Home

ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ଲକ୍ଷ୍ୟ

ଭୁବନେଶ୍ୱର, ୧୨।୧୦(ତପନ ସ୍ବାଇଁ)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ରେସ୍‌ରେ ନିଜ ନାମରେ ଥିବା ଜାତୀୟ ରେକର୍ଡକୁ ଭାଙ୍ଗିଛନ୍ତି ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ। ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବା…

ଜଉନାଙ୍କୁ ୪୦୦ ମିଟର ହର୍ଡଲ୍ସ ଟାଇଟଲ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶା ଖେଳାଳି ଚମକ ଦେଖିବାକୁ ମିଳିଛି। ମହିଳା ୧୦୦ ଓ ପୁରୁଷ ୧୦୦ ମିଟର ଇଭେଣ୍ଟରେ ଯଥାକ୍ରମେ ଦୂତୀ ଚାନ୍ଦ ଓ ଅମିୟ କୁମାର ମଲିକ ସ୍ବର୍ଣ୍ଣ ପଦକ…

ଶ୍ୱାସରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଅରଖ ଫୁଲ

ଭଗବାନ ଶିବଙ୍କୁ ଅର୍ପଣ କରାଯାଉଥିବା ଅରଖ ଫୁଲର ବେଶ୍‌ ଉପକାରୀ ଗୁଣ ରହିଛି। ବିଭିନ୍ନ ରୋଗ ପାଇଁ ଏହି ଫୁଲ ମହୌଷଧୀ ଭାବେ କାର୍ଯ୍ୟ କରେ। କେବଳ ଫୁଲ ନୁହେଁ ଏହାର ପତ୍ର ମଧ୍ୟ ଉପକାରୀ। ଅରଖ ଫୁଲ ଏବଂ ପତ୍ରକୁ…

ସ୍ବଚ୍ଛ ଭାରତ ଅଭିଯାନରେ ବାଜି ମାରିଲା ଏମ୍ସ: ମିଳିଲା ୩ କୋଟି ଟଙ୍କା ପୁରସ୍କାର

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ପ୍ରଥମ ହୋଇଛି ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଶୁକ୍ରବାର ଏମ୍ସକୁ ପ୍ରଥମ ପୁରସ୍କାର ରାଶି…

ହାତରେ ଓଡ଼ିଆ ଟାଟୁ କରି ଚର୍ଚ୍ଚାରେ ଥିଲେ ଭାରତର ପ୍ରସିଦ୍ଧ ଅଲରାଉଣ୍ଡର

ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସବୁବେଳେ ଚର୍ଚ୍ଚାରେ ଥାନ୍ତି। କେତେବେଳେ ନିଜ ଗର୍ଲଫ୍ରେଣ୍ଡ୍‌ ପାଇଁ ତ ଆଉ କେତେବେଳେ ନିଜ ଫ୍ୟାଶନ୍‌ ଷ୍ଟାଇଲ୍‌ ପାଇଁ। ମଝିରେ ସେ ନିଜ ଟାଟୁ ପାଇଁ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥିଲେ। ପାଣ୍ଡ୍ୟା…

ସୌନ୍ଦର୍ଯ୍ୟ ନୁହେଁ ରୋଗର କାରଣ ମଧ୍ୟ ହୋଇଥାଏ ବଡ଼ନଖ

ସାଧାରଣତଃ ମହିଳାମାନେ ବଡ଼ ବଡ଼ ନଖ ରଖିବାକୁ ବେଶ୍‌ ପସନ୍ଦ କରିଥାନ୍ତି। ହାତ ହେଉ କି ଗୋଡ଼ ନଖ ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରେ ବୋଲି ମହିଳାମାନଙ୍କର ଧାରଣା ରହିଥାଏ। ଯଦି ବଡ଼ ନଖ ରଖୁଛନ୍ତି ତେବେ ଏହାକୁ ପରିଷ୍କାର ପରିଚ୍ଛନ୍ନ ଓ…

