ଇସ୍ତଫା ଦେଲେ ଏୟାର ଇଣ୍ଡିଆର ୧୨୦ ପାଇଲଟ
ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏ-୩୨୦ ଏୟାରବସର ୧୨୦ ପାଇଲଟଙ୍କ ଦାବି ପୂରଣ ନ ହେବାରୁ ସେମାନେ…
ମୋଦିଙ୍କ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଅନୁଗାମୀ
ନୂଆଦିଲ୍ଲୀ, ୧୪ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବଢ଼ିବାରେ ଲାଗିଛି। ଏମିତିକି ସୋସିଆଲ ମିଡିଆରେ ମଧ୍ୟ ମୋଦି ଅନୁଗାମୀଙ୍କ ସଂଖ୍ୟା ଢ଼େର୍ ଅଧିକ। ଟୁଇଟରରେ ମୋଦିଙ୍କ ଜବରଦସ୍ତ ଦଖଲ ପରେ ଏବେ ଇନ୍ଷ୍ଟାଗ୍ରାମରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ୩୦ ଲକ୍ଷ ଟପିଛି।…
ସାଇକେଲରେ ଅଫିସ ଗଲେ ମିଳେ ଅଧିକ ଟଙ୍କା
ନେଦରଲାଣ୍ଡସ୍ରେ ସାଇକେଲରେ ଯାତାୟାତକୁ ଦିଆଯାଉଛି ଗୁରୁତ୍ୱ। ପୁଣି ସେଠାରେ ଅଫିସକୁ ଯାଉଥିବା ବ୍ୟକ୍ତିଙ୍କୁ ମିଳେ ଅଲଗା ପ୍ରୋତ୍ସାହନ ରାଶି। ସେଥିପାଇଁ ଏଠାରେ ଅଧିକାଂଶ ଲୋକେ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସାଇକେଲରେ ଯାଉଥିବା କର୍ମଚାରୀଙ୍କୁ କିଲୋମିଟିର ପିଛା ୧୬ଟଙ୍କା ମିଳିଥାଏ।…
ତମ୍ବା ପାତ୍ରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ
ବର୍ତ୍ତମାନ ଲୋକେ ଯେତେ ସ୍ବାସ୍ଥ୍ୟ ସଚେତନ ହୋଇଛନ୍ତି ପୂର୍ବରୁ ତାହା ଏତେଟା ନ ଥିଲା। ଏହା ସତ ହେଲେ ଏବେ ଅଧିକାଂଶ ଲୋକେ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ତା’ର କାରଣ ହେଲା ପରିବେଶ ପ୍ରଦୂଷଣ ଓ ଆଧୁନିକ ଜୀବନଶୈଳୀ। ଏବେ…
ଅନିଦ୍ରା ସମସ୍ୟା ଦୂର କରିବା ପାଇଁ ତକିଆ ତଳେ ରଖନ୍ତୁ ଏହାକୁ…
ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲାପ ପାଖୁଡ଼ାରେ ଭିଟାମିନ୍ ସି ପ୍ରଚୁର ପରିମାଣରେ…
ଚୌଦ୍ୱାରରେ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର
ଚୌଦ୍ୱାର,୧୩ା୧୦(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ ଥାନା ଅଧୀନ ଅପର୍ଣ୍ଣା ନଗରର ଅଜୟ ସାହୁ ଓରଫ ଜିତୁ (୨୮) ଗୁରୁତର ଆହତ…
ଡଚ୍ ଓପନ୍ ବ୍ୟାଡମିଣ୍ଟନ: ଲକ୍ଷ୍ୟଙ୍କୁ ଟାଇଟଲ
ଅଲମେର,୧୩।୧୦(ପି.ଟି.)- ଉଦୀୟମାନ ବ୍ୟାଡମିଣ୍ଟନ ତାରକା ଭାରତର ଲକ୍ଷ୍ୟ ସେନ ଆଉ ଏକ ବିଶ୍ୱସ୍ତରୀୟ ସଫଳତା ଅର୍ଜନ କରିଛନ୍ତି। ନେଦରଲାଣ୍ଡ୍ସର ଅଲମେରଠାରେ ଖେଳାଯାଇଥିବା ଡଚ୍ ଓପନ୍ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ସେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍ରେ…
ସୁଲତାନ ଜୋହର କପ୍ ହକି: ଭାରତର କ୍ରମାଗତ ଦ୍ୱିତୀୟ ବିଜୟ ନ୍ୟୁଜିଲାଣ୍ଡ ୮-୨ ଗୋଲ୍ରେ ପରାସ୍ତ
ଜୋହର ବାହରୁ,୧୩।୧୦(ପି.ଟି.)- ଏଠାରେ ଚାଲିଥିବା ସୁଲତାନ ଜୋହାର କପ୍ ହକି ଟୁର୍ନାମେଣ୍ଟରେ ଭାରତୀୟ ଜୁନିୟର ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଶନିବାର ପ୍ରଥମ ମ୍ୟାଚ୍ରେ ଭାରତ ଆୟୋଜକ ମାଲେସିଆକୁ ୪-୨ ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଥିଲା। ରବିବାର…
ବେଆଇନ ବାଣ କାରଖାନା ଠାବ : ୧୦ହଜାର ଟଙ୍କାର ସାମଗ୍ରୀ ଜବତ, ଜେଲ୍ ଗଲେ ଅଭିଯୁକ୍ତ
ରୂପ୍ସା,୧୩।୧୦(ଡି.ଏନ.ଏ.)-ବେଆଇନ ଭାବେ ବାଣ ନିର୍ମାଣ ଓ ବିକ୍ରି ଉପରେ କଟକଣା ଲାଗୁ ହେବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଜିଲାର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣ ଘଟି ଧନଜୀବନ ନଷ୍ଟ ହେବା ପରେ ଏବେ ପୋଲିସ ବିଭାଗର ଚେତା…
ଚିକିତ୍ସା ଅବହେଳାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକ
ବାଲେଶ୍ୱର ଅଫିସ,୧୩।୧୦: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ସ୍ବାମୀ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୋଲିସ ଫାଣ୍ଡିରେ ରବିବାର ସନ୍ଧ୍ୟାରେ ଲିଖିତ ଅଭିଯୋଗ…
ଭାଜପା ନେତାଙ୍କୁ ଗୁଳିକରି ହତ୍ୟା : ସପ୍ତାହକରେ ୩ ଭାଜପା ନେତାଙ୍କୁ କରାଗଲାଣି ହତ୍ୟା
ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି। ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର କାର୍ଯ୍ୟସ୍ଥଳକୁ…
ସମ୍ବର ମାଂସ ଜବତ, ୨ଗିରଫ
ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ ଏକ ସ୍କୁଟି, ବାଇଡିଙ୍ଗ ତାର, ୨ଟି ଟାଙ୍ଗିଆ, କଟୁରୀ, କାଚ, ବୋତଲକୁ ଜବତ କରିଥିବାବେଳେ…

