ବ୍ୟାହତ
ରାଇକିଆ,୨୧ା୯(ଡ଼ି.ଏନ.ଏ): କନ୍ଧମାଳ ଜିଲା ରାଇକିଆ ବ୍ଲକର ସବୁଠାରୁ ଦୁର୍ଗମ କରଡ଼ା, ରଣବା, ଇନ୍ଦ୍ରଗଡ଼, ବଡ଼ବାରବା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘଦିନ ହେଲା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଘାଟି ରାସ୍ତା ଧୋଇ ଯାଇଥିବା ଏବଂ ବିଭିନ୍ନ ସ୍ଥାନରେ ମେଟାଲ ଉଠି ଯାଇଥିବାରୁ କୌଣସି…
ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା
ସିଂହପୁର,୨୧।୯(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ ରାସ୍ତା ଦୀର୍ଘଦିନ ମରାମତି ନ ହେବାରୁ ଭାଙ୍ଗିରୁଜି ଏବେ ମରଣଯନ୍ତା ପାଲଟିଛି। ଫଳରେ ରାସ୍ତାରେ…
ଆକ୍ରମଣ କରି ଟଙ୍କା, ବାଇକ ଲୁଟ୍ ଘଟଣା: ୩ ଗିରଫ
ଛତ୍ରପୁର,୨୧ା୯(ଡି.ଏନ.ଏ)- ଚମାଖଣ୍ଡି ଥାନା ଅଧୀନ ବନ୍ଦର ଗାଁକୁ ଯିବା ରାସ୍ତାରେ ଗତ ୧୭ ତାରିଖ ସ୍ପଷ୍ଟ ଦିବାଲୋକରେ ଏଲ୍. ଯୋଗେଶଙ୍କୁ ସଂଘବନ୍ଧ ଆକ୍ରମଣ କରାଯାଇଥିଲା। ତାଙ୍କଠାରୁ ୩୮ ହଜାର ଟଙ୍କା ଓ ବାଇକ୍ ଲୁଟ୍ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତମାନଙ୍କ ମଧ୍ୟରୁ…
ସାଇଜ୍ ଶାଳ କାଠ, ୩ ସାଇକେଲ ଜବତ
ବୁଗୁଡ଼ା,୨୧ା୯(ଡି.ଏନ.ଏ.)-ବୁଗୁଡ଼ା ବନ ବିଭାଗ ଶନିବାର ସକାଳେ ଗୋଲିଆ ନିକଟରେ ୩ ସାଇକେଲ ଓ ୧୬ ଖଣ୍ଡ ସାଇଜ୍ ଶାଳ କାଠ ଜବତ କରିଛି । କାଠ ଚାଲାଣକାରୀ ଫେରାର ହୋଇଯାଇଛନ୍ତି। ଶନିବାର ସକାଳେ ୩ଟି ସାଇକେଲରେ ଶାଳ କାଠ ଯାଉଥିବା କୌଣସି…
ବିଶ୍ୱର ରହସ୍ୟମୟ ସ୍ଥାନ : ଯେଉଁଠି ଏଲିଅନ୍ଙ୍କୁ ବନ୍ଧନ ରଖାଯାଇଛି, ମୁକ୍ତ କରିବାକୁ ଯାଉଛି ଏହି କମ୍ପାନୀ
ବିଶ୍ୱରେ ଏମିତି କିଛି ରହସ୍ୟମୟ ସ୍ଥାନ ରହିଛି, ଯାହା ସମ୍ପର୍କରେ ଲୋକେ ଆଜି ପର୍ଯ୍ୟନ୍ତ ଜାଣିନାହାନ୍ତି। ସେହିପରି ଏକ ରହସ୍ୟମୟ ସ୍ଥାନ ହେଉଛି ‘ଏରିଆ ୫୧’। ନାଁ ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା? ତେବେ ଆସନ୍ତୁ ଜାଣିବା ଏହି ସ୍ଥାନ ସମ୍ପର୍କରେ……
ନିଜ ମୃତ୍ୟୁ ପ୍ରମାଣପତ୍ର ନେଇ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଲେ ଯୁବକ
ହାପୁଡ: କୁହାଯାଏ ପେଟ ପାଇଁ ସବୁ ନାଟ। ଏଭଳି ଏକ ନାଟ ଦେଖିବାକୁ ମିଳଛି ଉତ୍ତରପ୍ରଦେଶ ହାପୁଡ଼ ଜିଲାରେ । ବଡ଼ଭାଇଙ୍କ ନାଁରେ ସାନ ଭାଇ ଚାକିରି କରିବା ଓ ସାନଭାଇର ମୃତ୍ୟୁ ପରେ ବଡ଼ଭାଇଙ୍କ ମୃତ୍ୟୁ ପ୍ରମାଣପତ୍ର ମାଧ୍ୟମରେ କ୍ଷତିପୂରଣ…