ପାରମ୍ପରିକ ପୋଷାକ ପିନ୍ଧି ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୋଦି

ମାମଲାପୁରମ,୧୧।୧୦: ତାମିଲନାଡୁର ମହାବଳିପୁରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ସାକ୍ଷାତ୍‌ ହୋଇଛି। ଏହି ସମୟରେ ମୋଦି ତାମିଲନାଡୁର ପାରମ୍ପରିକ ପୋଷାକରେ ନଜର ଆସିଛନ୍ତି। ମୋଦି ଧଳା ରଙ୍ଗର ସାର୍ଟ ଓ ଧୋତି(ଭେଷ୍ଟି) ପିନ୍ଧିଥିବା ଦେଖାଯାଇଛି।…

ଚର୍ଚ୍ଚାରେ ମଧୁବାଲାଙ୍କ ପରି ଦେଖାଯାଉଥିବା ଏହି ଅଭିନେତ୍ରୀ

ସେଲିବ୍ରିଟି ତଥା କଳାକାରଙ୍କ ଅବିକଳ ନକଲ ଦେଖାଯାଉଥିବା ବ୍ୟକ୍ତି ଅଥବା ମହିଳାଙ୍କ ଫଟୋ ଅନେକ ସମୟରେ ଭାଇରାଲ ହୋଇଥାଏ। ଏବେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଅଭିନେତ୍ରୀ କୁହାଯାଉଥିବା ମଧୁବାଲାଙ୍କ ହମ୍‌ସକଲ୍‌ ସମ୍ମୁଖକୁ ଆସଛନ୍ତି। ମଧୁବାଲାଙ୍କ ଭଳିକ ଦେଖାଯାଉଥିବା ଜଣେ ଅଭିନେତ୍ରୀ ଭିଡିଓ…

ଲାଉମୁଣ୍ଡାେରେ ଭାଜପାର ରୋଡ୍‌ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପୁର, ୧୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍‌ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍‌ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା…

ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସାଙ୍ଗରେ ଲାଗିଲା ମୋଦି- ଅମିତ ଶାହଙ୍କ ପୋଷ୍ଟର: ବଢ଼ିଲା ରାଜନୈତିକ ଉଷ୍ମତା

ଭୋପାଳ,୧୧।୧୦: ମଧ୍ୟପ୍ରଦେଶ କଂଗ୍ରେସରେ ରାଜନୈତିକ ଦଳ ମଧ୍ୟରେ କିଛି ସମୟ ଧରି କନ୍ଦଳ ଚାଲିଥିବା ବେଳେ ପୂର୍ବତନ ଏମ୍‌ପି ତଥା କଂଗ୍ରେସର ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଏକ ପୋଷ୍ଟର ଚର୍ଚ୍ଚାର ବିଷୟ ପାଲଟିଛି। ଏହି ପୋଷ୍ଟରରେ ସିନ୍ଧିଆଙ୍କ ସହ ଗ୍ବାଲିୟରର…

ସିଲେଇ କରୁଥିବା ବ୍ୟକ୍ତିକୁ ବିବାହ କରିଥିଲେ ଏହି ଅଭିନେତ୍ରୀ

ଭାରତୀୟ ସିନେ ଜଗତରେ ନିଜର ବଳିଷ୍ଠ ଅଭିନୟ ଦ୍ୱାରା ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଜଣେ ଅଭିନେତ୍ରୀ ହେଉଛନ୍ତି ଦୀନା ପାଠକ। ଆଜି ଅର୍ଥାତ୍‌ ଅକ୍ଟୋବର ୧୧ ହେଉଛି ତାଙ୍କର ୧୭ତମ ଶ୍ରାଦ୍ଧବାର୍ଷିକୀ। ୨୦୦୨ ମସିହାରେ ହୃଦ୍‌ଘାତରେ ଦିନାଙ୍କର ପରଲୋକ ଘଟିଥିଲା।…

ବିଜେପୁରରେ ବିଜେଡି କରିବ ବାଜିମାତ, ୩୫ହଜାର ଭୋଟରେ ଜିତିବୁ: ପ୍ରମିଳା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହାକୁ ନେଇ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି। ପୂର୍ବଥର ଭଳି ଚଳିତ ଥର ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି କୁହାଯାଉଛି। ଏବେ ପ୍ରଚାର ମଇଦାନକୁ ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?