Home

୨୫ରୁ ବନ୍ଦ ହେବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନସେବା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆସନ୍ତା ୨୫ତାରିଖରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ବନ୍ଦ ହେବ। ଏ ନେଇ ଏୟାର ଏସିଆ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ଚିଠି ଲେଖି ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ତେବେ ଏହା ସାମୟିକ ବୋଲି…

୨୬ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଘୂର୍ଣ୍ଣିବଳୟ ଯୋଗୁ କେତେକ ସ୍ଥାନରେ ଅସରାଏ କିମ୍ବା ଦି ଅସରା ବର୍ଷା ହୋଇଯାଉଛି। ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ରହିବ। ପାଗରେ ସେଭଳି କିଛି ପରିବର୍ତ୍ତନର ସମ୍ଭାବନା ନାହିଁ।…

ଅଜଣା ରୋଗରେ ପରିବାରର ଦୁଇ ଶିଶୁ ମୃତ

ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର ମୃତ୍ୟୁ ହୋଇଛି। ଚମାର ପଡ଼ାର ଫକିର ମିରିଗ ଓ ପୂର୍ଣ୍ଣିମା ମିରିଗଙ୍କ ବଡ଼ ଝିଅ…

ଯମୁନା ଏକ୍ସପ୍ରେସ୍‌ଓ୍ବେ ପାଲଟିଛି ମରଣ ଯନ୍ତା: ୭ ବର୍ଷରେ ନେଲାଣି ୮ଶହରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀକୁ ଆଗ୍ରା ସହିତ ସଂଯୋଗ କରୁଥିବା ଯମୁନା ଏକ୍ସପ୍ରେସ୍‌୍‌ଓ୍ବେ ମରଣ ଯନ୍ତା ପାଲଟିଛି। ୧୬୫ କିମି ଦୀର୍ଘ ଏହି ଏକ୍ସପ୍ରେସ୍‌୍‌ଓ୍ବେରେ ଗତ ୭ ବର୍ଷ ମଧ୍ୟରେ ୮୨୨ ଜଣଙ୍କ ମୃତ୍ୟୁ ଦୁର୍ଘଟଣା ଯୋଗୁ ହୋଇଥିବା ସୂଚନା ଅଧିକାର ରିପୋର୍ଟରୁ ଜଣାପଡ଼ିଛିି।…

ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ.ଶିବନ: କହିଲେ ‘ଚନ୍ଦ୍ରାୟନ-୨’ରେ ମିଳିଛି ୯୮% ସଫଳତା

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଠାରେ ସେ ମୁଖ୍ୟଅତିଥି ଭାବେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଚନ୍ଦ୍ରାୟନ-୨ ମିଶନ…

ଟ୍ରମ୍ପ୍‌ଙ୍କୁ ଘାରିଛି ମଧ୍ୟସ୍ଥତା ନିଶା: ଇମ୍ରାନ୍‌ଙ୍କ ପରେ ମୋଦିଙ୍କୁ ଭେଟିବେ

ଓ୍ବାଶିଂଟନ,୨୧।୯ : ଜମ୍ମୁ-କଶ୍ମୀରରେ ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ନିଶା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ଘାରିଛି। ଏନେଇ ବାରମ୍ବାର ମନ୍ତବ୍ୟ ଦେବା ପରେ ଏବେ ଟ୍ରମ୍ପ୍‌ ପ୍ରଥମେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ସୋମବାର ଭେଟିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ…

ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ

ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ କରିଥିବା ଦେଖିବାକୁ ମିଳିଛି। ସକାଳ ୬ରୁ ସାଢେ ୭ଟା ପର୍ଯ୍ୟନ୍ତ ଅରଖକୁଦାଠାରୁ ଅସ୍ତରଙ୍ଗ…

ବ୍ରିଟେନ୍‌ରେ ସୋନୁଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ, ୨୧ା୯(ପି.ଟି.): ବଲିଉଡ୍‌ ଗାୟକ ସୋନୁ ନିଗମ୍‌ଙ୍କୁ ବ୍ରିଟେନରେ ଏକବିଂଶ ଶତାଦ୍ଦୀର ଆଇକନ୍‌ ଆଓ୍ବାର୍ଡ ମିଳିଛି। ପ୍ରବାସୀ ଭାରତୀୟ ତରୁନ୍‌ ଗୁଲାଟି ଓ ପ୍ରୀତି ରାଣାଙ୍କ ଦ୍ୱାରା ଗତ ସପ୍ତାହରେ ଆୟୋଜିତ ଗାଲା ଆଓ୍ବାର୍ଡ ସେରିମନିରେ ତାଙ୍କ ପ୍ରଦର୍ଶନ ଉଚ୍ଚକୋଟୀର ଥିଲା।…

ଜାତିସଂଘରେ ପାକ୍‌ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ

ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି ଏହି ପ୍ରସଙ୍ଗ ଉଠାଏ ତେବେ ନୂଆଦିଲ୍ଲୀ ଏହାର ଦୃଢ଼ ଜବାବ ଦେବ ବୋଲି ଜାତିସଂଘରେ…

‘ପୁଲଓ୍ବାମା ଭଳି ଘଟଣା ହିଁ ମହାରାଷ୍ଟ୍ର ଭାବାବେଗ ବଦଳାଇପାରିବ’

ଔରଙ୍ଗାବାଦ,୨୧ା୯: ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ପ୍ରବଳ ଜନଅସନ୍ତୋଷ ଓ ଆକ୍ରୋଶ ରହିଛି। କେବଳ ପୁଲଓ୍ବାମା ଆକ୍ରମଣ ଭଳି ଘଟଣା ରାଜ୍ୟବାସୀଙ୍କ ଭାବାବେଗ ବଦଳାଇପାରେ ବୋଲି ଜାତୀୟବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି। ଔରଙ୍ଗାବାଦରେ ଏନ୍‌ସିପି…

ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ ଅକ୍ଟୋବର ୨ରୁ ୧୩ତାରିଖ ପର୍ଯ୍ୟନ୍ତ ଦେଶର ସବୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’ ଆରମ୍ଭ…

ଜେଲ୍‌ରେ ଅସୁସ୍ଥ: ଆଶୀର୍ବାଦଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍‌ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗୁଡୁଛି। ତେଣୁ ଜେଲ୍‌ ପରିସରସ୍ଥ ଡାକ୍ତରଖାନାରେ ତାଙ୍କୁ ରଖାଯାଇ ଚିକିତ୍ସା କରାଯାଉଛି। ଡାକ୍ତରମାନେ ନିୟମିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri