କୋହଲିଙ୍କୁ ଆଲିଙ୍ଗନ କଲେ ରଣବୀର
ଲଣ୍ଡନ, ୧୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପର ଏକ ମ୍ୟାଚ୍ରେ ଭାରତ ପାକିସ୍ତାନକୁ ୮୯ ରନ୍ରେ ପରାସ୍ତ କରିଛି। ରବିବାର ଅନୁଷ୍ଠିତ ଏହି ହାଇଭୋଲଟେଜ୍ ମ୍ୟାଚ୍ ଦେଖିବା ପାଇଁ ଷ୍ଟାଡିୟମରେ ବହୁ ଭାରତୀୟ ସେଲିବ୍ରିଟି ଉପସ୍ଥିତ ଥିଲେ। ସ୍ରେଫ୍ ଅଲ୍ଲୀ ଖାନଙ୍କଠାରୁ…
ଦିଲ୍ଲୀରେ ଅଟୋ ଡ୍ରାଇଭର-ପୋଲିସ ମୁହାଁମୁହିଁ: ନିରପେକ୍ଷ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ମୁଖାର୍ଜୀ ନଗର ଅଞ୍ଚଳରେ ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ କିଛି ପୋଲିସ କିଛି ବ୍ୟକ୍ତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଏକ ଅଟୋ ପୋଲିସ ଗାଡ଼ି ସହ ଧକ୍କା ହୋଇଥିଲା। ହଠାତ୍ ଅଟୋ…
କ୍ରିକେଟର ଗୁଗୁଲ ବୟ
ଜୟପୁର, ୧୭।୬: ଏବେ ସାରା ବିଶ୍ୱରେ ଚାଲିଛି କ୍ରିକେଟ୍ ଫିବର୍। ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପକୁ ନେଇ କିଏ ଭବିଷ୍ୟବାଣୀ କଲେଣି ତ ଆଉ କିଏ ବିଶ୍ୱକପ୍ ଇତିହାସକୁ ନେଇ ଚର୍ଚ୍ଚା କରୁଛନ୍ତି। ରାଜସ୍ଥାନର ଜୟପୁରରେ ଜଣେ ୧୨ ବର୍ଷୀୟ ଛାତ୍ର…
ପିତାଙ୍କୁ ମୁଖାଗ୍ନି ଦେଇ ୧୨ ବର୍ଷର ଝିଅ କାନ୍ଦି କାନ୍ଦି କହିଲେ ‘ହାପି ଫାଦର୍ସ ଡେ’
ଇନ୍ଦୋର,୧୭।୬: ମଧ୍ୟପ୍ରଦେଶ ଇନ୍ଦୋରର ରିଜିଓନାଲ ପାର୍କ ମୁକ୍ତିଧାମ ଶ୍ମଶାନରେ ଦେଖିବାକୁ ମିଳିଛି ଏକ କରୁଣ ଦୃଶ୍ୟ। ଏଠାରେ ୩୮ ବର୍ଷ ବୟସ୍କ ବ୍ୟବସାୟୀ ଜୟ ଓ୍ବାଟଓ୍ବାନୀଙ୍କ ଅନ୍ତିମ ସଂସ୍କାର ସମୟରେ ତାଙ୍କ ୧୨ ବର୍ଷ ବୟସ୍କା ଝିଅ ଖୁସି ମୁଖାଗ୍ନି ଦେଇଥିଲେ। …
ଆଇଏସଆଇ ମୁଖ୍ୟ ହେଲେ ଫୈଜ ଅହମ୍ମଦ
ଇସଲମାବାଦ, ୧୭।୬: ପାକିସ୍ତାନ ସେନାରେ ରବିବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଆଇଏସଆଇ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ୍ ଜେନେରାଲ ଫୈଜ ହମିଦଙ୍କୁ ନିଯୁକ୍ତି ଦିଆଯାଇଛି। କଠୋରପନ୍ଥୀ ନେତା ଭାବେ ଜଣାଶୁଣା ଫୈଜ ଆସିମ ମୁନିରଙ୍କ ସ୍ଥାନ ନେଇଛନ୍ତି। ଆଇଏସଆଇ ମୁଖ୍ୟଙ୍କ କାର୍ଯ୍ୟକାଳ…
ଗଛରେ ଆର୍ବିଭାବ ହେଲା ଭଗବାନଙ୍କ ଆକୃତି: ଲୋକେ ଏହାକୁ କରିଦେଲେ ମନ୍ଦିର
