Home

ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳାଙ୍କୁ ସମ୍ମାନ ଜଣାଇଲା ଡୁଡୁଲ୍‌

ଆଜି ଭାରତର ପ୍ରଥମ ଗ୍ରାଜୁଏଟ୍‌ ମହିଳା କାମିନୀ ରାୟଙ୍କ ୧୫୫ତମ ଜୟନ୍ତୀ ଅବସରରେ ତାଙ୍କୁ ସମ୍ମାନ ଜଣାଇ ଗୁଗୁଲଡୁଡୁଲ କରାଯାଇଛି। କାମିନୀ ରାୟ ଏକାସଙ୍ଗରେ ଜଣେ କବି, ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ଥିଲେ। ୧୮୬୪ ଅକ୍ଟୋବର ୧୨ ତାରିଖରେ ସେ…

ଭୁବନେଶ୍ୱରରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପ୍ରକାଶ ଯେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଅଖିଳ ଭାରତୀୟ ମଣ୍ଡଳ କାର୍ଯ୍ୟକର୍ତ୍ତା ବୈଠକ ଆସନ୍ତା…

କଶ୍ମୀର ପ୍ରସଙ୍ଗରେ ଗୋଟିଏ ଶବ୍ଦ ବି କହିଲେନି ଜିନପିଙ୍ଗ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବୈଠକରେ ଜିନପିଙ୍ଗ କଶ୍ମୀର ପ୍ରସଙ୍ଗକୁ ନେଇ ଗୋଟିଏ ଶବ୍ଦ ବି କହି ନାହାଁନ୍ତି। ଆତଙ୍କବାଦକୁ ନେଇ କିନ୍ତୁ ବିସ୍ତାର ଭାବେ ଆଲୋଚନା ହୋଇଛି। ଏହି…

ଅଧରାତିରେ ମନ୍ଦିର କବାଟ ଖୋଲି ବିବାହ କଲେ ପ୍ରଶାସନିକ ଅଧିକାରୀ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶର କୁଶିନଗରରେ ଜଣେ ପ୍ରଶାସନିକ ଅଧିକାରୀ ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରରେ ବିବାହ କରିଥିବା ଜଣାପଡ଼ିଛି। ମନ୍ଦିର ରାତିରେ ବନ୍ଦ ଥିବା ବେଳେ ନିୟମ ଭାଙ୍ଗି ବିବାହ ହୋଇଥିବାରୁ ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।…

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଘଣ୍ଟାରେ ଜଳୁଛି ୮ଶହ ଏକର; ଏକ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଲସ୍‌ ଏଞ୍ଜେଲ୍ସ୍‌,୧୨।୧୦: ଆମେରିକା କାଲିଫର୍ନିଆ ଜଙ୍ଗଲରେ ଗତ ଦୁଇଦିନ ତଳେ ଲାଗିଥିବା ନିଆଁ ଶନିବାର ଭୟଙ୍କର ରୂପ ନେଇଛି। ସୁରକ୍ଷା ଦୃଷ୍ଟିରୁ ଏକ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ନିଆଁ ଦ୍ୱାରା ପ୍ରତି ଘଣ୍ଟାରେ ୮ ଶହ ଏକର ଜଙ୍ଗଲ ଜଳିବାରେ…

ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ ଏହି ଜିମ୍‌ ଲୁକ୍‌ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ତାଙ୍କର ଏହି ହଟ୍‌ ଲୁକ୍‌ର…

କଂଗ୍ରେସରେ ଯୋଗ ଦେଲେ ଅଳକା

ନୂଆଦିଲ୍ଲୀ,୧୨।୧୦: ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଆମ ଆଦମୀ ପାର୍ଟି(ଏଏପି) ଛାଡିଥିବା ଚାନ୍ଦନୀ ଚୌକର ବିଧାୟିକା ଅଳକା ଲାମ୍ବା ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ପିସି ଚାକୋଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ଶୁକ୍ରବାର ସେ…

