ବିବାହ ପାଇଁ ମନ୍ଦିରରେ ରଖାଯାଏ ଏଭଳି ସର୍ତ୍ତ…
ଉତ୍ତରାଖଣ୍ଡ ଆଲମୋରାରେ ରହିଛି ଗେଲୁ ଦେବତାଙ୍କ ମନ୍ଦିର। ମନ୍ଦିରରେ ପ୍ରତିଦିନ ବିବାହ ଅନୁଷ୍ଠିତ ହୋଇଥାଏ। ପ୍ରତିବର୍ଷ ଏଠାରେ ୪ଶହରୁ ଅଧିକ ବିବାହ ହୋଇଥାଏ। ତେବେ ଏବେ ମନ୍ଦିରରେ ବିବାହ ପାଇଁ ଏକ ସର୍ତ୍ତ ରଖାଯାଇଛି। ଏଠାରେ ବିବାହରେ ଉଭୟ କନ୍ୟା-ବରଙ୍କ ଆଧାର…
ଶିକ୍ଷକଙ୍କ ବଦଳିରେ କାନ୍ଦିଲେ ପୂରା ଗାଁ ଲୋକେ: ଢୋଲ, ଘଣ୍ଟ ବଜାଇ ଦେଲେ ସମ୍ବର୍ଦ୍ଧନା
ଡେରାଡୁନ୍,୧୫।୮:ଆଜିକାଲି ସରକାରୀ ସ୍କୁଲରେ ପାଠପଢା ଦେଖି ଅଭିଭାବକମାନେ ନିଜ ପିଲାଙ୍କୁ ବେସରକାରୀ ସ୍କୁଲରେ ଅଧିକ ଫିସ୍ ଦେଇ ପାଠ ପଢାଇବାକୁ ବାଧ୍ୟ ହେଉଛନ୍ତି। କିନ୍ତୁ ଆଜିବି କିଛି ସରକାରୀ ସ୍କୁଲରେ ପାଠପଢା ଦେଖି ପିଲାମାନେ ଶିକ୍ଷକଙ୍କୁ ଛାଡିବାକୁ ନାରାଜ ହେଉଛନ୍ତି। ଏହାର…
ପୌରପାଳିକା ପକ୍ଷରୁ ଉଠା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର
ଯୋଡ଼ା,୨୫।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ପକ୍ଷରୁ ସହରର ମୁଖ୍ୟ ରାସ୍ତାକଡ଼ରେ ଥିବା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର କରାଯାଇଛି। ରବିବାର ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ପୌରପାଳିକା ଓ ପୋଲିସ ପ୍ରଶାସନର ମିଳିତ ସହଯୋଗରେ ଏହି ସ୍ଥାନାନ୍ତର କାର୍ଯ୍ୟ କରାଯାଇଥିଲା। ସୂଚନାଯୋଗ୍ୟ,…
ସେପ୍ଟେମ୍ବର ପହିଲାରୁ ନୂଆ ଟ୍ରାଫିକ ନିୟମ : ଲୋକଙ୍କୁ ସଚେତନ କରାଇବାକୁ ବୋର୍ଡ ଲଗାଇଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର,୨୫।୮(ବ୍ୟୁରୋ) : ଟ୍ରାଫିକ ନିୟମ ଉଲ୍ଲଙ୍ଘନ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସଚେତନ କରାଯାଇଛି। କମିଶନରେଟ୍ ପୋଲିସ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟ୍ରାଫିକ ଉଲ୍ଲଙ୍ଘନକାରୀଙ୍କ ରହିଥିବା ଦଣ୍ଡବିଧାନ ସମ୍ପର୍କରେ ବାର୍ତ୍ତା ଦିଆଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ଏହି ନିୟମ ଲାଗୁହେବ।…
ନକଲି ଶିକ୍ଷକଙ୍କୁ ଝଟକା : ୧ ମାସ ଭିତରେ ଦାଖଲ କରିବାକୁ ପଡ଼ିବ ଜାତିଗତ ପ୍ରମାଣପତ୍ର
କର୍ଲାମୁଣ୍ଡା,୨୫।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ନକଲି ଶିକ୍ଷକ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଜୁଲାଇ ମାସରେ ଆରମ୍ଭ ହୋଇ ସାରିଥିବା ବେଳେ ଏବେ ପୁଣି ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଯାଞ୍ଚ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଫଳରେ…
ବିରାଟ-ଅନୁଷ୍କାଙ୍କ ଘରକୁ ଆସିଲେ ନୂଆ ଅତିଥି
ଆଣ୍ଟିଗୁଆ, ୨୫।୮: ଭାରତୀୟ କ୍ରିକେଟ ଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ପ୍ରଥମ ଟେଷ୍ଟ ଖେଳୁଛି। ଅଧିନାୟକ ବିରାଟ କୋହଲିଙ୍କୁ ଚିୟର୍ କରିବା ପାଇଁ ସ୍ତ୍ରୀ ଅନୁଷ୍କା ମଧ୍ୟ ତାଙ୍କ ସହ ଅଛନ୍ତି। ତେବେ ପ୍ରତିଦିନ ଉଭୟଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍…
ଦୁଲୀପ ଟ୍ରଫି : ଅଙ୍କିତଙ୍କ ଶତକ ସତ୍ତ୍ୱେ ଇଣ୍ଡିଆ ରେଡ୍ ଅଗ୍ରଣୀ
ବେଙ୍ଗାଲୁରୁ, ୨୫।୮: ଆଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ବ୍ଲୁ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍ରେ ଇଣ୍ଡିଆ ରେଡ୍ ଅଗ୍ରଣୀ ହାସଲ କରିଛି। ଟସ୍ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍ ପ୍ରଥମ ଇନିଂସରେ…
ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ
ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଗୀତ ମାଧ୍ୟମରେ ଆହ୍ବାନ ଦେଇଛନ୍ତି। ୧୯୮୦ ମସିହାରୁ ମାଓବାଦୀ ସଂଗଠନ…
ମୋଦିଙ୍କ ସହ ସାକ୍ଷାତ୍ ପରେ ୨୫୦ ଭାରତୀୟ କଏଦୀଙ୍କୁ ମୁକ୍ତ କଲେ ବାହାରିନ ସରକାର
ମନାମା,୨୫।୮: ଗୋଟିଏ ପଟେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର କ୍ରାଉନ୍ ପ୍ରିନ୍ସ ଶେଖ୍ ମହମ୍ମଦ ବିନ ଜାୟଦ ଅଲ ନାହୟନ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍ ଜାୟଦ’ରେ ସମ୍ମାନୀତ କରିଥିବା ବେଳେ, ଅନ୍ୟ ପଟେ ବାହାରିନରେ ଥିବା…
୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି
ନୂଆଦିଲ୍ଲୀ,୨୫।୮: ସେପ୍ଟେମ୍ବର ୨୩ରେ ୪ ରାଜ୍ୟର ବିଧାନସଭା ଉପନିର୍ବାଚନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା, ତ୍ରିପୁରାର ବଧର ଘାଟ ଏବଂ ଉତ୍ତରପ୍ରଦେଶ ହମିରପୁରରେ ଉପନିର୍ବାଚନ ହେବ ବୋଲି…
ଜେଲ୍ରେ ଚାଷ କରି ୧୮ହଜାର ଟଙ୍କା କମାଇଲେ ରାମ ରହିମ୍
ରୋହତକ,୨୫।୮:ଡେରା ସଚ୍ଚା ମୁଖ୍ୟ ଗୁରମିତ୍ ରାମ ରହିମ ସିଂହ ତାଙ୍କ ଆଶ୍ରମର ଦୁଇ ଜଣ ସାଧ୍ବୀଙ୍କ ପ୍ରତି ବଳାତ୍କାର କରିଥିବା ଅଭିଯୋଗରେ ୨୦ ବର୍ଷ ଜେଲ ଦଣ୍ଡ ଭୋଗୁଛନ୍ତି। ଜେଲ୍ରେ ଥାଇ ବି ରାମ ରହିମଙ୍କୁ ନେଇ ଚର୍ଚ୍ଚା ଥମୁନି। ଜେଲରେ ଫସଲ…
ବିଶ୍ୱ ବନ୍ଧୁତ୍ୱ ଦିବସ: ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନ
ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲା ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ବନ୍ଧତ୍ୱ ଦିବସ ଓ ଦାଦି ପ୍ରକାଶମଣି ସ୍ମୃତି ଦିବସ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ଅତିଥି ଯୋଗଦେଇ ଦିବସର ମହତ୍ତ୍ୱ ବର୍ଣ୍ଣନା କରିବା…
Archives


