Home

ପୁଣି ଦୀପିକା ମା’ ହେବାକୁ ଯାଉଥିବା ନେଇ ଚର୍ଚ୍ଚା

ମୁମ୍ବାଇ: ପୁଣି ଦୀପିକା ମା’ ହେବାକୁ ଯାଉଥିବା ନେଇ ଚର୍ଚ୍ଚା। ଚଳିତ ବର୍ଷ ଆଇଫା ଆଓ୍ବାର୍ଡସ୍‌ରେ ଦୀପିକା ପର୍ପଲ(ବାଇଗେଣୀ) ରଙ୍ଗର ଏକ ଗାଉନ୍‌ ପିନ୍ଧିଥିଲେ। ନିଜ ଗ୍ଲାମରସ୍‌ ଲୁକ୍‌ର କିଛି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଏବେ ଏହି…

ତୃତୀୟ ଥର ଲାଗି ଆର୍ମୀ ଅଫିସର ଭୂମିକାରେ ବିକ୍କି

ମୁମ୍ବାଇ: ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌, ‘ରାଜି’, ‘ମଶାନ୍‌’ ପରି ହିଟ୍‌ ଚଳଚ୍ଚିତ୍ର ଦେବା ପରେ ଏବେ ଅଭିନେତା ବିକ୍କି କୌଶଲଙ୍କ ନିକଟରେ ପ୍ରଯୋଜକଙ୍କ ଲମ୍ବା ଲାଇନ। ଖୁବ୍‌ ଶୀଘ୍ର ବିକ୍କିଙ୍କ ‘ଭୂତ-ପାର୍ଟ ଓ୍ବାନ: ହଣ୍ଟେଡ୍‌ ସିପ୍‌୍‌’, ସର୍ଦ୍ଦାର ଉଦ୍ଧମ ସିଂ…

ମା’ଙ୍କ ପାଇଁ ଅଗାଧୁଆରେ ୪୦ ଦିନ

ଭିଲ୍‌ଓ୍ବାଡ଼ା : ହିନ୍ଦୁ ସମାଜରେ ଈଶ୍ୱରଙ୍କ ଆରାଧନାକୁ ପବିତ୍ର ମନେକରାଯାଏ। ବେଶ୍‌ ଶୁଦ୍ଧପୂତ ଭାବେ ଶ୍ରଦ୍ଧାଳୁ ଦେବଦେବୀଙ୍କ ଆବାହନ କରିଥାନ୍ତି। ହେଲେ ରାଜସ୍ଥାନ ଭିଲ ସମ୍ପ୍ରଦାୟ ପକ୍ଷରୁ ପାଳନ କରାଯାଉଥିବା ଗୌରଜ୍ୟା ମା’ଙ୍କ ପୂଜା ଉତ୍ସବରେ ଭାଗ ନେଉଥିବା ମାନସିକଧାରୀମାନେ ୪୦ଦିନ…

୮୮ ପୃଷ୍ଠାର ଏଫ୍‌ଆଇଆର୍‌: ଲେଖି ଲେଖି ପୋଲିସ ନୟାନ୍ତ

ଡେରାଡୁନ୍‌: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍‌ଆଇଆର (ଫାଷ୍ଟ ଇନ୍‌ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା ଏଫ୍‌ଆଇଆର୍‌ ଲେଖାଚାଲିଛି ଉତ୍ତରାଖଣ୍ଡ କାଶୀପୁର ଜିଲା କୋତଓ୍ବାଲି ଥାନାରେ। ଇତିମଧ୍ୟରେ ୪ଦିନ ବିତିଗଲାଣି। ଏହାକୁ…

ଭାଜପା ନେତା ରବି ନାରାୟଣ ପାତ୍ରଙ୍କ ପରଲୋକ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭାଜପା ଶାଖାର ପୂର୍ବତନ ଉପସଭାପତି ତଥା ବରିଷ୍ଠ ଭାଜପା ନେତା ରବି ନାରାୟଣ ପାତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ସ୍ବର୍ଗତଃ ପାତ୍ର କିଛିଦିନ ଧରି ଅସୁସ୍ଥ ଥିଲେ। ୨୦୧୬ ମସିହାରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ଭାଜପା କଳାହାଣ୍ଡି…

