ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ
ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି ମାମଲାର…
ବିଏସ୍ଏନ୍ଏଲ୍ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ
କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍ଏନ୍ଏଲ୍) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍ସିଂହପୁର ଓ…
କଶ୍ମୀରରେ ଶିଶୁ ଅଟକ ଅଭିଯୋଗ: ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧ା୯(ଆଇଏଏନ୍ଏସ୍): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ଅଗଷ୍ଟ ୫ରୁ ସେଠାରେ ବେଆଇନ ଭାବେ ପିଲାମାନଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ ହୋଇଛି। ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର ଜୁଭେନାଇଲ ଜଷ୍ଟିସ୍ କମିଟିକୁ ରିପୋର୍ଟ ମାଗିଛନ୍ତି। ରିଟ୍…
‘ହାଓ୍ବଡି ମୋଦି ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ କରିବ’
ନୂଆଦିଲ୍ଲୀ, ୨୧ା୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ଓ ସେଠାରେ ଆୟୋଜନ ହେବାକୁ ଥିବା ‘ହାଓ୍ବଡି ମୋଦି’ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତାଲୋଚନା ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ କରିବ। ଆମେରିକା ଗସ୍ତ ପୂର୍ବରୁ ମୋଦି…
ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ ସବିଶେଷ ବିବରଣୀ ୧୦ ଦିନ ମଧ୍ୟରେ ପ୍ରଦାନ କରାଯାଉ। ଏହି ମର୍ମରେ ଗୃହ ବିଭାଗ…
ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ
ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି କାର୍ଯ୍ୟ ଲାଗି ସେ ଲଜ୍ଜିତ ବୋଲି କହିଛନ୍ତି। ତେବେ ବଳାତ୍କାର ଅଭିଯୋଗକୁ ସେ ଖଣ୍ଡନ…
ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ ଦେଶର ଅର୍ଥନୀତିକୁ ମଧ୍ୟ ଭବିଷ୍ୟତରେ ମଜଭୁତ କରିବ ବୋଲି ନୂଆଦିଲ୍ଲୀଠାରେ ଏଫ୍ଆଇସିସିଆଇ ପକ୍ଷରୁ…
ଆମେରିକା ପଳାୟନ କରିଛନ୍ତି ଗୁଲାଲାଇ
ଇସ୍ଲାମାବାଦ,୨୧ା୯: ପାକିସ୍ତାନୀ ସେନାର ବର୍ବରତାକୁ ସାମ୍ନାକୁ ଆଣିଥିବା ଅଧିକାର କର୍ମୀ ଗୁଲାଲାଇ ଇସ୍ମାଇଲ୍ ଗତମାସରେ ଇସ୍ଲାମାବାଦରୁ ନ୍ୟୁୟର୍କକୁ ଖସି ପଳାଇଛନ୍ତି। ସେ ଆମେରିକାର ରାଜନୈତିକ ଶରଣ ଲୋଡ଼ିଥିଲେ। ୩୨ ବର୍ଷୀୟା ଗୁଲାଲାଇ ନ୍ୟୁୟର୍କସ୍ଥିତ ବ୍ରୁକ୍ଲିନ୍ରେ ଥିବା ତାଙ୍କ ଭଉଣୀଙ୍କ ସହ ରହୁଛନ୍ତି।…
ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ ମଧ୍ୟରେ…
କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧ା୯(ପି.ଟି.): ଜାତିଗତ ପକ୍ଷପାତିତାରୁ ବିଶ୍ୱବିଦ୍ୟାଳୟ ଛାତ୍ର ରୋହିତ ଭେମୁଲା ଓ ପାୟଲ ତଡ୍ଭି ଆତ୍ମହତ୍ୟା କରିଥିବା ସେମାନଙ୍କ ମାଆ ଅଭିଯୋଗ କରିଛନ୍ତି। ଦେଶର ବିଶ୍ୱବିଦ୍ୟାଳୟ ଓ ଅନ୍ୟ ଉଚ୍ଚଶିକ୍ଷାନୁଷ୍ଠାନଗୁଡିକରୁ ଜାତିଗତ ପକ୍ଷପାତିତାର ଅନ୍ତ ଘଟାଇବା ପାଇଁ ସେମାନେ ପିଟିଶନ୍ରେ ସର୍ବୋଚ୍ଚ ଅଦାଲତଙ୍କୁ…
ଏନ୍ଆର୍ସିକୁ ବିରୋଧ, ଆସାମ ବନ୍ଦ
ଗୁଆହାଟୀ,୨୧ା୯(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଚୂଡ଼ାନ୍ତ ତାଲିକାରୁ ବହୁ ମୂଳବାସିନ୍ଦା ବାଦ୍ ପଡିଥିବାରୁ ଏହା ବିରୋଧରେ ଶୁକ୍ରବାର ଆସାମରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଅଗଷ୍ଟ ୩୧ରେ…
ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀ: ଭାରତର ପକ୍ଷ ରଖିବେ ମୋଦି
ନୂଆଦିଲ୍ଲୀ/ନ୍ୟୁୟର୍କ,୨୧ା୯: ଆମେରିକାର ନ୍ୟୁୟର୍କରେ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ସୋମବାର ହେବ। ଏଥିରେ ଯୋଗଦେବା ପାଇଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ବିଶ୍ୱନେତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଭାରତ…
Archives


