Home

ମେ ୨୩ ପାଇଁ ପ୍ରସ୍ତୁତି: ମୋଦି ମାସ୍କ ପିନ୍ଧି ଲଡୁ ତିଆରି କରୁଛନ୍ତି ମିଠା କାରିଗର

ମୁମ୍ବାଇ, ୨୧।୫: ଲୋକ ସଭା ନିର୍ବାଚନକୁ ନେଇ ଏକଜିଟ୍‌ ପୋଲ୍‌ ଘୋଷଣା ପରେ ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ଚାଲିଛି ପୂର୍ବ ପ୍ରସ୍ତୁତି। ମେ ୨୩କୁ ନିର୍ବାଚନ ଫଳ ପ୍ରକାଶ ପାଇବାକୁଥିବାବେଳେ ଭାଜପା ଏଥର ପୁଣି କ୍ଷମତା ଦଖଲ…

ଦଲିଆ ଖାଆନ୍ତୁ, ହୃତ୍‌ପିଣ୍ଡକୁ ସୁସ୍ଥ ରଖନ୍ତୁୁ

ଦିିନର ଆରମ୍ଭ ଯଦି ଗୋଟିଏ ଗିନା ଦଲିଆରୁ ଆରମ୍ଭ ହୁଏ, ତେବେ ହୃତ୍‌ପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ରହିଥାଏ। ବ୍ରିଟେନ୍‌ ସ୍ଥିତ ନ୍ୟୁ କ୍ୟାସଲ୍‌ ୟୁନିଭର୍ସିଟିରେ ହୋଇଥିବା ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷକମାନେ ମାନବ ସ୍ବାସ୍ଥ୍ୟ ଉପରେ ନିୟମିତ ଖାଦ୍ୟର ସକାରାମତ୍କ ପ୍ରଭାବ…

ବିଶ୍ୱର ସବୁଠୁ ସୁନ୍ଦର ଗୁମ୍ଫା: ଯେଉଁଠି କେବଳ ବାସ କରେ ମଣିଷ

ଆଜିଯାଏ ଶୁଣିଥିଲେ ଗୁମ୍ଫାରେ ବାଘ କିମ୍ବା ସିଂହ ରହିଥାଏ। କିନ୍ତୁ ଏଠାରେ ଯେଉଁ ଗୁମ୍ଫା ସମ୍ପର୍କରେ ଆଲୋଚିତ ହୋଇଛି, ସେଠାରେ କେବଳ ମଣିଷ ହଁି ବାସକରେ। ଏହାକୁ ଦୁନିଆର ସବୁଠୁ ସୁନ୍ଦର ଗୁମ୍ଫା ବୋଲି କୁହାଯାଏ। ବେକହମ୍‌ କ୍ରିକ୍‌ ଲଜ୍‌ ନାମରେ…

ବିଭିନ୍ନ ଦାବିନେଇ ଆଶ୍‌ପଣ୍ଡ ପମ୍ପହାଉସରେ ତାଲା ପକାଇ ଧାରଣାରେ ବସିଲେ ଗ୍ରାମବାସୀ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ବିଭିନ୍ନ ଦାବିନେଇ ମଙ୍ଗଳବାର ଅନୁଗୋଳ ଜିଲା ବଅଁରପାଳ ନାଲ୍‌କୋ ନିକଟସ୍ଥ କୁକୁଡ଼ାଙ୍ଗ ଅଞ୍ଚଳବାସୀ ନାଲକୋ ଆଶ୍‌ପଣ୍ଡ ପମ୍ପ ହାଉସରେ ତାଲା ପକାଇଛନ୍ତି। ଏହା ସହ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। କୁକୁଡ଼ାଙ୍ଗ ପୂର୍ବତନ ସରପଞ୍ଚ ଅମୀୟ ତ୍ରିପାଠୀଙ୍କ ନେତୃତ୍ୱରେ ଏହି…

ଇଣ୍ଡୋନେସିଆ ରାଷ୍ଟ୍ରପତି ନିର୍ବାଚନ: ପୁଣି ବାଜି ମାରିଲେ ଜୋକୋ ଓ୍ବିଡୋଡୋ

ଜାକର୍ତ୍ତା, ୨୧।୫: ଇଣ୍ଡୋନେସିଆରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୁଣି ବାଜି ମାରିଛନ୍ତି ଜୋକୋ ଓ୍ବିଡୋଡୋ। ସେ ନିକଟତମ ପ୍ରତିଦ୍ୱନ୍ଦୀ ପ୍ରଭାଓ୍ବ ସୁବିଆଣ୍ଟୋଙ୍କୁ ପରାସ୍ତ କରିଛନ୍ତି। ଦ୍ୱିତୀୟଥର ପାଇଁ ଓ୍ବିଡୋଡୋ ଦେଶର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏପ୍ରିଲ ୧୭ରେ ରାଷ୍ଟ୍ରପଦ ପାଇଁ…

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ ଅଖିଳେଶ ଯାଦବଙ୍କ ସିବିଆଇ ପକ୍ଷରୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଉଭୟଙ୍କୁ କ୍ଲିନଚିଟ୍‌ ଦେଇଛି…

କେମିତି ଆରମ୍ଭ ହୋଇଥିଲା ରାଜୀବ-ସୋନିଆଙ୍କ ପ୍ରେମ ସମ୍ପର୍କ

ନୂଆଦିଲ୍ଲୀ, ୨୧।୫: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୨୮ତମ ପୁଣ୍ୟତିଥି ମଙ୍ଗଳବାର ସାରା ଦେଶରେ ପାଳନ କରାଯାଉଛି। ଦିଲ୍ଲୀର ବୀରଭୂମିରେ ଥିବା ତାଙ୍କ ସମାଧିପୀଠରେ ଅନେକ ଗଣମାନ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜୀବ ଏବଂ ସ୍ତ୍ରୀ ସୋନିଆ ଗାନ୍ଧୀଙ୍କ…

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି ତାଲିକାରେ ସ୍ଥାନ ପାଇଛନ୍ତି। ସିନେମାରେ ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟି ତାଲିକାର ସର୍ବାଗ୍ରେ ଅଛନ୍ତି…

ଏକ୍‌ଜିଟ୍‌ ପୋଲ୍‌ ପରେ ଆକ୍ସନ ମୁଡ୍‌ରେ ମାୟାବତୀ

ଲକ୍ଷ୍ନୌ,୨୧।୫: ଏକ୍‌ଜିଟ୍‌ ପୋଲ ଆସିବା ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ମୁଖ୍ୟ ମାୟାବତୀ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଦଳର ପୁରୁଣା ସଦସ୍ୟ ରାମବୀର ଉପାଧ୍ୟୟଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ଏଥିସହ ଦଳର ମୁଖ୍ୟ ସଚେତକ ପଦରୁ ମଧ୍ୟ ତାଙ୍କୁ ବହିଷ୍କାର…

ଫେସ୍‌ବୁକ୍‌, ଗୁଗଲରେ ବିଜ୍ଞାପନ;ରାଜନୈତିକ ଦଳ ଖର୍ଚ୍ଚ କରିଛନ୍ତି ୫୩ କୋଟି

ନୂଆଦିଲ୍ଲୀ,୨୦-୫: ଦେଶର ରାଜନୈତିକ ଦଳଗୁଡ଼ିକ ଚଳିତ ବର୍ଷ ଫେବୃୟାରୀରୁ ଅଦ୍ୟାବଧି ଫେସ୍‌ବୁକ୍‌ ଓ ଗୁଗଲ ଆଦି ସୋସିଆଲ ମିଡିଆରେ ନିଜର ପ୍ରଚାର ପାଇଁ ୫୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଏମାନଙ୍କ ମଧ୍ୟରେ ଶାସକ ଦଳ ଭାଜପା ସର୍ବାଗ୍ରେ ରହିଛି।…

ଫନୀ କ୍ଷତିଗ୍ରସ୍ତଙ୍କ ପାଇଁ ୯ଦଫା ଦାବି: ସିପିଆଇଏମ୍‌ ପକ୍ଷରୁ ଧାରଣା

ନିରାକାରପୁର,୧୮ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫନୀ କ୍ଷତିଗ୍ରସ୍ତଙ୍କ ୯ ଦଫା ଦାବି ପୂରଣ ନେଇ ଶୁକ୍ରବାର ସିପିଆଇଏମ୍‌ ତରଫରୁ ଧାରଣା ଦିଆଯାଇଥିଲା। ଫନୀ ଯୋଗୁ ଲୋକଙ୍କ ଘରଦ୍ୱାର, ସ୍କୁଲ୍‌, ରାସ୍ତାଘାଟ ଓ ଫସଲର ଅନେକ କ୍ଷୟକ୍ଷତି ଘଟିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri