Home

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା ଓ ଏକତରଫା ନିଷ୍ପତ୍ତି ଲୋକଙ୍କୁ ଅଡ଼ୁଆରେ ପକାଉଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ – ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ, ସମ୍ବଳ ନ ଥାଇ ମୁଣ୍ଡଝାଳ ତୁଣ୍ଡରେ ମାରି ଯିଏ ପିଲାର ଭବିଷ୍ୟତ ପାଇଁ…

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର ଗତିପଥ ବଦଳି ଯାଇଥିଲା। ଫଳରେ ରାଜ୍ୟ ସରକାର ସ୍ଥାନାନ୍ତର ହୋଇଥିବା ପ୍ରାୟ ୩ ଲକ୍ଷ…

ମୁଣ୍ଡ ନୁଆଁଇଲେ ମମତା

ନୂଆଦିଲ୍ଲୀ,୧୬ା୬(ପି.ଟି.): ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଛି। ଏହାକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା ନିମନ୍ତେ ଡାକିଥିଲେ ହେଁ ଡାକ୍ତରମାନେ ତାହାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଅନ୍ୟପକ୍ଷରେ ଡାକ୍ତରଙ୍କ ସମସ୍ତ…

ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ବାଜିଲା ବିଗୁଲ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଓଡ଼ିଶାର ଖାଲିପଡ଼ିିଥିବା ୩ଟି ରାଜ୍ୟ ସଭା ଆସନରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ଶନିବାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ ଆସନ୍ତା ୧୮ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରାର୍ଥୀମାନେ ନାମାଙ୍କନ…

ମେଟ୍ରୋ ଟ୍ରେନ ଯାତ୍ରା ଲାଗି ଆସିବ ଏକକ କାର୍ଡ

ନୂଆଦିଲ୍ଲୀ,୧୬-୬: ମେଟ୍ରୋ ରେଳ ଯାତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଖୁବଶୀଘ୍ର ଏକ ନୂଆ କାର୍ଡ ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ମେଟ୍ରୋ ରେଳରେ ଯାତ୍ରା କରିହେବ। ଏହା ପ୍ରଚଳନରେ ଥିବା ଓ୍ବନ୍‌ ନେଶନ-ଓ୍ବନ୍‌ କାର୍ଡଠାରୁ ସମ୍ପୂର୍ଣ୍ଣ ଭିନ୍ନ ହେବ। ଓ୍ବନ୍‌…

ପଙ୍କପାଳରେ ମାଙ୍କଡ଼ ଆତଙ୍କ: ଭୟରେ ହନୁମାନଙ୍କ ପୂଜା କଲେ ଗ୍ରାମବାସୀ

କୁଜଙ୍ଗ,୧୬ା୬(ସ୍ବ.ପ୍ର.): ଦୀର୍ଘ ଏକ ମାସ ହେଲା ପଙ୍କପାଳରେ ଆତଙ୍କ ସୃଷ୍ଟି କରିଥିବା ଏକ ମାଙ୍କଡ଼କୁ ନେଇ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଇତିମଧ୍ୟରେ ମାଙ୍କଡ଼ ଆକ୍ରମଣରେ ୨୧ରୁ ଊର୍ଦ୍ଧ୍ୱ ଲୋକ ଆହତ ହେଲେଣି। ସବୁ ପ୍ରକାର ଉଦ୍ୟମ ସତ୍ତ୍ୱେ ବନ…

ଆଇସିସି ବିଶ୍ୱକପ୍‌: ଭାରତ- ପାକିସ୍ତାନ ହାଇଭୋଲ୍‌ଟେଜ ମୁକାବିଲା

ମାଞ୍ଚେଷ୍ଟର,୧୬।୬(ପି.ଟି.)- ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏକ ହାଇଭୋଲଟେଜ କ୍ରିକେଟ ମ୍ୟାଚ୍‌ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୨୨ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ଭାରତୀୟ ଦଳ ପୁଣି ଥରେ ବାଜି ମାରିବା…

ଦକ୍ଷିଣ ଆଫ୍ରିକାର ପ୍ରଥମ ବିଜୟ

କାର୍ଡିଫ୍‌,୧୬।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ୫ଟି ମ୍ୟାଚ୍‌ ଖେଳିବା ପରେ ଦକ୍ଷିଣ ଆଫ୍ରିକା ପ୍ରଥମଥର ପାଇଁ ବିଜୟର ସ୍ବାଦ ଚାଖିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଦିବାରାତ୍ର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୧୧୬ଟି ବଲ…

ବିଶ୍ୱକପ୍‌ରେ ପାକିସ୍ତାନକୁ ସବୁଥର ହରାଇଛି ଭାରତ

ମାଞ୍ଚେଷ୍ଟର,୧୬।୬(ପି.ଟି.)-ଆଇସିସି ବିଶ୍ୱକପ୍‌ରେ ଭାରତ ଓ ପାକିସ୍ତାନ ୬ଥର ପରସ୍ପରକୁ ଭେଟିଛନ୍ତି। ସବୁ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଥିବା ବେଳେ ପାକିସ୍ତାନ ହାତ ଖାଲି ରହିଛି। ତେବେ ଦିନିକିଆ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଦୁଇଦେଶ ୧୩୧ଟି ମ୍ୟାଚ୍‌ରେ ମୁହଁମୁହିଁ ହୋଇଛନ୍ତି। ଏଥିରେ ପାକିସ୍ତାନ…

ଭିନ୍ନ ଏକ ରଜ ଉତ୍ସବ

ବ୍ରହ୍ମପୁର ଅଫିସ୍‌,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ ପର୍ବକୁ ଧୁମ୍‌ଧାମ୍‌ରେ ପାଳିବାକୁ ଇଚ୍ଛା । ରଜରେ ମଉଜ କରିବାକୁ ମନ ।…

ସକାଳେ କପେ ପାନମଧୁରୀ ଚା’…

ପାନମଧୁରୀ ଚା’ ଦେହ ପାଇଁ ବହୁ ଉପକାରୀ। ବହୁ ରୋଗରୁ ଏହା ଦୂରେଇ ରଖିଥାଏ। କେତେକ ଏହାକୁ ‘ଥାଇମ୍‌ ଟି’ ମଧ୍ୟ କୁହନ୍ତି। ଏହା ହୃଦୟ ଓ ମସ୍ତିଷ୍କ ପାଇଁ ବେଶ ଲାଭଦାୟକ। ଅଭ୍ୟାସ କରି ସକାଳେ ଅଧାକପ ପାନମଧୁରୀ ଚା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri