ମୋରମ ଗାଡ଼ିଆରେ ବୁଡ଼ି ନାବାଳକ ମୃତ
ସଜନାଗଡ଼,୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ବାଘମରା ଗ୍ରାମର ଶମ୍ବୁ ସିଂଙ୍କ ୭ ବର୍ଷର ପୁଅ ଅଜୟ (୭) ମୋରମ ଗାଡିଆରେ ବୁଡି ପ୍ରାଣ ହରାଇଛନ୍ତି। ସେ ପ୍ରତିଦିନ ଭଳି ଶନିବାର ସ୍କୁଲ ଯାଇଥିଲେ। ସେ ସ୍କୁଲ ସାରି ଘରକୁ ଫେରୁଥିଲା…
ଶିଶୁକନ୍ୟାକୁ ଜନ୍ମ ଦେଇ ମା’ ମୃତ
ସଜନାଗଡ଼, ୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ନରଣପୁର ପଞ୍ଚାୟତର ବିଜିରାସାହି ଗ୍ରାମର ସୁନି ମାଝି(୪୫) ନାମ୍ନୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବାପରେ ମୃତ୍ୟୁବରଣ କରିଛନ୍ତି। ସୁନି ବାପଘରେ ରହି ଆସୁଥିଲେ। ଶୁକ୍ରବାର ରାତିରେ ତାଙ୍କର ପ୍ରସବ ଯନ୍ତ୍ରଣା…
ବିଦ୍ୟୁତ ତାର ଚୋରି ର଼୍ୟାକେଟ୍ ଠାବ : ଜେଲ୍ ଗଲେ ୪ ଅଭିଯୁକ୍ତ
ବସ୍ତା/ରୂପ୍ସା,୨୪।୮(ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ଅଧୀନ ସଦର, ରୂପ୍ସା, ବସ୍ତା, ସିଂଲା ଓ ବାଲିଆପାଳ ଥାନା ଅଞ୍ଚଳରୁ ଲଗାତର ବିଦ୍ୟୁତ୍ ତାର ଚୋରି ଘଟଣାରେ ଏକ ର଼୍ୟାକେଟ କାମ କରୁଥିବା ଜଣାପଡିଛି। ବସ୍ତା ଏସ୍ଡ଼ିପିଓ ରଣଜିତ୍ ପୃଷ୍ଟି, ଆଇଆଇସି ଧନେଶ୍ୱର ସାହୁ ଓ…
ପାଇପରେ ୫୦ ଫୁଟର ବର ଚେର କଢାଗଲା : ୬ ମାସ ବନ୍ଦ ପରେ ଜଳଯୋଗାଣ ହେଲା ସ୍ବାଭାବିକ
ଖୋର୍ଦ୍ଧା ଅଫିସ, ୨୪।୮: ଜଟଣୀ ବ୍ଲକ ପଳାସପୁରର ପାନୀୟଜଳ ପ୍ରକଳ୍ପର ପ୍ଲାଷ୍ଟିକ ପାଇପକୁ ବରଚେର ଫଟାଇ ବଢୁଥିବାରୁ ପ୍ରାୟ ୬ ମାସ ହେଲା ସ୍ଥାନୀୟ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିଲା। ତେବେ କୁମ୍ଭାରସାହି ନିକଟରେ ପାଣି ଲିକ୍ ହେବାରୁ…
ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା: ରାସ୍ତାରେ ଯାଉଛି ନର୍ଦ୍ଦମା ଜଳ
ଖୋର୍ଦ୍ଧା ଅଫିସ, ୨୪।୮: ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା କରି ନିର୍ମାଣ କରାଗଲା ଡ୍ରେନ। ଏଣୁ ବର୍ଷା ହେଲେ ବର୍ଷାଜଳ ସହ ନର୍ଦ୍ଦମା ଜଳ ରାସ୍ତା ଉପରେ ଯାଉଛି। ଠିକାଦାର ଡ୍ରେନ ନିର୍ମାଣ କରି ସରକାରୀ ଅନୁଦାନକୁ ହାତେଇ ନେଲେ। ପାଣି…
ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ
ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ ଘର ତରଭା ଥାନା କୁଟସିରା ଗ୍ରାମରେ। ସୋନପୁର-ବିନିକା ରାସ୍ତାର ଶରଧାପାଲି ନିକଟରେ ଥିବା ଏକ…
ରୁଷିଆର ପ୍ରଥମ ଭାସମାନ ନ୍ୟୁକ୍ଲିୟର ପ୍ଲାଣ୍ଟ
ରୁଷିଆ ପ୍ରଥମେ ତା’ର ଭାସମାନ ନ୍ୟୁକ୍ଲିୟର ପ୍ଲାଣ୍ଟ ନିର୍ମାଣ ଶେଷ କରି ସେଥିରୁ ବିଦ୍ୟୁତ ଉପତ୍ାଦନ ଲାଗି ଯୋଜନା ବି ଚୂଡାନ୍ତ କରିଛି। ସୁନାମୀ ଓ ବଡ଼ ବଡ଼ ଭାସମାନ ବରଫ ଖଣ୍ଡ ଯେପରି ପ୍ଲାଣ୍ଟ୍ର କିଛି କ୍ଷତି ନ କରିପାରିବ…
ଯକ୍ଷ୍ମା ଲାଗି ନୂଆ ଟିକା
ସିଡ୍ନୀ: ସେଣ୍ଟ୍ନାରୀ ଇନ୍ଷ୍ଟିଚ୍ୟୁଟ ଏବଂ ସିଡ୍ନୀ ୟୁନିଭର୍ସିଟି (ଅଷ୍ଟ୍ରେଲିଆ)ର ଗବେଷକମାନେ ଯକ୍ଷ୍ମାର ସଫଳ ଉପଚାର ଲାଗି ଏକ ପ୍ରକାର ଟିକା ଉଦ୍ଭାବନ କରିଛନ୍ତି। ଏ ସମ୍ପର୍କିତ ତଥ୍ୟ ଦି ଜର୍ନାଲ ଅଫ୍ ମେଡିସିନାଲ କେମେଷ୍ଟ୍ରିରେ ପ୍ରକାଶ ପାଇଛି। ବିଶ୍ୱରେ ଏବେ ବର୍ଷକୁ…
ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ନୂଆ ଘୋଡ଼ାନାଲ
ଆଇଆଇଟି କାନପୁରର ଗବେଷକମାନେ ଘୋଡ଼ାନାଲ ନିର୍ମାଣ କରିବାର ଏକ ନୂଆଜ୍ଞାନ କୌଶଳ ବିକାଶ କରିଛନ୍ତି। ଏହିି ଜ୍ଞାନ କୌଶଳ ସମ୍ପର୍କରେ ଆଇଆଇଟି କାନପୁରର ପ୍ରାଧ୍ୟାପକ ଏନଏସ୍ ବ୍ୟାସ ଆୟୋଜିତ ଏକ କର୍ମଶାଳାରେ ପ୍ରକାଶ କରିଛନ୍ତି। ଆଇଆଇଟି କାନପୁରର ବୈଜ୍ଞାନିକ ସନ୍ଦିପ ସଙ୍ଗଲ…
ଚନ୍ଦ୍ରରେ ମଣିଷଙ୍କୁ ପହଞ୍ଚାଇବାରେ ସାହାଯ୍ୟ କରିବ ସୁପର୍ କମ୍ପ୍ୟୁଟର
ସନଫ୍ରାନ୍ସିସ୍କୋ: ଆମେରିକାର ଅନ୍ତରୀକ୍ଷ ଏଜେନ୍ସି ନାସା ଓ ହ୍ୟୁଲେଟ ପାକାର୍ଡ ଏଣ୍ଟରପ୍ରାଇଜ୍(ଏଚ୍ପିଇ) ସହଭାଗିତାରେ ନିର୍ମାଣ କରାଯାଇଥିବା ଏକ ନୂଆ ସୁପର୍ କମ୍ପ୍ୟୁଟର ନାସାର ଅନ୍ତରୀକ୍ଷ ଅଭିଯାନରେ ସାହାଯ୍ୟ କରିବ । ୨୦୨୪ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ମଣିଷ ଅବତରଣ କରାଇବା…
ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ସୋନପୁର,୨୪।୮(ନି.ପ୍ର.) : ଗଡଜାତ ପରମ୍ପରା ଅନୁସାରେ ନୂଆଁଖାଇ ଲଗ୍ନ ଶନିବାର ଅପରାହ୍ନ ୪ଟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୩ତାରିଖ ଭାଦ୍ରବ ମାସ ଶୁକ୍ଳ ପକ୍ଷ ୧୮ ଦିନ ପଞ୍ଚମୀ ତିଥି ମଙ୍ଗଳବାର ସମଲେଇ ମନ୍ଦିରରୁ…
ପୋଖରୀରେ ପଡ଼ି ମହିଳା ମୃତ
ତିହିଡ଼ି, ୨୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା ପଞ୍ଚାୟତ ଖରିଦାସାହି ଗ୍ରାମର ମୌନାବତୀ ସାହୁ(୫୦) ଶନିବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ପାଣିରେ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର…
Archives


