Home

ବିଜେପୁରରେ ବିଜେଡି କରିବ ବାଜିମାତ, ୩୫ହଜାର ଭୋଟରେ ଜିତିବୁ: ପ୍ରମିଳା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏହାକୁ ନେଇ ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି। ପୂର୍ବଥର ଭଳି ଚଳିତ ଥର ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି କୁହାଯାଉଛି। ଏବେ ପ୍ରଚାର ମଇଦାନକୁ ଦଳୀୟ…

ପ୍ରଥମ ଦେଖାର ୪ଘଣ୍ଟା ମଧ୍ୟରେ ଦୁର୍ଗାମଣ୍ଡପରେ ବିବାହ କଲେ ପ୍ରେମୀଯୁଗଳ

ଝିଅ ପୁଅଙ୍କ ବିବାହ ପୂର୍ବରୁ ହିଁ ସ୍ବର୍ଗରେ ନିଷ୍ପତ୍ତି ହୋଇଥାଏ। ବିଶ୍ୱରେ କାହା ପାଇଁ କିଏ ନା କିଏ ନିଶ୍ଚୟ ଗଢ଼ା ହୋଇଛି। ଖାଲି ସମୟ ହେଲେ ଦୁଇ ଜଣ ଏକାଠି ହେବାର ଅପେକ୍ଷା ଥାଏ ବୋଲି କୁହାଯାଏ। ବହୁଥିର ପ୍ରଥମ…

ଆଜି ‘ବିଗ୍‌ ବି’ଙ୍କ ଜନ୍ମଦିନ: ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ପୁରୀ ଅଫିସ,୧୧।୧୦: ଶୁକ୍ରବାର ମହାନାୟକ ତଥା ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଭଗବାନ ଜଗନ୍ନାଥ ଆପଣଙ୍କୁ ସୁସ୍ଥ ଜୀବନ ସହ ଦୀର୍ଘାୟୁ କରନ୍ତୁ।…

ଆଉ ଏକାଠି ଫଟୋ ଉଠାଇବେନି ସାରା-କାର୍ତ୍ତିକ

ଆଜିକାଲି ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ଯ୍ୟନଙ୍କୁ ବିଭିନ୍ନ ସ୍ଥାନରେ ସାଙ୍ଗ ହୋଇ ବୁଲିବା ଦେଖିବାକୁ ମିଳୁଛି। ଦୁଇଜଣ ଫିଲ୍ମ ‘ଲଭ୍‌ ଆଜ୍‌ କଲ -୨’ର ଶୁଟିଂ ମଧ୍ୟ ନିକଟରେ ସାରିଛନ୍ତି। ଶୁଟିଂ ସମୟରେ ଶୁଣିବାକୁ ମିଳିଥିଲା ଦୁହେଁ ଦୁହିଁଙ୍କୁ…

ବାଲିମେଳାରେ ଜବାହର ନବୋଦୟ ବିଦ୍ୟାଳୟ-୨ ଲୋକାର୍ପିତ

କୋରୁକୋଣ୍ଡା, ୧୧।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନ୍‌ଏସିରେ ନୂତନଭାବେ ନିର୍ମିତ ଜବାହର ନବୋଦୟ ବିଦ୍ୟାଳୟ-୨ ଗୁରୁବାର ସ୍ଥାନୀୟ ଟାଉନହଲଠାରେ ଲୋକାର୍ପଣ ହୋଇଯାଇଛି। ୨୬ କୋଟି ୧୩ ଲକ୍ଷ ଟଙ୍କା ଅର୍ଥ ବ୍ୟୟରେ ନିର୍ମିିତ ଏହି ବିଦ୍ୟାଳୟ ଗୃହକୁ…

ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଶାନ୍ତି ନୋବେଲ ପୁରସ୍କାର

ଷ୍ଟକହୋମ୍‌,୧୧।୧୦: ଇଥିଓପିଆ ପ୍ରଧାନମନ୍ତ୍ରୀ ଅବି ଅହମ୍ମଦ ଅଲ୍ଲିଙ୍କୁ ଶାନ୍ତି ପାଇଁ ୨୦୧୯ର ନୋବେଲ ପୁରସ୍କାର ଦିଆଯାଇଛି। ଇଥିଓପିଆର ଚୀର ଶତ୍ରୁ ଇରିଟ୍ରିଆ ସହ ଚାଲିଥିବା ସଂଘର୍ଷର ସରଳ ସମାଧାନ କରିଥିବାରୁ ତାଙ୍କୁ ଏହି ଶାନ୍ତି ପୁରସ୍କାର ଦିଆଯାଇଛି। ଚୟନକର୍ତ୍ତାଙ୍କ ମତଥିଲା ଅବି…

ଦିଲ୍ଲୀ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୧।୧୦: ରାଜଧାନୀ ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଥିବା କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପବନର ତୀବ୍ର ବେଗ ଯୋଗୁ ଏହି ନିଆଁ ବିକରାଳ ରୂପ ନେଇ ଚାରିଆଡେ ବ୍ୟାପି ଯାଇଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ…

କଶ୍ମୀର ମାମଲାରେ ଟ୍ରମ୍ପକୁ ବି ହସ୍ତକ୍ଷେପ କରିବାକୁ ଦେଇ ନାହାଁନ୍ତି ମୋଦି: ଶାହ

ବୁଲଧାନା,୧୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାର ପ୍ରଚାରକୁ ଏବେ ଓହ୍ଲାଇଛନ୍ତି ବହୁ ହେଭିଓ୍ବେଟ ନେତା। ଶୁକ୍ରବାର ଭାଜପାର ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାାହ। ମହାରାଷ୍ଟ୍ରର ଚିଖଲିଠାରେ ଆୟୋଜିତ ଏକ ନିର୍ବାଚନ ରାଲିରେ…

ଆସାଇନ୍‌ମେଣ୍ଟ ବଦଳରେ ଚିରା କାଗଜ ଦେଇ ଛାତ୍ର ପାଇଲେ ‘ଏ’ ଗ୍ରେଡ୍‌, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସ୍କୁଲ,କଲେଜରେ ପଢ଼ିବା ସମୟରେ ଆପଣଙ୍କୁ ଆସାଇନ୍‌ମେଣ୍ଟ ଲେଖିବାକୁ କୁହାଯାଇଥିବ ନିଶ୍ଚିତ। ଅଧିକ ନମ୍ବର ପାଇବା ପାଇଁ ଦିନରାତି ଏକ କରି ଆସାଇନ୍‌ମେଣ୍ଟ ଲେଖିବାକୁ ପଡ଼ିଥାଏ। କିନ୍ତୁ ଜଣେ ଛାତ୍ର ତାଙ୍କ ଶିକ୍ଷୟିତ୍ରୀଙ୍କୁ କିଛି ଚିରା କାଗଜର ଆସାଇନ୍‌ମେଣ୍ଟ ଧରାଇଥିଲେ ମଧ୍ୟ ତାଙ୍କୁ…

ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି

ଚେନ୍ନାଇ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ବୈଠକ ପାଇଁ ଚେନ୍ନାଇରେ ପହଞ୍ଚି ସାରିଛନ୍ତି। ମହାବଳିପୁରମ ଗସ୍ତ କରି ସେଠାରେ କିଛି ସମୟ ମଧ୍ୟରେ ଏହି ବୈଠକରେ ଯୋଗଦେବେ। ଏହାପରେ ସନ୍ଧ୍ୟାରେ ମୋଦି ତାଙ୍କ…

ଲାହୋର କୋର୍ଟରେ ହାଜର ହେଲେ ଶରିଫ

ଲାହୋର,୧୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶୁକ୍ରବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଗିରଫ କରିଥିବା ଜଣାପଡିଛି। ଏହାପରେ ତାଙ୍କୁ ଲାହୋରର ଏନ୍‌ଏବି କୋର୍ଟରେ ହାଜର କରାଯାଇଛି। ସୂଚନାଯୋଗ୍ୟ, ଶରିଫଙ୍କ ପରିବାର ସଦସ୍ୟଙ୍କ ନାଁରେ ଚିନି…

ବିଜେପୁର ଉପନିର୍ବାଚନ: ଗାଇସିଲେଟରୁ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

ବରଗଡ଼ ଅଫିସ/ଗାଇସିଲେଟ,୧୧।୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଗାଇସିଲେଟରୁ ଦଳୀୟ ପ୍ରାର୍ଥୀ ସନତ ଗଡତିଆଙ୍କ ପ୍ରଚାର ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଲପାଲିରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?