ପୋଖରୀରେ ପଡ଼ି ଦିବ୍ୟାଙ୍ଗ ଯୁବତୀ ମୃତ
ଚାନ୍ଦବାଲି,୧୯।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତ ଅଣ୍ଡିଆପାଟ ଗ୍ରାମର ସୁମିତ୍ରା ସାମଲ ନାମ୍ନୀ ଜଣେ ଦିବ୍ୟାଙ୍ଗ ଯୁବତୀ ଗୁରୁବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ଘର ପଛପାଖ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଏହି ଅଘଟଣ…
ସେମିରେ ପରାଜୟ ସତ୍ତ୍ୱେ ବଜରଙ୍ଗ, ଦାହିୟାଙ୍କୁ ଅଲିମ୍ପିକ ଯୋଗ୍ୟତା
ନୁର୍-ସୁଲତାନ (କାଜାଖସ୍ତାନ), ୧୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ରେସ୍ଲିଂ ଚାମ୍ପିୟନଶିପ୍ର ସେମିଫାଇନାଲରେ ପରାଜୟ ସତ୍ତ୍ୱେ ଷ୍ଟାର୍ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ (୬୫ କିଗ୍ରା) ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଛନ୍ତି। ବଜରଙ୍ଗଙ୍କ ବ୍ୟତୀତ ଅନ୍ୟତମ ଭାରତୀୟ ରେସ୍ଲର ରବି…
ମାର୍କ୍ରାମ, ମଲ୍ଡରଙ୍କ ଶତକ
ମହୀଶୂର, ୧୯।୯(ପି.ଟି.)- ଘରୋଇ ଭାରତ-ଏ ବିପକ୍ଷରେ ସ୍ଥାନୀୟ ଶ୍ରୀକାନ୍ତ ଦତ୍ତ ନରସୀମା ରାଜା ଓ୍ବାଡିୟର ଗ୍ରାଉଣ୍ଡରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍ଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା-ଏ ବ୍ୟାଟିଂରେ ଦୃଢ଼ ଜବାବ ଦେଇଛି। ଭାରତ-ଏ’ର ସ୍କୋର ୪୧୭ ରନ୍ ଜବାବରେ…
ଆରକେଭିୱାଇ ସମୀକ୍ଷା ବୈଠକ: ଧାର୍ଯ୍ୟ ସମୟରେ ପ୍ରକଳ୍ପ ସାରିବା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ରାଜ୍ୟ କୃଷି ଉତ୍ପାଦନ କମିଶନର(ଏପିସି) ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆରକେଭିୱାଇ) ସମ୍ପର୍କିତ ପ୍ରକଳ୍ପ ସ୍କ୍ରିନିଂ କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ କୃଷି ଏବଂ ଏହାର ଆନୁଷଙ୍ଗିକ…
ନିମ୍ନମାନର ଚାଉଳ ବଣ୍ଟନ: ହିତାଧିକାରୀ ଫେରାଇଲେ
ଲୋଇସିଂହା,୧୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା ପଞ୍ଚାୟତ କାର୍ଯ୍ୟାଳୟରେ ପିଡିଏସ୍ ଚାଉଳ ହିତାଧିକାରୀଙ୍କୁ ଗୁରୁବାର ବଣ୍ଟନ କରାଯାଉଥିଲା। ପିଡିଏସ୍ ଚାଉଳ ନିମ୍ନମାନର ଜାଣିବା ପରେ ହିତାଧିକାରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ପଞ୍ଚାୟତ କର୍ତ୍ତୃପକ୍ଷ ବଣ୍ଟନ ଚାଉଳକୁ ଫେରାଇ…
ଯୁବରାଜ ସିଂଙ୍କୁ କଫି ପିଇବାର ପ୍ରତିଶ୍ରୁତି ଦେଇ ଠିକଣା ଦିନ ଫୋନ୍ ଅଫ୍ ରଖୁଥିଲେ ଏହି ଯୁବତୀ
