Home

ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣରେ ମେଜର ଶହୀଦ

ଶ୍ରୀନଗର,୧୭।୬: ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ମେଜର ଶହୀଦ ହୋଇଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଏଥିସହ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି।…

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସାନିଆ ମିର୍ଜାଙ୍କ ସହ ପାର୍ଟି କରୁଥିଲେ ପାକିସ୍ତାନ ଖେଳାଳି

ଲଣ୍ଡନ, ୧୭।୬: ବିଶ୍ୱକପର ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲ୍‌ଟେଜ୍‌ ମ୍ୟାଚ୍‌ ରବିବାର ମାଞ୍ଚେଷ୍ଟରରେ ଖେଳାଯାଇଥିଲା। ଏଥିରେ ଭାରତ ୮୯ରନରେ ପାକିସ୍ତାନକୁ ପରାସ୍ତ କରିଥିଲା। ବିଶ୍ୱକପରେ ଭାରତଠାରୁ ଲଗାତର ୭ ଥର ପରାଜୟବରଣ କରିବା ପରେ ପାକିସ୍ତାନରେ ନିଆଁ ଜଳିଛି। କେଉଁଠି…

ପାକିସ୍ତାନର କୋଚ ହେବାକୁ ଚାହୁଁଛନ୍ତି ରୋହିତ ଶର୍ମା

ଲଣ୍ଡନ, ୧୭।୬: ବିଶ୍ୱକପରେ ପାକିସ୍ତାନକୁ ଲଗାତର ୭ମ ଥର ପରାସ୍ତ କରିବା ପରେ ଚାରିଆଡେ ଭାରତୀୟ ଦଳର ଚର୍ଚ୍ଚା ହେଉଛି। ରବିବାର ପାକିସ୍ତାନକୁ ୮୯ରନରେ ପରାସ୍ତ କରିବାରେ ରୋହିତ ଶର୍ମା ମୁଖ୍ୟ ଭୂମିକା ନିଭାଇ ଥିଲେ। ଶିଖର ଧାଓ୍ବନଙ୍କ ଅନୁପସ୍ଥିତିରେ ଲୋକେଶ…

ମାଓବାଦୀ ଅପରେଶନରେ ସୁବିଧା ପାଇଁ ଯବାନଙ୍କୁ ଦିଆଯିବ ଗୋଣ୍ଡି ଭାଷା ଶିକ୍ଷା

ରାୟପୁର,୧୭।୬: ଏଣିକି ମାଓବାଦୀ ଅପରେଶନ୍‌ରେ ନିୟୋଜିତ ଥିବା ଯବାନଙ୍କୁ ଗୋଣ୍ଡି ଭାଷା ଶିକ୍ଷା ଦିଆଯିବ। ମାଓବାଦୀମାନେ ଏହି ଜନଜାତି ଭାଷାରେ କଥାବାର୍ତ୍ତା ହେଉଥିବାରୁ ସେମାନଙ୍କ ଗତବିଧି ସମ୍ପର୍କରେ ସୂଚନା ମିଳିବା ଯବାନଙ୍କ ଲାଗି କଷ୍ଟକର ହେଉଛି। ତେଣୁ ବସ୍ତର ଅଞ୍ଚଳରେ ନିୟୋଜିତ…

୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ: ସଂସଦରେ ପହଞ୍ଚିଲେ ଏହିସବୁ ଫିଲ୍ମ ଷ୍ଟାର୍‌

ନୂଆଦିଲ୍ଲୀ, ୧୭।୬:ଆରମ୍ଭ ହୋଇଛି ୧୭ତମ ଲୋକସଭାର ପ୍ରଥମ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ଏମପିମାନେ ଶପଥ ନେଇଛନ୍ତି। ଏଥର ସଂସଦକୁ ବହୁ ସିନେଷ୍ଟାର୍‌ ନିର୍ବାଚିତ ହୋଇ ଆସିଛନ୍ତି। ଆସନ୍ତୁ ନବନିର୍ବାଚିତ ସାଂସଦଙ୍କ ଉପରେ ନଜର ପକାଇବା.. ୧- ଉତ୍ତର…

ଯୁବକଙ୍କ ପେଟରୁ ନେଲ୍‌କଟର, ଚିଲମ ସମେତ ୫୦ ପ୍ରକାରର ଜିନିଷ ବାହାର କଲେ ଡାକ୍ତର

ଉଦୟପୁର,୧୭।୬: ରାଜସ୍ଥାନରୁ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିିଛି। ଶନିବାର ଉଦୟପୁର ହସ୍ପିଟାଲରେ ଡାକ୍ତର ଜଣେ ୨୪ ବର୍ଷୀୟ ଯୁବକ ଗଜେନ୍ଦ୍ରଙ୍କ ଅପରେଶନ୍‌ କରିଥିଲେ। ଅପରେଶନ୍‌ ସମୟରେ ଡାକ୍ତର ଯୁବକଙ୍କ ପେଟରୁ ୫୦ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ତାଙ୍କ…

ଯାଦୁ କୌଶଳ ଦେଖାଇବା ସମୟରେ ଗଙ୍ଗା ନଦୀରେ ବୁଡ଼ିଗଲେ ଯାଦୁକର

କୋଲକତା,୧୭।୬: ଜଣେ ଯାଦୁକରଙ୍କୁ ଯାଦୁ କୌଶଳ ଦେଖାଇବା ମହଙ୍ଗା ପଡ଼ିଛି। ସେ ଗଙ୍ଗା ନଦୀରେ ବୁଡ଼ି ଯାଇଛନ୍ତି। ଉଦ୍ଧାରକାରୀ ଦଳ ତାଙ୍କର ସନ୍ଧାନ ଜାରି ରଖିଛନ୍ତି। ୪୧ ବର୍ଷ ବୟସ୍କ ଯାଦୁକର ଚଞ୍ଚଳ ଲାହିରୀ ନିଜର ହାତଗୋଡ଼ ବାନ୍ଧି ଏକ ବାକ୍ସରେ…

ବଜେଟ୍‌ ଅଧିବେଶନର ପ୍ରଥମ ଦିନ: ଲୋକ ସଭାରେ ରାହୁଲ ଅନୁପସ୍ଥିତ

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ୍‌ ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅନୁପସ୍ଥିତ ରହିଛନ୍ତି। ସେ କେରଳର ଓ୍ବାୟନାଡ୍‌ ଗସ୍ତରୁ ଆସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ରାଷ୍ଟ୍ରୀୟ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ସ୍ବାସ୍ଥ୍ୟସେବା ବ୍ୟାହତ, ସାଧାରଣରେ ଅସନ୍ତୋଷ

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରମାନେ ଭାରତୀୟ ମେଡିକାଲ ଡାକ୍ତର ସଂଘ (ଆଇଏମ୍‌ଏ)ର ଦେଶବ୍ୟାପୀ ଆନ୍ଦୋଳନ ଡାକରାରେ ସାମିଲ ହୋଇଛନ୍ତି। ଫଳରେ ଦିଗପହଣ୍ଡିରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇଛି। ସୋମବାର ସକାଳୁ ବହୁ ରୋଗୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ…

ଶୋଷ ମେଣ୍ଟିବାକୁ ପାଣି ନାହିଁ, ଆତ୍ମହତ୍ୟା ପାଇଁ ଅନୁମତି ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ଗୁହାରିକଲେ ପରିବାର

ଲକ୍ଷ୍ନୌ, ୧୭।୬: ସାରା ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ବିହାରରେ ଅଂଶୁଘାତରେ ୭୩ ଜଣଙ୍କ ପ୍ରାଣ ଗଲାଣି। ବିଭିନ୍ନ ସ୍ଥାନରେ ପାଣି ସମସ୍ୟା ଦେଖାଦେଇଛି। ଉତ୍ତର ପ୍ରଦେଶର ହତରସର ଏକ ପରିବାର ଶୋଷ ମଣ୍ଟେଇବାକୁ ପାଣି ନାହିଁ ବୋଲି ଆତ୍ମହତ୍ୟା…

୧୩୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କଂଗ୍ରେସର ଅସ୍ଥିତ୍ୱ ସଙ୍କଟଗ୍ରସ୍ତ!

ନୂଆଦିଲ୍ଲୀ,୧୭।୬: ସୋମବାରଠାରୁ  ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଚଳିତ ଥର ଲୋକସଭାରେ କଂଗ୍ରେସ ଦଳର ୫୨ ଜଣ ସଦସ୍ୟ ରହିଛନ୍ତି। ଏହା ପୂର୍ବରୁ ୨୦୧୪ରେ ଦଳର ସଦସ୍ୟ ସଂଖ୍ୟା ୪୪ ଥିଲା। ଲୋକ ସଭାରେ ବିରୋଧୀ ଆସନରେ ବସିବା…

ଭୁବନରେ ଦେବସ୍ନାନ ପୂର୍ଣ୍ଣିମା

ଭୁବନ,୧୭ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି । ସକାଳେ ସମସ୍ତ ନୀତିକାନ୍ତି ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଯାଇଥିଲା। ଘଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri