କାଶ, କଫ ଭଲ କରେ ଗୋଲମରିଚ
ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ଗୋଲମରିଚକୁ କୌଣସି ଔଷଧ ସହ ସେବନ କଲେ ତାହା ଔଷଧର ପ୍ରଭାବକୁ ବୃଦ୍ଧି…
ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ
ସାକ୍ଷୀଗୋପାଳ, ୨୨।୮(ଡି.ଏନ୍.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର…
ବିଶ୍ୱର ସବୁଠୁ ଲମ୍ବା ଜିଭ ଥିବା ବ୍ୟକ୍ତି
ଦୁନିଆରେ ଏଭଳି କିଛି ଲୋକଙ୍କୁ ଦେଖିଥିବେ, ଯେଉଁମାନେ ନିଜର ଅଦ୍ଭୁତ କଳା କାର୍ନାମା ପାଇଁ ବିଶ୍ୱବାସୀଙ୍କୁ ଚକିତ କରି ରଖିଥାନ୍ତି। ଏମିତି ଜଣେ ବ୍ୟକ୍ତି ହେଲେ ନେପାଳର ଯଜ୍ଞ ବାହାଦୂର କଟୁୱାଲ୍। ଶୁଣିବାକୁ ମିଳୁଛି, ବ୍ୟକ୍ତିଙ୍କ ଜିଭ ଏତେ ଲମ୍ବା ଯେ…
ଛାତ୍ର ସଂସଦ ନିର୍ବାଚନ ବାତିଲ: କଲେଜ, ବିଶ୍ୱବିଦ୍ୟାଳୟକୁ ଜଣାଇଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ୱର,୨୨।୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏ ନେଇ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳାଧିପତି, ସମସ୍ତ ସରକାରୀ…
ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲା:୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ ବଳାତ୍କାର କରିଥିଲେ। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ ନେଇ…
ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ
ମାଲକାନଗିରି, ୨୨।୮ (ଡି.ଏନ୍.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଜ୍ଞା ନଳିନୀ ମିଶ୍ର ଅଭିଯୁକ୍ତ ପର୍ଶୁରାମ ପଡିଆମୀଙ୍କୁ ଆଜୀବନ କାରାଦଣ୍ଡ…
ଏସ୍ଏଚ୍ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କଲେ ଚାଷୀ
ଜୟପୁର,୨୨ା୮(ଡି.ଏନ୍.ଏ./ନି.ପ୍ର.): ଜୟପୁର ବ୍ଲକ କଙ୍ଗା ଓ ଜାମୁଣ୍ଡା ପଞ୍ଚାୟତର ଚାଷୀଙ୍କ ଖରିଫ ଧାନ ଅମଳ ପରେ ମଣ୍ଡିରେ ଏହାକୁ ସ୍ବୟଂ ସହାୟକ ଗୋଷ୍ଠୀ କିଣିବେ। ଜିଲା ପ୍ରଶାସନ ନେଇଥିବା ଏଭଳି ନିଷ୍ପତ୍ତିକୁ ଏବେ ବିରୋଧ ଆରମ୍ଭ ହୋଇଛି। ଉଭୟ ପଞ୍ଚାୟତର କେତେକ…
ସାବିତ୍ରୀଙ୍କ ପ୍ରଶ୍ନ: ୭୫ ହେଲାଣି, କୋଉ ବୟସରେ ମିଳିବ ଆବାସ
କୁନ୍ଦୁରା,୨୨ା୮(ଡି.ଏନ୍.ଏ.): ବୟସ ପ୍ରାୟ ୭୫ ପାଖାପାଖି । ଚାଲିବାକୁ ଅସମର୍ଥ ହୋଇପଡିଥିବା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ନ ଯାଇ ଧଇଁସଇଁ ହୋଇ ବଞ୍ଚତ୍ଛନ୍ତି, ଚାଲିଛନ୍ତି ସାବିତ୍ରୀ। କୋରାପୁଟ ଜିଲା କୁନ୍ଦୁରା ବ୍ଲକ ନବଗଠିତ ପଖନାଗୁଡା ସଦର ମହକୁମାର ସାବିତ୍ରୀ ବିଷୋୟୀ। ଭଙ୍ଗାରୁଜା…
୨୦୧୮-୧୯ ଆର୍ଥିକ ବର୍ଷ : ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୪୨୭ କୋଟି ସେସ୍ ସଂଗୃହୀତ
ଭୁବନେଶ୍ୱର,୨୨।୮(ବ୍ୟୁରୋ)- ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୨୭ କୋଟି ଟଙ୍କାର ସେସ୍ ସଂଗୃହୀତ କରାଯାଇଛି, ଯାହାକି ବିଗତ ବର୍ଷଗୁଡ଼ିକ ତୁଳନାରେ ସର୍ବାଧିକ। କଲ୍ୟାଣ ବୋର୍ଡର ଅଦ୍ୟାବଧି ମୋଟ ୧୯୨୦ କୋଟି ଟଙ୍କା ସେସ୍ ସଂଗୃହୀତ ହୋଇଛି…
ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ…
ଜୋନାଥନ ହଲ୍ ଆଇସିସିର ଜେନେରାଲ କନସେଲ୍
ଦୁବାଇ, ୨୨ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଗୁରୁବାର ଜେନାଥନ ହଲ୍ଙ୍କୁ ଏହାର ଜେନେରଲ କନ୍ସଲ ଏବଂ କମ୍ପାନୀ ସେକ୍ରେଟାରୀ ଭାବେ ମନୋନୀତ କରିଛି। ହଲ୍ଙ୍କର ଲୌରିଅସ୍ ଏବଂ ୟୁନିୟନ ଅଫ୍ ୟୁରୋପିଆନ ଫୁଟ୍ବଲ ଆସୋସିଏଶନ୍ସ (ୟୁଫା) ସମେତ ବହୁ…
ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ
କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା ମରଣଯନ୍ତା ପାଲଟି ଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯାଉ…
Archives


