Home

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ…

ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା

ଜଗତ୍‌ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍‌ସିଂହପୁର ଏସ୍‌ପି ଆର୍‌. ପ୍ରକାଶ ଏକ ଖବରଦାତା ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା…

ମା’ ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ଅନୁଷ୍ଠିତ

କାକଟପୁର,୨୧।୯(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ନୀତି ଶନିବାର ଅନୁଷ୍ଠିତ ହୋଇଯାଇଛି। ରବିବାରଠାରୁ ମା’ଙ୍କ ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହେବ। ଶନିବାର ଅପରାହ୍ନ ସାଢ଼େ ୨ଟାରେ ମା’ଙ୍କୁ ୧୦୮ କଳସ ଜଳରେ ସ୍ନାନ କରାଯିବା ପରେ…

ଗ୍ୟାରେଜ୍‌ରୁ ଚୋରି ଘଟଣା: ୩ ଅଭିଯୁକ୍ତ ଗିରଫ, ସାମଗ୍ରୀ ଜବତ

ଫୁଲନଖରା,୨୧।୯(ଡି.ଏନ୍‌.ଏ.): କଟକ ଜିଲା ଗୋପାଳପୁର ଜାଗୁଳାଇ ସାହିରେ ଥିବା ଏକ ଗ୍ୟାରେଜ୍‌ରୁ ଚୋରି ଘଟଣାରେ କଟକ ସଦର ପୋଲିସ ଶୁକ୍ରବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶନିବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଗୋପାଳପୁର ଢିହସାହିର…

ପାଣି ଭିତରୁ ମିଳିଲା ୭୦ ହଜାର ଟଙ୍କାର ଶାଳକାଠ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ଦେଓଗାଁ ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ସେକ୍ସନ ବାଇଲୋ ଗ୍ରାମରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବନବିଭାଗର ମିଳିତ ଚଢ଼ାଉରେ ମୂଲ୍ୟବାନ ଶାଳକାଠ ଜବତ ହୋଇଛି । ଜବତ କାଠର ଆନୁମାନିକ ମୂଲ୍ୟ ୭୦ ହଜାର…

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ରାଗି ଯାଇଥିବା ଅବୁଝା ବନ୍ଧୁମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ…

୨୦୨୧ରେ ମହାକାଶକୁ ମଣିଷ ପଠାଇବ ଭାରତ: ଶିବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଜୀବନରେ ରିସ୍କ ନିଅ। ରିକ୍ସ ନ ନେଲେ ଜୀବନରେ କିଛି କରିପାରିବନି। ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶନିବାର ଯୋଗଦେଇ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌ ଏହା କହିଛନ୍ତି। ସେ କହିଛନ୍ତି ଯେ, ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ ଆଇଆଇଟି ପ୍ରମୁଖ…

ପ୍ରଶାସନର ହସ୍ତକ୍ଷେପ ପରେ ନ୍ୟାୟ ପାଇଲେ ବୃଦ୍ଧ ଦମ୍ପତି

ଆନନ୍ଦପୁର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପ୍ରଶାସନର ହସ୍ତକ୍ଷେପ ପରେ ବୃଦ୍ଧ ଦମ୍ପତିଙ୍କୁ ନ୍ୟାୟ ମିଳିଛି। ଆନନ୍ଦପୁର ଥାନା ଅଧୀନ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ଗ୍ରାମର ପରୀକ୍ଷିତ ବେହେରା(୭୮) ଏବଂ ସ୍ତ୍ରୀ ଶାନ୍ତିଲତାଙ୍କର ତିନି ଝିଅ ଓ ଗୋଟିଏ ପୁଅ। ଝିଅମାନଙ୍କର…

ବିଜେପୁର ନିର୍ବାଚନ ଲାଗି ବାଜିଲା ବିଗୁଲ୍‌; ୨୫ ସୁଦ୍ଧା ପ୍ରାର୍ଥୀ ଚୟନ କରିବ କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଅକ୍ଟୋବର ୨୧ରେ ଏଠାରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଦଳଗୁଡ଼ିକ ପାଇଁ ରହିଛି ମାତ୍ର ଏକ ମାସ ସମୟ। ଏପରିସ୍ଥଳେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି।…

ଉଠାଦୋକାନୀଙ୍କ କବ୍‌ଜାରେ ରାସ୍ତାଘାଟ : ଜରୁରିକାଳୀନ  ସେବା ବ୍ୟାହତ

ଆନନ୍ଦପୁର,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ବାଲିପାଳ ବଜାରରେ ବିଭିନ୍ନ ସମୟରେ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ୁଛି। ଆନନ୍ଦପୁର ଆର୍‌ଏମ୍‌ସି ଦ୍ୱାରା କରାଯାଇଥିବା ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରେ ବହୁ ସଂଖ୍ୟାରେ ଉଠା ଦୋକାନୀ କାରବାର କରୁଥିବାରୁ ସର୍ବସାଧାରଣ ଯାତାୟାତ ରାସ୍ତା…

ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ମାନବାଧିକାର କମିଶନ: ୩ ମାସ ମଧ୍ୟରେ ଦୁର୍ଘଟଣା ଘଟିଲେ କିଏ ଦାୟୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ୍‌ ଲାଗୁ ହେବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଫଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ରାଫିକ୍‌ ଡକ୍ୟୁମେଣ୍ଟ ୩ ମାସ କୋହଳ କରାଯାଇଥିଲା। ଏହି ପ୍ରସଙ୍ଗକୁ ନେଇ ଶନିବାର ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)…

ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ

ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦ ନଗରର ନିଲୁ ସ୍ବାଇଁ (୨୪) , ସମୀର ଜେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri