କମଳନାଥ ସରକାରଙ୍କ ବିଲ୍କୁ ୨ ଭାଜପା ବିଧାୟକଙ୍କ ସମର୍ଥନ
ଭୋପାଳ,୨୫ା୭(ପି.ଟି.): ମଧ୍ୟପ୍ରଦେଶ ବିଧାନସଭାରେ କଂଗ୍ରେସ ସରକାର ଆଣିଥିବା ଏକ ବିଲ୍କୁ ଦୁଇଜଣ ଭାଜପା ବିଧାୟକ ସମର୍ଥନ କରିବା ଗୈରିକ ଦଳ ପାଇଁ ଝଟକା ସଦୃଶ ହୋଇଛି। ଭାଜପା ବିଧାୟକ ନାରାୟଣ ତ୍ରିପାଠୀ ଏବଂ ଶରଦ କୋଲ୍ ପୂର୍ବରୁ କଂଗ୍ରେସରେ ଥିଲେ। ସେମାନେ…
ଆର୍ଏସ୍ଏସ୍ ନେତାଙ୍କୁ ଭେଟିଲେ ୟେଦୁରପ୍ପା: ଉପର ନିର୍ଦ୍ଦେଶକୁ ଅପେକ୍ଷା
ବେଙ୍ଗାଲୁରୁ,୨୫ା୭(ପି.ଟି.): ମୁଖ୍ୟମନ୍ତ୍ରୀ ହେବା ପାଇଁ ପାଗ ଭିଡ଼ିଥିବା ଭାଜପାର କର୍ନାଟକ ସଭାପତି ବି.ଏସ୍. ୟେଦୁରପ୍ପା ଉପର ନିର୍ଦ୍ଦେଶକୁ ଅପେକ୍ଷା କରିଛନ୍ତି। ଦଳର କେନ୍ଦ୍ରୀୟ ନେତାଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ବିକଳ୍ପ ସରକାର ଗଠନ ନେଇ ରାଜ୍ୟପାଳଙ୍କ ନିକଟରେ ସେ ଦାବି ଜଣାଇବେ…
ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ର କକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨
ଶ୍ରୀହରିକୋଟା,୨୫ା୭(ପି.ଟି.): ଚନ୍ଦ୍ରୟାନ-୨ ଜୁଲାଇ ୨୨ରେ ପୃଥିବୀ କକ୍ଷପଥରେ ଅବସ୍ଥାପିତ ହୋଇଥିବାବେଳେ ଏହା ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ ବୋଲି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ଅପରାହ୍ନରେ ଚନ୍ଦ୍ରୟାନ-୨ର ପ୍ରଥମ ଅର୍ବିଟ ରେଜିଂ…
ମେଟଲ୍ ମିଟ୍-୨୦୧୯: ସାମ୍ନାସାମ୍ନି ହେବେ ୭୮ ଟିମ୍
ଭୁବନେଶ୍ୱର,୨୫।୭(ବ୍ୟୁରୋ): କୁଇଜ୍ ଭଳି ଏକ ସମ୍ପୂର୍ଣ୍ଣ ଭିନ୍ନ କନ୍ସେପ୍ଟକୁ ନେଇ ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ ଲଗାତର ୪ର୍ଥ ବର୍ଷ ପାଇଁ ଆୟୋଜିତ ହେବାକୁ ଯାଉଛି ‘ମେଟଲ୍ ମିଟ୍- ୨୦୧୯’। ଦକ୍ଷତା ଓ ଉପସ୍ଥିତ ବୁଦ୍ଧିର ଏହି ଯୁଦ୍ଧ…
ବିଶ୍ୱସ୍ତରୀୟ ହେବ ରାୟଗଡ଼ା ଷ୍ଟେଶନ
ରାୟଗଡ଼ା ଅଫିସ, ୨୫ା୭: ରାୟଗଡ଼ା ରେଳଷ୍ଟେଶନ ହେବ ବିଶ୍ୱସ୍ତରୀୟ। ଆସନ୍ତା ସେପ୍ଟେମ୍ବରରେ ଏଥିନିମନ୍ତେ କାର୍ଯ୍ୟ ଆରମ୍ଭ ହେବ। ସେପ୍ଟେମ୍ବର ଶେଷ ସୁଦ୍ଧା ଆଇଏସ୍ଓ-୧୪୦୦୧ ସାର୍ଟିଫିକେଟ ହସ୍ତଗତ ହେବା ପରେ ଏହା ଆଗକୁ ଗଡ଼ିବ। ତେବେ ସାର୍ଟିଫିକେଟ ପ୍ରଦାନ ପାଇଁ ବୁଧବାର ରେଳ ବିଭାଗ…
ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ୯ ଭାଷାରେ ରାୟ
ନୂଆଦିଲ୍ଲୀ,୨୫ା୭(ପି.ଟି.): ସୁପ୍ରିମକୋର୍ଟଙ୍କ ରାୟ ଦେଶର ୯ଟି ଆଞ୍ଚଳିକ ଭାଷାରେ ଅନୁବାଦ କରାଯାଇ କୋର୍ଟ ଓ୍ବେବ୍ସାଇଟ୍ରେ ଅପ୍ଲୋଡ୍ କରାଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ପ୍ରକାଶ କରିଛନ୍ତି। ଅସମୀୟା, ବେଙ୍ଗଲୀ, ହିନ୍ଦୀ, କନ୍ନଡ଼, ମରାଠୀ, ଓଡ଼ିଆ, ତାମିଲ, ତେଲୁଗୁ…
ଅଜୟ ଭାଲା ହେବେ ସ୍ବରାଷ୍ଟ୍ର ସଚିବ
ନୂଆଦିଲ୍ଲୀ,୨୫ା୭(ପି.ଟି.): କେନ୍ଦ୍ରରେ ଶକ୍ତି ସଚିବ ଥିବା ଅଜୟ ଭାଲାଙ୍କୁ ସରକାର ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି (ଓଏସ୍ଡି) ନିଯୁକ୍ତ କରିଛନ୍ତି। ସେ ଖୁବ୍ଶୀଘ୍ର ସ୍ବରାଷ୍ଟ୍ର ସଚିବ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିଯୁକ୍ତି ସମ୍ପର୍କିତ…
ବର୍ଷେ ପରେ ଟୋକିଓ ଅଲିମ୍ପିକ୍ସ: ପଦକ ଉନ୍ମୋଚିତ
ଟୋକିଓ,୨୫।୭(ପି.ଟି.)- ୨୦୨୦ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଗୋଟିଏ ବର୍ଷ ବାକି ରହିଛି। ଏହି ଅବଗଣନା ଆରମ୍ଭ କରିବା ଅବସରରେ ଅଲିମ୍ପିକ୍ସର ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ୍ ପଦକ ଉନ୍ମୋଚନ କରାଯାଇଛି। ଜାପାନର ପ୍ରଶଂସକ, ପ୍ରାୟୋଜକ ଓ ରାଜଧାନୀ ଟୋକିଓରେ…
ପାଲିଙ୍କିରେ ବୁହାହେଲେ ବାବୁ
ଜମ୍ମୁ,୨୫ା୭(ପି.ଟି.): ଜମ୍ମୁ-କଶ୍ମୀରର ରାମବନ ଜିଲାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ପାଲିଙ୍କିରେ ବୋହି ଛତା ଘୋଡ଼ାଇ ନିଆଯାଉଛି। ଏହି ଫଟୋ ବୁଧବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜିଲା ଉନ୍ନୟନ କମିଶନର ଶୌକତ୍ ଅଜାଜ୍ଙ୍କୁ କେତେଜଣ ଲୋକ ଏକ ପାଲିଙ୍କିରେ ବସାଇ ନେଉଛନ୍ତି।…
ହାଫିଜ୍ଙ୍କ ରିମାଣ୍ଡ ଅବଧି ୧୪ ଦିନ ବଢ଼ିଲା
ଲାହୋର,୨୫ା୭(ପି.ଟି.): ବମ୍ବେ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜମାତ୍-ଉଦ୍-ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍ ସୟିଦ୍ଙ୍କ ରିମାଣ୍ଡ ଅବଧି ୧୪ ଦିନ ବୃଦ୍ଧି କରାଯାଇଛି। ଆତଙ୍କବାଦ ପାଇଁ ପାଣ୍ଠି ଯୋଗାଣ ମାମଲାରେ ଗତ ୧୭ ତାରିଖରେ ହାଫିଜ୍ଙ୍କୁ ଗିରଫ କରାଯାଇଥିଲା। ପାକିସ୍ତାନର ଗୁଜରାନଓ୍ବାଲାସ୍ଥିତ ଆତଙ୍କବାଦ…
ରାଷ୍ଟ୍ରପତି ସଚିବଙ୍କ କାର୍ଯ୍ୟକାଳ ୩ ବର୍ଷ ବଢ଼ିଲା
ନୂଆଦିଲ୍ଲୀ,୨୫ା୭(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ସଞ୍ଜୟ କୋଠାରୀଙ୍କ କାର୍ଯ୍ୟକାଳ ୩ ବର୍ଷ ବୃଦ୍ଧି କରାଯାଇଛି। ଏନେଇ ସରକାର ବୁଧବାର ଅନୁମୋଦନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିଯୁକ୍ତି କମିଟି ୧୯୭୮ ବ୍ୟାଚ୍ର ହରିୟାଣା କ୍ୟାଡର୍ ଆଇଏଏସ୍ ଅଫିସର କୋଠାରୀଙ୍କ କାର୍ଯ୍ୟକାଳ…
ଭାରତୀୟ ହକି: ଅଲିମ୍ପିକ୍ସ ଯୋଗ୍ୟତା ଉପରେ ଫୋକସ
ବେଙ୍ଗାଲୁରୁ, ୨୫।୭(ପି.ଟି.)- ୨୦୨୦ ଟୋକିଓ ଅଲିମ୍ପିକ୍ସ ଆସନ୍ତାବର୍ଷ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି କ୍ରୀଡ଼ା ମହାକୁମ୍ବ ଆରମ୍ଭ ହେବାପାଇଁ ଠିକ୍ ୧ ବର୍ଷ ବାକିଥିବାବେଳେ ଆରମ୍ଭ ହୋଇଯାଇଛି ଅବଗଣନା। ଅଲିମ୍ପିକ୍ସରେ ଉଭୟ ମହିଳା ଓ ପୁରୁଷ…
Archives


