Home

‘ଗାନ୍ଧିଜୀ ଆତ୍ମହତ୍ୟା କଲେ କେମିତି’

ଅହମ୍ମଦାବାଦ, ୧୪ା୧୦: ଗୁଜରାଟରେ ନବମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ୍‌ ଇଣ୍ଟରନାଲ୍‌ ପରୀକ୍ଷାରେ ଆସିଥିବା ୨ଟି ପ୍ରଶ୍ନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗାନ୍ଧିଜୀ କିପରି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ୯ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଗୁଜରାଟୀ ଭାଷାରେ ଏଭଳି ଏକ…

୫-ଟି ସଚିବଙ୍କ ବାରିପଦା ମେଡିକାଲ କଲେଜ ପରିଦର୍ଶନ : ‘୪ ମାସ ମଧ୍ୟରେ ଉନ୍ନତ ଭିତ୍ତିଭୂମି ଗଢ’

ବାରିପଦା ଅଫିସ,୧୪ା୧୦- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ରବିବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ହସ୍ପିଟାଲ ପରିଦର୍ଶନ ବେଳେ ୱାର୍ଡକୁ ଯାଇ ରୋଗୀମାନଙ୍କ ସହିତ ବ୍ୟକ୍ତିଗତ…

ଚୂଡ଼ାନ୍ତ ପର୍ଯ୍ୟାୟରେ ଅଯୋଧ୍ୟା ଶୁଣାଣି

ନୂଆଦିଲ୍ଲୀ, ୧୪ା୧୦ : ଅଯୋଧ୍ୟା ଜମି ବିବାଦର ଚୂଡ଼ାନ୍ତ ଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ କରାଯିବ। ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ରାଜନୈତିକ ଦୃଷ୍ଟିକୋଣରୁ ବେଶ୍‌ ସମ୍ବେଦନଶୀଳ ହୋଇଥିବାରୁ ଦଶହରା ଛୁଟି ପରେ ସିଜେଆଇ ରଂଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ…

ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ

ରଣପୁର,୧୪ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଅଟକ ଥିବା ୨ ଡକାୟତ ଡମସାହିର ଯଶୋଦା ପ୍ରଧାନ (୩୮) ଓ ସୁବ୍ରତ ନାୟକ (୪୫)ଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ରଣପୁର ସବ୍‌ଜେଲକୁ…

ଚାଇନାକୁ ବିଭାଜନ ଉଦ୍ୟମ କଲେ ଦଳି ଦିଆଯିବ

କାଠମାଣ୍ଡୁ,୧୪ା୧୦(ପି.ଟି.): କୌଣସି ଶକ୍ତି ଚାଇନାକୁ ବିଭାଜନ ଉଦ୍ୟମ କଲେ ତାକୁ ଦଳି ଦିଆଯିବ ବୋଲି ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ରବିବାର ଚେତାବନୀ ଦେଇଛନ୍ତି। ଭାରତ ଗସ୍ତ ଶେଷ କରି ଜିନ୍‌ପିଙ୍ଗ୍‌ ନେପାଳ ଯାଇଛନ୍ତି। ସେ ସେଠାରେ ନେପାଳର ଶୀର୍ଷ ନେତୃତ୍ୱଙ୍କ ସହ…

ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.): ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ କୁମାର ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।…

କାଳୀପୂଜା ପ୍ରସ୍ତୁତି ଆରମ୍ଭ : ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଯାଜପୁର ରୋଡ,୧୪ା୧୦(ନି.ପ୍ର.): କାଳୀପୂଜାକୁ ସରସ ସୁନ୍ଦର କରିବା ନେଇ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାସ୍ତ୍ର ଅନୁସାରେ କୁମାର ପୂର୍ଣ୍ଣିମା ଦିନରୁ ମା’ କାଳୀଙ୍କ ମୂର୍ତ୍ତି ନିର୍ମାଣ ପାଇଁ ମାଟି ଉଠିବାର ପରମ୍ପରା ରହିଛି। ଏହି…

