ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା
ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର ଚୁଡ଼ାମଣି ପୁଟେଲଙ୍କ ୧୦ ବର୍ଷୀୟା ଝିଅ ସସ୍ମିତାଙ୍କ କ୍ଷେତ୍ରରେ। ଏଭଳି ଘଟଣା ଜଣାପଡ଼ିବା ପରେ…
କର୍ନାଟକରେ ଗଣତନ୍ତ୍ରର ପରାଜୟ ଘଟିଛି: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୨୪।୭: କର୍ନାଟକ କ୍ଷମତା ଲୋଭିଙ୍କ ବିଜୟ ଏବଂ ଗଣତନ୍ତ୍ରର ପରାଜୟ ଘଟିଛି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି। କ୍ଷମତା ହାସଲ ପାଇଁ କଂଗ୍ରେସ-ଜେଡିଏସ ମେଣ୍ଟ ସରକାର ପ୍ରଥମ ଦିନରୁ ହିଁ ଟାର୍ଗେଟରେ ରହିଥିଲା। ମେଣ୍ଟ ଭିତରେ…
ପାରିବାରିକ କଳହରୁ ଆତ୍ମହତ୍ୟା ଅଭିଯୋଗ
ହିଞ୍ଜିଳିକାଟୁ,୨୪।୭(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ରାଜାତୋଟା ସାହିର ଜଣେ ବ୍ୟକ୍ତି ମଙ୍ଗଳବାର ପରିବାରବର୍ଗଙ୍କ ଅନୁପସ୍ଥିତିରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଏ. ଲକ୍ଷ୍ମୀ ନାରାୟଣ ଆଚାରୀ (୪୫)। ସେ ରାସ୍ତା କଡ଼ରେ ଫାଷ୍ଟଫୁଡ୍…
ପାଟକୁରାରେ ବିଜେଡି: ୧୭,୯୨୦ ଖଣ୍ଡ ଭୋଟରେ ବିଜୟଙ୍କୁ ହରାଇଲେ ସାବିତ୍ରୀ, କଂଗ୍ରେସକୁ ଗଲା ମାତ୍ର ୨,୧୦୪ ଭୋଟ
କେନ୍ଦ୍ରାପଡ଼ା ଅଫିସ,୨୪।୭: ପାଟକୁରା ବିଧାନସଭା ଆସନଲାଗି ବୁଧବାର ଭୋଟ ଗଣତି ଶେଷ ହୋଇଛି। ଶେଷ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ଶେଷରେ ୧୭,୯୨୦…
ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା
ହିଞ୍ଜିଳିକାଟୁ,୨୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ ଚାଷୀମାନେ ତାଙ୍କୁ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର…
କଶ୍ମୀର ପ୍ରସଙ୍ଗରେ ଟ୍ରମ୍ପଙ୍କ ମନ୍ତବ୍ୟ: ଜୟଶଙ୍କରଙ୍କ ଉପସ୍ଥିତିରେ ହୋଇଥିଲା ମୋଦି-ଟ୍ରମ୍ପ ଆଲୋଚନା
ନୂଆଦିଲ୍ଲୀ, ୨୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାଶ୍ମୀର ପ୍ରସଙ୍ଗରେ ଦେଇଥିବା ମନ୍ତବ୍ୟକୁ ନେଇ ବୁଧବାର ସଂସଦରେ ପ୍ରବଳ ହଙ୍ଗାମା ଜାରି ରହିଛି। କଂଗ୍ରେସ ପକ୍ଷରୁ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ଏହି ପ୍ରସଙ୍ଗ ଉଠାଯାଇ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରାଯାଇଛି।…
ବଲିଉଡର ‘ଲେଡି ସୁପରଷ୍ଟାର’ କଙ୍ଗନା, ବିବାଦ ସତ୍ତ୍ୱେ ବଢ଼ୁଛି ଲୋକପ୍ରିୟତା
ମୁମ୍ବାଇ: ବିବାଦ ଏବଂ କଙ୍ଗନା ପରସ୍ପରର ପରିପୂରକ ବୋଲି କହିପାରିବା। ସେ ଫିଲ୍ମ ହେଉ ଅଥବା ତାଙ୍କର ମନ୍ତବ୍ୟ ସବୁବେଳେ ବିବାଦ ଘେରକୁ ଆସିଯାଇଥାଏ। ଆଗାମୀ ଦିନରେ ରିଲିଜ ହେବାକୁ ଯାଉଥିବା ଫିଲ୍ମ ‘ଜଜମେଣ୍ଟାଲ ହୈ କ୍ୟା’ ମଧ୍ୟ ବିବାଦୀୟ ହୋଇଥିଲା।…
ଶାସ୍ତ୍ରୀ-ମୁଖାର୍ଜୀ -ଦିନ୍ଦୟାଲଙ୍କ ମୃତ୍ୟୁର ହେବନି ତଦନ୍ତ: ସରକାର
ନୂଆଦିଲ୍ଲୀ,୨୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀ, ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦିନ୍ଦୟାଲ୍ ଉପାଧ୍ୟାୟଙ୍କ ମୃତ୍ୟୁର ତଦନ୍ତ କରାଯିବ ନାହିଁ ବୋଲି ବୁଧବାର କେନ୍ଦ୍ର ସରକାର କହିଛନ୍ତି। ଏନେଇ କୌଣସି ଆୟୋଗ ଗଠନର ପ୍ରସ୍ତାବ ନ ଥିବା…
ଗର୍ଲଫ୍ରେଣ୍ଡ୍ଙ୍କ ଜନ୍ମଦିନରେ ସଲମାନ ଉପହାର ଦେଲେ ହୀରା ମୁଦି
ବଲିଉଡ ଭାଇଜାନ୍ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ୍ ଲୁଲିଆ ଭନ୍ତୁର ନିକଟରେ ନିଜ ଜନ୍ମଦିନ ପାଳନ କରିଛନ୍ତି। ମା’ ସଲମାଙ୍କ କଥା ମାନି ସେ ଏହି ଦାମୀ ଉପହାର ଲୁଲିଆଙ୍କୁ ଦେଇଛନ୍ତି ବୋଲି ସଲ୍ଲୁଙ୍କ ଜଣେ ବନ୍ଧୁ କହିଛନ୍ତି। ମଙ୍ଗଳବାର ସଲ୍ଲୁଙ୍କ…
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ
ବିଜୟଓ୍ବାଡ଼ା,୨୪।୭: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ବୁଧବାର ବିଶ୍ୱଭୂଷଣ ହରିଚନ୍ଦନ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ହାଇକୋର୍ଟ କାର୍ଯ୍ୟନିର୍ବାହୀ ବିଚାରପତି ସି. ପ୍ରବୀନ୍ କୁମାର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜଭବନରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗନମୋହନ…
ଆଲିଆଙ୍କ ପରେ ଜ୍ୟାକ୍ଲିନ୍ ଲଞ୍ଚ କଲେ ୟୁଟ୍ୟୁବ୍ ଚ୍ୟାନେଲ୍
କିଛିଦିନ ତଳେ ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ୟୁଟ୍ୟୁବ୍ ଚ୍ୟାନେଲ୍ ‘Aliabe’ ଲଞ୍ଚ କରିଥିଲେ। ଏବେ ଜ୍ୟାକ୍ଲିନ୍ ଫର୍ନାଡିଜ୍ ଏକ ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କରିଛନ୍ତି। ପ୍ରଥମ ଦିନରେ ଜ୍ୟାକ୍ଲିନଙ୍କ ଫ୍ୟାମିଲି ଭିଡିଓ, ମଡେଲିଂ, ବଲିଉଡ୍ ଅଡିଶନ ଆଦି ଶେୟାର କରିଥିବା…
ରାଜ୍ୟ ସଭାରେ କାନ୍ଦିଲେ ଏମ୍ପି: କହିଲେ, ମୋ ମୃତ୍ୟୁରେ ଶୋକ କରିବେ ନାହିଁ
ନୂଆଦିଲ୍ଲୀ, ୨୪।୭: ରାଜ୍ୟ ସଭାରେ ବୁଧବାର କିଛି ଏମ୍ପିଙ୍କ କାର୍ଯ୍ୟକାଳର ଶେଷ ଦିନ ଥିଲା। ଏହି ଅବସରରେ ଜଣେ ଏମ୍ପି ବିଦାୟୀ ଭାଷଣ ଦେଉଥିବାବେଳେ ଭାବୁକ ହୋଇପଡିଛନ୍ତି। ଏଆଇଡିଏମକେ ଏମ୍ପି ବାସୁଦେବନ ମୈତ୍ରୟନ୍ ନିଜ ଭାଷଣରେ କାନ୍ଦି ପକାଇ ସଦନର ସମସ୍ତଙ୍କୁ…
Archives