ପଲ୍ୟୁସନ୍‌ ସାର୍ଟିଫିକେଟ୍‌ ଲାଗି ଗାଡ଼ି ମାଲିକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୦।୯(ଡି.ଏନ୍‌.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ନିୟମକୁ ତିନି ମାସ କୋହଳ ବି କରିଛନ୍ତି । ଏହି…

ଜୟଲଳିଥାଙ୍କ ବାୟୋପିକ ପାଇଁ ବହୁ କଷ୍ଟ କରୁଛନ୍ତି କଙ୍ଗନା

ମୁମ୍ବାଇ: ବଲିଉଡ୍‌ କୁଇନ କଙ୍ଗନା ରନାଓ୍ବତ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ବାୟୋପିକ ‘ଥଲାଭି’ରେ ନଜର ଆସିବେ। ଜୟଲଳିଥାଙ୍କ ଭଳି ଦେଖାଯିବା ଓ ତାଙ୍କ ଚରିତ୍ରକୁ ଆପଣାଇବାକୁ ସେ ବହୁ ପରିଶ୍ରମ କରୁଛନ୍ତି। ଏଥିପାଇଁ ସେ…

ଦୁନିଆର ସବୁଠାରୁ ଭୟଙ୍କର ଭାଇରସ୍‌: ମାତ୍ର ୩୬ଘଣ୍ଟାରେ ନେବ ୮କୋଟିଙ୍କ ଜୀବନ

ଓ୍ବାଶିଂଟନ୍‌,୨୦।୯: ବିଶ୍ୱ ସମ୍ମୁଖରେ ଏକ ବଡ଼ ଚ୍ୟାଲେଞ୍ଜ ଆସିବାକୁ ଯାଉଛି। ଯାହା ଲୋକଙ୍କ ପାଇଁ ବହୁ ଭୟଙ୍କର ସାବ୍ୟସ୍ତ ହେବ। ଆଉ ଏହି ଚ୍ୟାଲେଞ୍ଜର ନାଁ ହେଉଛି ଭାଇରସ୍‌। ଏହି ଭାଇରସ୍‌ ଆସିବାର ୩୬ଘଣ୍ଟା ମଧ୍ୟରେ ପୂରା ବିଶ୍ୱରେ ଏହା ବ୍ୟାପିଯିବ।…

ହମ୍ପସ୍‌ରେ ପଡି ଜଣେ ଛାତ୍ର ମୃତ , ଜଣେ ଗୁରୁତର

ସୋହେଲା,୨୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ପୂରୁଣା ଚେକ୍‌ଗେଟ ନିକଟ ୬ ନମ୍ବର ଜାତୀୟ ରାଜପଥରେ ଏକ ସାଇକେଲ ଯୋଗେ ଯାଉଥିବା ସମୟରେ ହମ୍ପସ୍‌ରେ ପଡ଼ି ସୋହେଲା ଡିଗ୍ରୀ କଲେଜର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ…

ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି କରି ଶୁକ୍ରବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ମେଡିକାଲରେ ପରିମଳ ବ୍ୟବସ୍ଥା ବିଗିଡ଼ିଯାଇଛି।…

ନିଜର ଦୋଷ ସ୍ବୀକାର କଲେ ସ୍ବାମୀ ଚିନ୍ମୟାନନ୍ଦ

ନୂଆଦିଲ୍ଲୀ,୨୦।୯: ଶାହାଜାହାନପୁରରେ ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଦେବା ମାମଲାରେ ଶୁକ୍ରବାର ସ୍ବାମୀ ଚନ୍ମୟାନନ୍ଦଙ୍କୁ ଗିରଫ କରାଯାଇଥିଲା। ଏହାପରେ ଚିନ୍ମୟାନନ୍ଦ ନିଜ ଦୋଷ ସ୍ବୀକାର କରିଥିବା ଜଣାପଡିଛି। ତେବେ ଭାଇରାଲ ଭିଡିଓର ସତ୍ୟତା ରହିଥିବା ଓ ସେ ଉକ୍ତ ଛାତ୍ରୀଙ୍କ…

ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ

ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଯୁବକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା କୁଚେଇକୁଦ ଗ୍ରାମର ବଡ଼ସାଖିଲା ମାଝିଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri