Home

ଗ୍ରେନେଡ୍‌ ମାଡ଼ରେ ୧୧ ଆହତ

ଶ୍ରୀନଗର, ୧୩ା୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିବାରୁ ୧୧ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡ଼ିଛି। ଲାଲ୍‌ଚୌକ ନିକଟସ୍ଥ ହରି…

କର୍ନାଟକ ମେଡିକାଲ ଦୁର୍ନୀତି: ୧୦୯ କୋଟିର ଅଘୋଷିତ ଆୟ

ବେଙ୍ଗାଲୁରୁ, ୧୩ା୧୦: କର୍ନାଟକରେ ଆୟକର ବିଭାଗର ଚଢ଼ାଉ ପରେ ୧୦୯ କୋଟି ଟଙ୍କାର ଅଘୋଷିତ ଆୟ ଧରାପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ଜି. ପରମେଶ୍ୱର ଓ ଆର୍‌.ଏଲ୍‌. ଜଲାପ୍ପାଙ୍କ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇ ୯ କୋଟି ଟଙ୍କା ଶୁକ୍ରବାର…

୫ ସନ୍ତାନଙ୍କୁ ଜନ୍ମଦେଲେ ରୁକ୍ସାନା

ଜୟପୁର, ୧୩ା୧୦ : ରାଜସ୍ତାନର ସାଙ୍ଗାନେର ବାସିନ୍ଦା ରୁକ୍ସାନା(୨୫) ଶନିବାର ଜୟପୁର ହସ୍ପିଟାଲରେ ୫ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଏକ ନବଜାତ ପୁତ୍ର ସନ୍ତାନ ମୃତ୍ୟୁବରଣ କରିଥିବାବେଳେ ଅନ୍ୟମାନଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଲତା ରାଜୋରିୟା ପ୍ରକାଶ…

ଜୁଆଖେଳକୁ ନେଇ ଗୁଳି: ୪ ନିହତ

ନ୍ୟୁୟର୍କ, ୧୩ା୧୦ : ନ୍ୟୁୟର୍କର ବ୍ରୁକଲିନ୍‌ସ୍ଥିତ ୭୪ ଉଟିକା ଆଭେନ୍ୟୁଠାରେ ଶନିବାର ସକାଳେ ଗୁଳିକାଣ୍ଡ ଘଟିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏକ ଘରେ ୬ ପୁରୁଷ ଓ ଜଣେ ମହିଳାଙ୍କୁ ଗୁଳିମାଡ଼…

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି। ଏହି ସ୍ଥଳେ ଏତେସଂଖ୍ୟକ ପିଟିଶନ ଓ ଅପିଲ ଗଡ଼ୁଥିବା ଜଣାପଡ଼ିବା ପରେ ଦେଶର ବିଭିନ୍ନ…

ସାମାଜିକ, ରାଜନୈତିକ ପ୍ରସଙ୍ଗରେ ବଲିଉଡ୍‌ ଯତ୍ନଶୀଳ ହେଉ: ସ୍ବରା ଭାସ୍କର

ମୁମ୍ବାଇ, ୧୩ା୧୦: ଫିଲ୍ମରେ କୌଣସି ସାମାଜିକ, ରାଜନୈତିକ ପ୍ରସଙ୍ଗ ସ୍ଥାନୀତ କଲାବେଳେ ବଲିଉଡ୍‌ ଯତ୍ନଶୀଳ ହେବା ଉଚିତ ବୋଲି ଅଭିନେତ୍ରୀ ସ୍ବରା ଭାସ୍କର ପ୍ରକାଶ କରିଛନ୍ତି। ଇଣ୍ଡିଆ ଫିଲ୍ମ ପ୍ରୋଜେକ୍ଟରେ ତାଙ୍କର ଆଗାମୀ ଫିଲ୍ମ ‘ଶିର କୋର୍‌ମା’ର ପୋଷ୍ଟର ଲଞ୍ଚ ଅବସରରେ…

ଆଜି ବିରାଜିବେ ମା’ ଲକ୍ଷ୍ମୀ

ଢେଙ୍କାନାଳ ଅଫିସ, ୧୩ା୧୦ – ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ। ରବିବାର ରାତିରୁ ମା’ ଧନଦାତ୍ରୀ ଧରାବରଣ କରିବେ। ଏହାକୁ ନେଇ ସମସ୍ତ ପ୍ରସ୍ତୁତି…

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ – ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ସୁରକ୍ଷା ଅଧିକାରୀ ହରପ୍ରିୟା ବେହେରା, ସୁବାସ ଚନ୍ଦ୍ର ବେହେରା, ସୁନୀଲ କୁମାର…

ଚେନ୍ନାଇ କନେକ୍ଟରୁ ଭାରତ-ଚାଇନା ସହଯୋଗର ନୂଆ ଯୁଗ: ଉଠିଲାନି କଶ୍ମୀର ପ୍ରସଙ୍ଗ

ମାମଲ୍ଲାପୁରମ୍‌,୧୩ା୧୦ (ପି.ଟି./ ଆଇଏଏନ୍‌ଏସ୍‌): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ସହ ପର୍ଯ୍ୟାୟକ୍ରମେ ୬ ଘଣ୍ଟା ଧରି ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ପଡ଼ୋଶୀ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବ ବୋଲି ଶନିବାର ଆଶାବ୍ୟକ୍ତ କରିଛନ୍ତି। ଏଥିସହିତ ‘ଚେନ୍ନାଇ…

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏସ୍‌ପି ଜଗମୋହନ ମୀନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପରିଚୟପତ୍ର ପ୍ରଦାନ କରିଥିଲେ।…

ଆଜି ବିରାଜିବେ ଧନଦାତ୍ରୀ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ମା’ ଦୁର୍ଗତିନାଶିନୀଙ୍କ ବିଦାୟ ପରେ ଧରାବତରଣ କରିବାକୁ ଯାଉଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଧନଧାନ୍ୟରେ ଜନମାନସକୁ ସମୃଦ୍ଧି କରିବାକୁ ପ୍ରତିବର୍ଷ ଧରାପୃଷ୍ଠକୁ ଓହ୍ଲାଇଥାନ୍ତି ମା’ ଗଜଲକ୍ଷ୍ମୀ। ଏନେଇ ରାଜଧାନୀର ବିଭିନ୍ନ ପୂଜାମଣ୍ଡପରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶିଳ୍ପୀମାନେ ମୂର୍ତ୍ତିରେ…

ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଦଳରେ ବ୍ରହ୍ମପୁରର ଜି.ବିଦ୍ୟାଶ୍ରୀ ସ୍ଥାନ ପାଇଛନ୍ତି । ଶନିବାର ସେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?