ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ
କଟକ ଅଫିସ, ୧୯।୯: କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ…
ଛୁରି ଭୁସିି ଯୁବକଙ୍କୁ ହତ୍ୟା
କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି…
ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ
କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ…
ପୁଣି ବିବାଦରେ ଜିଲା ମୁଖ୍ୟ ଚିକିତ୍ସାଳୟ: ବେଡ୍ରୁ ରୋଗୀ ଗାଏବ
ଅନୁଗୋଳ ଅଫିସ, ୧୯।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀ ଅଙ୍ଗାରବନ୍ଧ ଗ୍ରାମର ଟିଙ୍କାରୁ ନାଏକ (୨୦) ହଠାତ୍ କେଉଁଆଡ଼େ ଚାଲିଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମେଡିକାଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ପାଇଁ ଏପରି ଘଟଣା ଘଟିଥିବା ଟିଙ୍କାରୁଙ୍କ…
ଇଣ୍ଡିପେଣ୍ଡେନ୍ସ କପ୍ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ: ଭାରତୀୟ ଦଳରେ ଓଡ଼ିଶାର ଆର୍ଯ୍ୟନ, ଆକାଶ, ରଞ୍ଜିତ
ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ଉଜବେକିସ୍ତାନର ତାସକେଣ୍ଟଠାରେ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ୨୮ତମ ଇଣ୍ଡିପେଣ୍ଡେନ୍ସ କପ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୩ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ…
ଭାଙ୍ଗିଗଲାଣି ତନଖି ଫାଟକ ଗୃହ
ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) – କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ ଆସୁନି। ବନ ବିଭାଗ ପକ୍ଷରୁ ତିଆରି ହୋଇଥିବା ଏହି ତନଖି ଫାଟକ ଓ ଗୃହ…
ଦ୍ୱିତୀୟ ଟି୨୦: ଭାରତର ସହଜ ବିଜୟ
ମୋହାଲି, ୧୯।୯(ପି.ଟି.)- ସ୍ଥାନୀୟ ପଞ୍ଜାବ କ୍ରିକେଟ ଆସୋସିଏଶନ (ପିସିଏ) ଆଇଏସ୍ ବିନ୍ଦ୍ରା ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ଭାରତ ୧-୦ରେ…
ଧରିତ୍ରୀ ପ୍ରଭାବ: ତାରରେ ନଦୀ ପାର ହେବା ଘଟଣା; ଗଦାପୁର ନଦୀ କୂଳରେ ପହଞ୍ଚିଲେ ବିଡିଓ, ସହକାରୀ ଯନ୍ତ୍ରୀ
ଚନ୍ଦ୍ରଗିରି,୧୯ା୯(ଡି.ଏନ.ଏ.)-ମୋହନା ବ୍ଲକର ଅତି ଦୁର୍ଗମ ଇଲାକାରେ ଅବସ୍ଥିତ ଗରଡମା ପଞ୍ଚାୟତର ରାଜଖମା ଗ୍ରାମ ନିକଟସ୍ଥ ଗଦାପୁର ନଦୀ। ଏହି ନଦୀରେ ପୋଲ ନାହିଁ। ଖରାଦିନେ ଏହା ଶୁଖିଲା ଥିବାରୁ ଲୋକେ ଚାଲି ଯାଇଥାନ୍ତି। ମାତ୍ର ବର୍ଷାଦିନ ଜଳସ୍ତର ବୃଦ୍ଧି ପାଏ। ପ୍ରାୟ…
ଓସିଏ ନିର୍ବାଚନ: ପ୍ରାର୍ଥୀ ଘୋଷଣାକୁ ନେଇ ଛକାପଞ୍ଝା
କଟକ ଅଫିସ,୧୯ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନର ନାମାଙ୍କନ ପତ୍ର ଦାଖଲକୁ ଆଉ ଗୋଟିଏ ଦିନ ବାକି । ୨୦ ତାରିଖ ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରାଯିବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି।…
ଟି-୨୦ରେ ଏହି ଭାରତୀୟ ବୋଲରଙ୍କ ନାଁରେ ଲଜ୍ଜାଜନକ ରେକର୍ଡ ରହିଛି
କ୍ରିକେଟରେ ତ ଅନେକ ରେକର୍ଡ ସୃଷ୍ଟି ହୁଏ ଏବଂ ଅନେକ ରେକର୍ଡ ଭାଙ୍ଗେ, ହେଲେ ଏମିତି କଛି ରେକର୍ଡ ଅଛି ଯାହାକୁ କୌଣସି ଖେଳାଳି କିମ୍ବା ଟିମ ନିଜ ନାଁରେ କରିବାକୁ ଚାହିଁବେ ନାହିଁ। ଏଭଳି ଏକ ଲଜ୍ଜାଜନକ ରେକର୍ଡ ଜଣେ…
୧କୋଟି ଖର୍ଚ୍ଚ ପରେ ବି ମିଳିଲାନି ପିଇବା ପାଣି
ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସରସତିଆ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାର ଅଳ୍ପ ଦିନ ପରେ ଏହା ଅଚଳ ହୋଇପଡିଛି। ବାରମ୍ବାର ଦାବି ସତ୍ତ୍ୱେ ଏହାର କରାମତି କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଭାଗୀୟ ଅଧିକାରୀମାନେ…
ନିଶ୍ଚିହ୍ନ ହୋଇଗଲା ୬୨ବର୍ଷ ତଳର ଫରେଷ୍ଟ ଚେକ ଗେଟ୍
ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀଠାରେ ଥିବା ୬୨ବର୍ଷ ତଳର ଫରେଷ୍ଟ ଚେକ ଗେଟକୁ ଉଠାଇ ଦିଆଯାଇଛି। ଏଥିଯୋଗୁଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଶାରିଶୂଆ ପାହାଡରୁ ଆସୁଥିବା ଲଘୁ ଖଣିଜ ଦ୍ରବ୍ୟ, ବନ୍ୟଜାତ ସାମଗ୍ରୀ ଇତ୍ୟାଦି…
Archives