ମାରିଅମ ଥ୍ରେସିଆ ସନ୍ଥ ଘୋଷିତ

ଭାଟିକାନ୍‌ ସିଟି, ୧୪ା୧୦ : ଭାରତୀୟ ନନ୍‌ ମାରିଅମ୍‌ ଥ୍ରେସିଆ ଓ ଅନ୍ୟ ୪ ଜଣଙ୍କୁ ପୋପ୍‌ ଫ୍ରାନ୍ସିସ୍‌ ସନ୍ଥ ଭାବେ ଘୋଷଣା କରିଛନ୍ତି। ରବିବାର ଭାଟିକାନ୍‌ ସିଟିରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ କେରଳ ଜନ୍ମିତ ସିଷ୍ଟର ମାରିଅମ୍‌ଙ୍କ ସହ…

ଗାଁଗଣ୍ଡାରେ କୁମାର ପୂର୍ଣ୍ଣିମା ଉତ୍ସବ: ଆଗ ଭଳି ନାହିଁ ପୁଚିଖେଳ କି ଫୁଲବଉଳବେଣୀ ଗୀତର ମଉଜ

ଭଣ୍ଡାରିପୋଖରୀ, ୧୪ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳ କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଲାଗି ରବିବାର ଉତ୍ସବ ମୁଖର ହୋଇଉଠିଛି। କୁମାରୀମାନେ ଓଷା କରିବା ସହ ନୂତନ ବସ୍ତ୍ର ପରିଧାନ କରି କୁମାର ପୂର୍ଣ୍ଣିମା ଉତ୍ସବ ପାଳନ କରିଥିଲେ।…

ଆତଙ୍କବାଦ ପ୍ରସଙ୍ଗରେ ଇମ୍ରାନ୍‌ଙ୍କୁ ରାଜନାଥଙ୍କ ପ୍ରସ୍ତାବ: ପାକିସ୍ତାନକୁ ସେନା ପଠାଇବୁ

କର୍ନାଲ,୧୪ା୧୦: ପାକିସ୍ତାନ ଯଦି ଆତଙ୍କବାଦ ବିରୋଧରେ ଲଢ଼େଇ କରିବା ପାଇଁ ଗମ୍ଭୀର ତେବେ ଆମେ ସହଯୋଗ କରିବାକୁ ପ୍ରସ୍ତୁତ ଅଛୁ। ଭାରତୀୟ ସେନାକୁ ପାକିସ୍ତାନ ପଠାଇପାରିବୁ ବୋଲି ରବିବାର ପଡ଼ୋଶୀ ଦେଶର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ଚେତାଇଦେଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।…

ଭାଜପା ଟି-ଶାର୍ଟ ପିନ୍ଧି ଆମହତ୍ୟା କଲେ କୃଷକ

ବୁଲ୍‌ଧାନା,୧୪ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଶାସକ ଭାଜପା ପାଇଁ ଲଜ୍ଜାଜନକ ସ୍ଥିତି ଉପୁଜିଛି। ବୁଲଧାନା ଜିଲାର ଜଣେ ଚାଷୀ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ଉଦ୍ଦିଷ୍ଟ ଟି-ଶାର୍ଟ ପିନ୍ଧି ବେକରେ ଦଉଡ଼ି ଲଗାଇ ଆମତ୍ହତ୍ୟା କରିଛନ୍ତି।…

କ୍ଷୁଧା ମେଣ୍ଟାଇ ପାରିବନି ଚନ୍ଦ୍ର ମିଶନ: ରାହୁଲ

ଲାତୁର,୧୪ା୧୦(ପି.ଟି.): ଦେଶର ଯୁବପିଢ଼ି ନିଯୁକ୍ତି ଖୋଜୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସେମାନଙ୍କୁ ଜହ୍ନ ଦେଖିବାକୁ କହୁଛନ୍ତି। ଭାରତର ଅର୍ଥନୀତି ଭୁଶୁଡ଼ିବା ଏବେ ଆରମ୍ଭ ହୋଇଛି। ଆଗକୁ ବହୁତ କିଛି ହେବ। ଅର୍ଥନୀତି ସଜାଡ଼ିବା ପାଇଁ କଂଗ୍ରେସ ସରକାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?