Home

ରେଳପଥରେ ସୁନା ସ୍ମଗ୍‌ଲିଂ : ୧୨.୯ କେଜି ସୁନା ଜବତ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ) : ଓଡ଼ିଶା ଦେଇ ଚାଲିଛି ସୁନା ସ୍ମଗ୍‌ଲିଂ। ବିମାନ ବନ୍ଦରରେ କଷ୍ଟମ ବିଭାଗର କଡ଼ା ଯାଞ୍ଚ ପରେ ଏବେ ସୁନା ମାଫିଆମାନେ ରେଳପଥକୁ ସୁରକ୍ଷିତ ମାଧ୍ୟମ କରିଦେଇଛନ୍ତି। ଗୁରୁବାର ମୁମ୍ବାଇରୁ ହାଓଡ଼ାକୁ ଯାଉଥିବା ଜ୍ଞାନେଶ୍ୱରୀ ଏକ୍ସପ୍ରେସ(ନଂ.୧୨୧୦୨)ରୁ ୧୨.୯ କେଜି ସୁନା…

ପୂଜା ପଦ୍ଧତି ଉପରେ ପ୍ରଶ୍ନ ଉଠାଇବା ଠିକ୍‌ ନୁହେଁ: ରାଜନାଥ ସିଂ

ନୂଆଦିଲ୍ଲୀ,୧୧।୧୦: ରାଫାଲ ବିମାନ ଗ୍ରହଣ କରିବା ବେଳେ ‘ଶସ୍ତ୍ର ପୂଜା’କୁ ନେଇ ସମାଲୋଚକଙ୍କୁ ଜବାବ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଫ୍ରାନ୍ସରୁ ସ୍ବଦେଶ ଫେରି ରାଜନାଥ କହିଛନ୍ତି, ପୂଜା ପଦ୍ଧତି ଉପରେ ପ୍ରଶ୍ନବାଚୀ ଉଠାଇବା ଠିକ ନୁହଁ। ଏହା ଆମର…

ଆଜି ବିଜେପୁରରେ ପ୍ରଚାର କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡିଶା ଆସିବେ। ସେ ସକାଳ ୧୧ଟାରେ ବରଗଡ ଜିଲା ଗାଇସିଲଟ ବ୍ଲକ ତଳପାଲିଠାରେ ଏକ ସାଧାରଣ ସଭାରେ ଯୋଗଦେବେ। ଏହାପରେ ଅପରାହ୍ନ ୧ଟାରେ ବିଜେପୁର ବ୍ଲକ ଲାଉମୁଣ୍ଡାଠାରେ…

ଆଜିଠାରୁ ବଢ଼ିବ ପାହାଳ ମିଠା ଦର

ବାଲିଅନ୍ତା,୧୧।୧୦(ଡି.ଏନ୍‌.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ ହୋଇପାରୁ ନ ଥିବାରୁ ଦୁଇ ଦିନ ହେବ ପାହାଳର ମିଠା ବଜାରରେ ଥିବା ପ୍ରାୟ…

ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି

ଢାକା,୧୧।୧୦:ବାଲାଂଦେଶର ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି ହୋଇଛି। ଢାକାର ଏକ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ୟୁନୁସଙ୍କ କମ୍ପାନୀରେ କାମ କରୁଥିବା କର୍ମଚାରୀଙ୍କ ବରଖାସ୍ତକୁ ନେଇ କୋର୍ଟରେ ମାମଲା ଚାଲିଥିଲେ ମଧ୍ୟ…

ଚୋରା ପଥର ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର କାରବାର : ୨ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ ଗିରଫ କଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନଠାରୁ ଆରମ୍ଭ କରି ବେଆଇନ ଅସ୍ତ୍ରଶସ୍ତ୍ର କାରବାରରେ ସଂପୃକ୍ତ ୨ ମୋଷ୍ଟ ଓ୍ବାଣ୍ଟେଡ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ନାରାୟଣ ନଗର ଅଞ୍ଚଳର ପ୍ରଫୁଲ ନାୟକ…

ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର ହବିଷିଆଳି…

ମହାତ୍ମା ଗାନ୍ଧୀଙ୍କ ସମ୍ମାନରେ ମୁଦ୍ରା ଜାରି କରିବ ବ୍ରିଟେନ

ଲଣ୍ଡନ,୧୧।୧୦:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ସମ୍ମାନର୍ଥେ ମୁଦ୍ରା ଜାରି କରିବାର ନିଷ୍ପତ୍ତି ନେଇଛି ବ୍ରିଟେନ। ବ୍ରିଟିଶ୍‌ ଏସିଆନ ସକସେକ୍ସ ଉପରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ବ୍ରିଟେନର ଅର୍ଥମନ୍ତ୍ରୀ ସାଜିଦ ଜାବିଦ ଏହି ସୂଚନା…

ଓଟିଇଟି ଆନ୍‌ସର-କି ରେ ତ୍ରୁଟି ଅଭିଯୋଗ ପ୍ରସଙ୍ଗ : ଚ୍ୟାଲେଞ୍ଜ ଅବଧି ୧୩କୁ ବୃଦ୍ଧି

ଭୁୁବନେଶ୍ୱର,୧୧।୧୦(ବ୍ୟୁରୋ) : ରାଜ୍ୟର ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ସାଂଘାତିକ ତ୍ରୁଟି ଦୃଷ୍ଟିଗୋଚର ହେଉଛି। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଖାଦେଇଛି ତୀବ୍ର ଅସନ୍ତୋଷ। ବର୍ଷ ଆରମ୍ଭରୁ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ନେଇ…

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,,୧୧।୧୦(ବ୍ୟୁରୋ) : ଆସନ୍ତା୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ…

ଅପରାହ୍ନ ୪ଟାରେ ବାନା ବନ୍ଧା

ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ ଶ୍ରୀମନ୍ଦିର…

ଏହି ଅଭିନେତ୍ରୀଙ୍କ ଜୋତା ଉଠାଇଥିଲେ ଅମିତାଭ ବଚ୍ଚନ

ଆଜି ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ୭୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୨ ମସିହା, ଅକ୍ଟୋବର ୧୧ରେ ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଜନ୍ମଗ୍ରହଣ କରିଥିଲେ ସେ। ୨ ଦଶନ୍ଦି ଧରି ମନୋରଞ୍ଜନର ଖୋରାକ ଯୋଗାଇଥିବା ବଲିଉଡର ଏହି ମହାନାୟକ ୧୯୬୯ରେ ‘ସାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?