କିଡ୍ନୀ ଖରାପ ଥିଲେ ଦେଖାଦିଏ ଏସବୁ ଲକ୍ଷଣ
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ଲୋକେ ନାନା ରୋଗର ଶିକାର ହେଉଛନ୍ତି। ବିଶେଷ କରି କିଡ୍ନୀ ସମସ୍ୟା ଏବେ ଚିନ୍ତାର କାରଣ ହୋଇଛି। ତେବେ କିଡ୍ନୀ ଖରାପ ହେବା ପୂର୍ବରୁ କିଛି ଲକ୍ଷଣ ଦେଖା ଦେଇଥାଏ। ଯଥାଶୀଘ୍ର…
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ
ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୋଷୀ ସପନ ପରିଡ଼ା ଓରଫ୍ ରବୀନ୍ଦ୍ରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ…
ହାଇଓ୍ବା ଚୋରି ଘଟଣା : ଝାଡ଼ଖଣ୍ଡରୁ ଜବତ କଲା ପୋଲିସ
ବଡ଼ବିଲ,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ୱରୁ ଗୁରୁବାର ଭୋର୍ରୁ ଏକ ହାଇଓ୍ବା ଚୋରି ହୋଇଥିଲା। ଏହି ଘଟଣାରେ ପୋଲିସ ଶୁକ୍ରବାର ସଂପୃକ୍ତ ଅଭିଯୁକ୍ତ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଞ୍ଚଳର ଛୋଟୁ…
ଅଧିକ ବୁଦ୍ଧିମାନ ହୁଅନ୍ତି ରାତିରେ ଡେରିରେ ଶୋଉଥିବା ଲୋକେ…
ବୌଦ୍ଧିକସ୍ତର ବ୍ୟକ୍ତିର ଖାଦ୍ୟ ଗ୍ରହଣଶୈଳୀ ଶୋଇବା ସମୟ ଉପରେ ନିର୍ଭର କରେ ବୋଲି ପୂର୍ବରୁ କୁହାଯାଉଥିଲା। ତେବେ ବିଳମ୍ବିତ ରାତିରେ ଶୋଉଥିବା ଲୋକେ ଅଧିକ ବୁଦ୍ଧିମାନ ବୋଲି ସମ୍ପ୍ରତି ମିସିଗାନ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରାତି ୧୧ଟାରୁ…
ପାଣି ଭିତରେ ପ୍ରେମିକାଙ୍କୁ ପ୍ରପୋଜ୍ କରୁଥିବା ବେଳେ ବୁଡ଼ିଗଲେ ପ୍ରେମିକ
ପ୍ରେମିକମାନେ ପ୍ରେମିକାଙ୍କ ସମ୍ମୁଖରେ ନିଜ ଭଲପାଇବାକୁ ପ୍ରକାଶ କରିବା ସହ ନିଜର ଜୀବନସାଥୀ କରିବାକୁ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଆଉ ନିଜ ଆଡକୁ ଆକର୍ଷିତ କରିବା ପାଇଁ ନିଆରା ସ୍ଥାନ ଓ ଢ଼ଙ୍ଗରେ ପ୍ରପୋଜ୍ ମଧ୍ୟ କରିଥାନ୍ତି। ହେଲେ ବେଳେ…
ରାସ୍ତା ମଝିରେ କାରରଖି ହଙ୍ଗାମାକଲେ ୨ ବଙ୍ଗୀୟ ଯୁବତୀ
ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାସ୍ତା ମଝିରେ କାର୍ ରଖି ହଙ୍ଗାମା କଲେ ନିଶାସକ୍ତ ୨ ବଙ୍ଗୀୟ ଯୁବତୀ। ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରରେ। କମିଶନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଯୁବତୀଙ୍କୁ ଉଦ୍ଧାର କରିବା ସହିତ କାର୍କୁ ଜବତ କରିଛି।…
Archives