ସଙ୍କଟରେ ଆର୍ଥିକ ସ୍ଥିତି: ଲେବାନନ୍‌ରେ ସାମୁହିକ ବିବାହକୁ ପସନ୍ଦ କରୁଛନ୍ତି ଲୋକେ

ଜେରୁଜେଲମ୍‌,୧୨।୧୦: ଇସ୍ରାଏଲ୍‌ ସହିତ ୨୦୦୬ଠାରୁ ଲେବାନନ୍‌ର ଗୃହଯୁଦ୍ଧ ଲାଗି ରହିଛି। ଫଳରେ ଲେବାନନ୍‌ର ଆର୍ଥିକ ସ୍ଥିତି ଏବେ ସଙ୍କଟ ଜନକ ହୋଇଛି। ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ବିବାହ ମଧ୍ୟ କରିପାରୁ ନାହାଁନ୍ତି। ତେଣୁ ଏଠାକାର ଲୋକେ ଏବେ…

ଟ୍ରକ୍‌ ଧକ୍କାରେ ଛାତ୍ର ମୃତ, ୨ ଗୁରୁତର: କଟକ-ପାରାଦୀପ ରାସ୍ତା ଅବରୋଧ

ପାରାଦୀପ, ୧୨।୧୦(ସ୍ବ.ପ୍ର.): କଟକ-ପାରାଦୀପ ରାସ୍ତାର ଭୂତମୁଣ୍ଡାଇ ନିକଟ ବରେଇ ଛକରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ର ହେଲେ ବରେଇ ଗ୍ରାମର…

ଉପହାର କୂଟନୀତି: ଜିନ୍‌ପିଙ୍ଗ୍‌ଙ୍କ ଫଟୋ ଥିବା ସିଲ୍କ କପଡ଼ା ଦେଲେ ମୋଦି

ମାମଲ୍ଲାପୁରମ୍‌,୧୨।୧୦: ଭାରତ-ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର କୂଟନୀତିର ସାହାରା ନେଇଛନ୍ତି। ସେ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ତାଙ୍କର ଫଟୋଥିବା ଏକ ସିଲ୍କ କପଡ଼ା ଉପହାର ଦେଇଛନ୍ତି। ଦୁଇ ନେତା ସ୍ଥାନୀୟ ତାଜ୍‌…

ଭାଲୁ ପ୍ରେମରେ ‘ଭେରା’

ମସ୍କୋ: ମଣିଷ-ପ୍ରାଣୀ ମଧ୍ୟରେ ସମ୍ପର୍କ କାହିଁ କେଉଁ କାଳରୁ ରହିଆସିଛି। ହେଲେ ଯେବେ ଜଙ୍ଗଲୀ ଜନ୍ତୁ କଥା ଉଠେ, ତେବେ ଜଣେ ତା’ ସହ ଭାବ ବଢ଼ାଇବା ଆଗରୁ ନିଶ୍ଚିତ ଶହେ ଥର ଚିନ୍ତା କରିବ। ଏ କ୍ଷେତ୍ରରେ ଭେରା ବ୍ଲିଶ୍‌ଙ୍କ…

ବିବାହ ବାର୍ଷିକୀ ପାଳନ କରିବାକୁ ସମୁଦ୍ରକୂଳକୁ ଯାଇଥିଲେ ଦମ୍ପତି, କୂଳରୁ ଯାହା ପାଇଲେ ଲୋମ ଟାଙ୍କୁରି ଉଠିଲା

ଇଂଲଣ୍ଡରେ ରହୁଥିବା ଡେବରା ଓଲିବର ସ୍ବାମୀଙ୍କ ସହିତ ୪୨ତମ ବିବାହ ବାର୍ଷିକୀ ପାଳନ କରିବା ପାଇଁ ସମୁଦ୍ରକୂଳକୁ ଯାଇଥିଲେ। ଉଭୟ ଖୁସି ମନାଉଥିବାବେଳେ ସମୁଦ୍ରକୂଳରୁ ଏମିତି ଏକ ଜିନିଷ ପାଇଲେ, ଯାହା ଦେଖି ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସମୁଦ୍ର ଢେଉରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?