କୋଏମ୍ବାଟୁର,୧୭।୬: ତାମିଲନାଡୁର କୋଏମ୍ବାଟୁରରେ ଏକ ରାସ୍ତାକଡ଼ରେ ଥିବା ଗୁଲମୋହର ଗଛରେ ଭଗବାନଙ୍କ ଗଣେଷଙ୍କ ଆକୃତି ଦେଖି ଲୋକେ ଏହାକୁ ପୂଜା କରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗଛର କାଣ୍ଡରେ ଗଣେଷଙ୍କ ଏକ ଆକୃତି ହେବା ପରେ ସ୍ଥାନୀୟ ଲୋକେ ସେଠାରେ ଭଗବାନଙ୍କ…
ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍ ଓ୍ବାରେଣ୍ଟ୍ ଜାରି କଲା ପାକିସ୍ତାନ କୋର୍ଟ
ଇସଲାମାବାଦ୍, ୧୭।୬: ପାକିସ୍ତାନର ରାଓ୍ବଲପିଣ୍ଡିର ଏକ କୋର୍ଟ ଜଣେ ମାନସିକ ରୋଗଗ୍ରସ୍ତ ଯୁବକଙ୍କ ଲାଗି ଡେଥ୍ ଓ୍ବାରେଣ୍ଟ୍ ଜାରି କରିଛି। ଯୁବକଙ୍କୁ ଫାଶିଦଣ୍ଡ ଦିଆଯିବ ବୋଲି କୁହାଯାଉଛି। ଗୁଲାମ୍ ଅବ୍ବାସ୍ ନାମକ ୩୬ ବର୍ଷ ବୟସ୍କ ଯୁବକ ୨୦୦୬ରେ ତାଙ୍କ ପଡ଼ୋଶୀଙ୍କୁ…
ଭାରତର ବିଜୟକୁ ନେଇ କ’ଣ ବୁଝିଲେ ତୈମୁର
ଲଣ୍ଡନ,୧୭।୬: ସୈଫ ଅଲ୍ଲି ଖାଁ ଓ କରୀନା କପୁର ଖାଁଙ୍କ ଲାଡ୍ଲା ତୈମୁର ଅଲ୍ଲି ଖାଁ ଇଣ୍ଟରନେଟରେ ଏବେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ତାଙ୍କର କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। ହେଲେ ଏବେ ତାଙ୍କର…
ପାକିସ୍ତାନ ବିପକ୍ଷରେ ଭାରତର ବିଜୟ: ଅମିତ ଶାହ କହିଲେ, ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍
ନୂଆଦିଲ୍ଲୀ, ୧୭।୬: ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମହାବିଜୟ ପରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି ବହୁ ରାଜନେତା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭାରତୀୟ ଦଳର ବିଜୟରେ ଖୁସି ବ୍ୟକ୍ତ କରି…
ଏମ୍ପି ଭାବେ ଶପଥ ନେଲେ ମୋଦି
ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦିଙ୍କ ପରେ ରାଜନାଥ ସିଂ…
ପାକିସ୍ତାନ ବିପକ୍ଷରେ ଭାରତର ବିଜୟକୁ ନେଇ ଏମିତି ଟୁଇଟ୍ କଲେ ସଲମାନ
ଚଳିତ ଆଇସିସି ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଭାରତକୁ ଏହି ବିଜୟ ଆଣି…
ଲୋକ ସଭା ବାଚସ୍ପତି ଦୌଡ଼ରେ ୫ ବରିଷ୍ଠ ସଦସ୍ୟ
ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବାଚସ୍ପତି ନିର୍ବାଚନ ଜୁନ୍ ୧୯ରେ ହେବ। ଏହି ପଦବୀ ପାଇଁ ଭାଜପାର ୫ ସଦସ୍ୟଙ୍କ ନାମ ନେଇ ବେଶ୍ ଚର୍ଚ୍ଚା ହେଉଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ମାନେକା ଗାନ୍ଧୀ, ରାଧାମୋହନ ସିଂ, ଏସ୍ଏସ୍ ଆଲୁଓ୍ବାଲିଆ, ବୀରେନ୍ଦ୍ର…
Archives