ଅନେକ ଦିନ ପର୍ଯ୍ୟନ୍ତ ପରଦା ପଛରେ ସମ୍ପର୍କକୁ ଲୁଚାଇବା ପରେ କ୍ରିକେଟର୍ ଯୁବରାଜ ସିଂ ଏବଂ ହାଜେଲ କିଚ୍ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବହୁଦିନ ଧରି ପ୍ରୟାସ କଲା ପରେ ଶେଷରେ ହାଜେଲଙ୍କୁ ବାହାଘର ପାଇଁ ମନାଇପାରିଥିଲେ ବୋଲି କହିଥିଲେ।…
୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…
ସେବାଶ୍ରମ ସ୍କୁଲରେ ପାଠ ପଢାଇଲେ ବିଧାୟକ
ଲୋଇସିଂହା,୧୯।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀର ବିଧାୟକ ମୁକେଶ ମହାଲିଙ୍ଗ ଆଗଲପୁର ବ୍ଲକ ରାମପୁରସ୍ଥିତ ଆଦିବାସୀ ସେବାଶ୍ରମ ସ୍କୁଲ ବୁଧବାର ପରିଦର୍ଶନ କରିଥିଲେ। ପରିଦର୍ଶନ ବେଳେ ସ୍କୁଲର ସୁବିଧା ଅସୁବିଧା ବୁଝିବା ସହ ଅଷ୍ଟମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପାଠ ପଢାଇଥିଲେ।…
ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ
ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକୁରଗଡ଼ ଗ୍ରାମର ହାଡିବନ୍ଧୁ ନାୟକ, ନୀଳକଣ୍ଠ ରାଉତ।…
ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ: ଗୋପାଳପୁରରୁ ଦସ୍ତଖତ ଅଭିଯାନ ଶୁଭାରମ୍ଭ
ଗୋପାଳପୁର,୧୯ା୯- ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ ଅବସରରେ ଜନ ସଚେତନତା ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଗୋପାଳପୁର ବେଳାଭୂମିରେ ଗୁରୁବାର ଶୁଭାରମ୍ଭ ହୋଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ…
ନାବାଳିକାଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ, ଶାଶୁ, ଶ୍ୱଶୁର, ଦିଅର ଫେରାର
ପୁରୁଷୋତ୍ତମପୁର,୧୯ା୯(ଡି.ଏନ.ଏ.)- ସରକାର ବାଲ୍ୟ ବିବାହ ରୋକିବା ଲାଗି ସ୍ବତନ୍ତ୍ର ଆଇନ ପ୍ରଣୟନ କରିଛନ୍ତି। ବିବାହ କରୁଥିବା ଅଧିକାରୀ ଓ ବିବାହ ପଞ୍ଜିକୃତ ଅଧିକାରୀଙ୍କୁ ଉଭୟ ବର କନ୍ୟାଙ୍କ ଜନ୍ମଗତ ବୟସ ସମ୍ପର୍କିତ ପ୍ରମାଣପତ୍ରକୁ ତନଖି କରି କାର୍ଯ୍ୟ କରିବାକୁ କଡା ନିର୍ଦ୍ଦେଶ…
ପରଫ୍ୟୁମ୍-ଡିଓ ବି ମଶାଙ୍କୁ କରେ ଆକୃଷ୍ଟ…
କେତେକ ବ୍ୟକ୍ତିଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମଶା କାମୁଡ଼ନ୍ତି। ଏହା ସ୍ଥଳ ବିଶେଷରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ଲଡ୍ ଗ୍ରୁପ୍ ଉପରେ ନିର୍ଭର କରିଥାଏ। ତେବେ ପରଫ୍ୟୁମ୍, ଡିଓ ତଥା ଅନ୍ୟ ପ୍ରସାଧନ ସାମଗ୍ରୀ ବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ମଶା ଅଧିକ କାମୁଡ଼ିଥାନ୍ତି…
Archives


