ଓସିଏ ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ ଶେଷ
କଟକ ଅଫିସ,୨୧ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ୬ ପଦବୀ ପାଇଁ ଆବେଦନ କରିଛନ୍ତି ମୋଟ ୧୨ଜଣ ପ୍ରତିନିଧି। ସଭାପତି, ଉପସଭାପତି, ସମ୍ପାଦକ, କୋଷାଧ୍ୟକ୍ଷ ନିମନ୍ତେ ୨ଜଣ ଲେଖାଏ ଆଶାୟୀ ପ୍ରାର୍ଥୀ…
ରୋହିତ ଶର୍ମାଙ୍କ ପରେ ଏହି କ୍ରିକେଟରଙ୍କୁ ଦିଲ୍ ଦେଇଛନ୍ତି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ୍
କ୍ରିକେଟ୍ ଏବଂ ବଲିଉଡ୍ ସମ୍ପର୍କ ବହୁ ପୁରୁଣା। କ୍ରିକେଟର୍ଙ୍କ ସହ ବଲିଉଡ ଅଭିନେତ୍ରୀଙ୍କ ସମ୍ପର୍କକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗିରହିଥାଏ। ଏବେ ସିଂଘମ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲଙ୍କୁ ଉଠିଛି ଚର୍ଚ୍ଚା। ଦିନ ଥିଲା ଭାରତୀୟ ଓପନର୍ ରୋହିତ୍ ଶର୍ମା ଏବଂ କାଜଲଙ୍କ…
କ୍ରିକେଟ୍ ପଡିଆରେ ୧୨୪ ବର୍ଷର ରେକର୍ଡ ଭାଙ୍ଗିଲେ ଏହି ଖେଳାଳି
ଲଣ୍ଡନ,୨୦।୯:ଇଂଲଣ୍ଡରେ ଚାଲିଥିବା କାଉଣ୍ଟିଂ ଚାମ୍ପିୟନ୍ସିପ୍ରେ କେଣ୍ଟ୍ ଦଳର ଖେଳାଳି ଡ୍ୟାରେନ୍ ଷ୍ଟିଭେନ୍ସ ଇତିହାସ ରଚିଛନ୍ତି। ସେ କ୍ରିକେଟର ୧୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ୟର୍କସାୟାର ବିପକ୍ଷ ମ୍ୟାଚ୍ରେ ପ୍ରଥମ ପାଳିରେ ୪୩ ବର୍ଷୀୟ ଷ୍ଟିଭେନ୍ସ ଦ୍ୱିଶତକ ହାସଲ କରିଥିବାବେଳେ ଦ୍ୱିତୀୟ ପାଳିରେ…
ପ୍ରଥମଥର ଲାଗି ଇଂଲଣ୍ଡ କେନ୍ଦ୍ରୀୟ ଚୁକ୍ତି ତାଲିକାରେ ଆର୍ଚର
ଲଣ୍ଡନ, ୨୦।୯ (ଏଏଫ୍ପି)- ଗତ ଆଇସିସି ବିଶ୍ୱକପ୍ ଓ ଆଶେସ ସିରିଜରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ପ୍ରଥମଥର ଲାଗି ଇଂଲଣ୍ଡ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକାରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ଆଣ୍ଡ୍ ଓ୍ବେଲ୍ସ କ୍ରିକେଟ୍…
ରାଜୁ ହନ୍ତାଳ ହତ୍ୟା ଘଟଣା: ପାପରମେଟଲାରେ ପୁଣି ଉତ୍ତେଜନା: ୧୪୪ ଧାରା ଜାରି
ମାଲକାନଗିରି,୨୦ା୯(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଜନ୍ତାପାଇରେ ରାଜୁ ହନ୍ତାଳ ହତ୍ୟା ମାମଲା ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରା କରି ପାପରମେଟଲା ନିକଟରେ ଶତାଧିକ ଲୋକ ଏକାଠି ହୋଇଛନ୍ତି। । ଅପ୍ରୀତିକର ପରିସ୍ଥିତକୁ…
ପଶୁପତିନାଥ ମନ୍ଦିରରେ ଭୟ ସୃଷ୍ଟିକଲା ଅଜଣା ବସ୍ତୁ
କାଠମାଣ୍ଡୁ,୨୦।୯:ନେପାଳର କାଠମାଣ୍ଡୁଠାରେ ଥିବା ପ୍ରସିଦ୍ଧ ପଶୁପତିନାଥ ମନ୍ଦିରରେ ଶୁକ୍ରବାର କିଛି ଅଜଣା ବସ୍ତୁ ଦେଖିବାକୁ ମିଳିଛି। ଏହାପରେ ମନ୍ଦିର ପରିସରରେ କୋକୁଆ ଭୟ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ତେବେ ଖବର ପାଇ ନେପାଳ ସେନା ଓ ନେପାଳ ପୋଲିସ ପହଞ୍ଚି…
ଫ୍ରିଜ୍ରେ ବଟର୍ ରଖୁଛନ୍ତି କି…
ଖାଦ୍ୟରେ ବଟର୍ ବା ଲହୁଣୀ ବ୍ୟବହାର କଲେ ଏହା ଖାଦ୍ୟକୁ ସ୍ବାଦିଷ୍ଟ କରିଥାଏ। ବଟରକୁ ବ୍ୟବହାର କରି ସାରିବା ପରେ ଆମେ ଏହାକୁ ଫ୍ରିଜ୍ରେ ରଖି ଦେଇଥାଉ। କିନ୍ତୁ ବଟରକୁ ଫ୍ରିଜ୍ରେ ରଖି ବ୍ୟବହାର କରିବା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ,…
ଭାଜପା-ଜେଡିୟୁ ମିଶି ଜିତିବେ ୨ଶହ ଆସନ: ନୀତୀଶ
ପାଟନା,୨୦।୯: ବିହାରରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି ଭାଜପା ସହ ଜେଡିୟୁର ସମ୍ପର୍କ ଭଲ ରହିଛି। ଆଗାମୀ ନିର୍ବାଚନରେ ଏମାନେ ଏକାଠି ଲଢିବା…
ଥାଇରଏଡ୍ ସମସ୍ୟା ଥିଲେ ଖାଆନ୍ତୁ ଏସବୁ
ଅଧିକାଂଶ ଲୋକଙ୍କଠାରେ ବର୍ତ୍ତମାନ ଥାଇରଏଡ୍ ସମସ୍ୟା ଦେଖାଦେଉଛି। ମାନସିକ ଦୁଃଶ୍ଚିନ୍ତା, ଖାଦ୍ୟରେ ଆୟୋଡିନ୍ ମାତ୍ରା କମ୍ କିମ୍ବା ଅଧିକ ହେଲେ ଏହି ସମସ୍ୟା ଦେଖାଦେଇଥାଏ। ଏହା ବଂଶାନୁଗତ ମଧ୍ୟ ହୋଇପାରେ। ପୁରୁଷମାନଙ୍କ ତୁଳନାରେ ମହିଳାମାନଙ୍କଠାରେ ଥାଇରଏଡ୍ ସମସ୍ୟା ଅଧିକ ଦେଖା ଦେଇଥାଏ।…
ଘର ବାହୁଡା ହୋଇପାରନ୍ତି ଶିବପାଲ
ଲକ୍ଷ୍ନୌ,୨୦।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି କି ତାଙ୍କ ଦାଦା ଶିବପାଲ ଯାଦବ ପୁଣିଥରେ ସମାଜବାଦୀ ପାର୍ଟି(ଏସ୍ପି)କୁ ଫେରିପାରନ୍ତି। କାରଣ ଅଖିଳେଶ ଖୋଲାଖୋଲି ଭାବେ କହିଛନ୍ତି କି ଦଳର ଦ୍ୱାର ସବୁବେଳେ ସମସ୍ତଙ୍କ ପାଇଁ ଖୋଲା…
ଅଣ୍ଡରଓ୍ବାଟର ସେଲ୍ଫି ବଦଳାଇ ଦେଲା ପରିତ୍ୟକ୍ତ ପୋଖରୀର ରୂପ, ଛୁଟୁଛି ପର୍ଯ୍ୟଟକଙ୍କ ସୁଅ
ଦୀଘବର୍ଷ ଧରି ପରିତ୍ୟକ୍ତ ଭାବେ ପଡ଼ି ରହିଥିବା ଏକ ପୋଖରୀ ଏବେ ପର୍ଯ୍ୟଟନସ୍ଥଳୀ ଭାବେ ଲୋକପ୍ରିୟତା ଅର୍ଜନ କରିବାରେ ଲାଗିଛି। ଲୋକେ ଏଠାରେ ଅଣ୍ଡର ଓ୍ବାଟର ସେଲ୍ଫି ନେଇ ଏହାର ରୂପ ରଙ୍ଗ ବଦଳି ଗଲା। ଖାଲି ରୂପ ରଙ୍ଗ ବଦଳିନି,…
କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା
ଭବାନୀପାଟଣା,୨୦।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଣିକି କଳାହାଣ୍ଡି ଜିଲାର ଛାତ୍ରୀଛାତ୍ର ସମ୍ବଲପୁର ନ ଯାଇ ଜିଲାରେ ଉଚ୍ଚ ଶିକ୍ଷା ଓ ଗବେଷଣାର ସୁବିଧା ପାଇପାରିବେ । ଭବାନୀପାଟଣାଠାରେ ଅବସ୍ଥିତ ଜିଲାର ଏକମାତ୍ର ସ୍ବୟଂ ଶାସିତ…
Archives


