Home

ସକାଳୁ ଖାଲି ପେଟରେ ପିଅନ୍ତୁ ଅଦା ଜୁସ୍‌

ଅଦା ଜୁସ୍‌ ଶରୀର ପାଇଁ ବେଶ୍‌ ଲାଭଦାୟକ। ବିଶେଷ କରି ସକାଳୁ ଅଦା ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଅଦା ଜୁସ୍‌ରେ ଥିବା ଅନେକ ଉପକାରିତ ସମ୍ପର୍କରେ ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ସକାଳୁ ଖାଲି ପେଟରେ ଅଦା ଜୁସ୍‌ ପିଇଲେ…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଆଳୁ ରସ

ଆଜିକାଲି ଅନେକ ଲୋକଙ୍କଠାରେ ଆଣ୍ଠୁଗଣ୍ଠି ରୋଗ ସମସ୍ୟା ଦେଖାଯାଉଛି। ଯେପରି କ୍ରମେ କ୍ରମେ ଏ ରୋଗ ବଢ଼ିଚାଲେ, ମଣିଷ ପକ୍ଷେ ଚାଲିବା ବୁଲିବା କଷ୍ଟକର ହୋଇପଡ଼େ। ଗଣ୍ଠି ରୋଗର ସବୁଠୁ ଅଧିକ ପ୍ରଭାବ ଆଣ୍ଠୁ, ଅଣ୍ଟା, ମେରୁଦଣ୍ଡ ଉପରେ ପଡ଼ିଥାଏ। ଏହାଛଡ଼ା…

ପବନରେ ଝୁଲୁଛି ଏହି ମନ୍ଦିର

ଚାଇନାରେ ଦୀର୍ଘ ୧୫ଶହ ବର୍ଷ ହେବ ଏକ ମନ୍ଦିର ପବନରେ ଝୁଲୁଥିବା କୁହାଯାଏ। ଚାଇନାର ଏହା ଏକମାତ୍ର ମନ୍ଦିର ଯାହା ଦୀର୍ଘ ବର୍ଷ ହେଲା ପବନରେ ଝୁଲୁଥିବା ଲୋକେ କୁହନ୍ତି। ତେବେ ଏହି ମନ୍ଦିର, ବୁଦ୍ଧ, ତାଓ ଓ କନଫୁସିୟସ୍‌ ଏହି…

ବିଜୟ ହଜାରେ ଟ୍ରଫି: ଦିଲ୍ଲୀଠାରୁ ହାରିଲା ଓଡ଼ିଶା

କଟକ ଅଫିସ,୧୦ା୧୦- ଭଦୋଦରାର ଜିଏସ୍‌ଏଫ୍‌ସି କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚ୍‌ରେ ଓଡ଼ିଶା ୬୩ ରନରେ ଦିଲ୍ଲୀଠାରୁ ପରାସ୍ତ ହୋଇଛି। ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ଏକମାତ୍ର ଖେଳାଳି ଭାବେ ସଂଘର୍ଷପୂର୍ଣ୍ଣ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ବେଳେ…

ନକ୍‌ଆଉଟ୍‌ରେ ଗୁଜରାଟ

ଜୟପୁର, ୧୦।୧୦ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ଚାଲିଥିବା ଦିନିକିଆ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫିରେ ଗୁରୁବାର ଖେଳାଯାଇଥିବା ଗ୍ରୁପ୍‌-ସି’ର ଏକ ମ୍ୟାଚ୍‌ରେ ଗୁଜରାଟ ୧୪ ରନରେ ସର୍ଭିସେସକୁ ପରାସ୍ତ କରିଛି। ଏଥିସହ ଗୁଜରାଟ ଦଳ ନକ୍‌ଆଉଟ୍‌ରେ…

ଭୁବନେଶ୍ୱର ଦେଇ ବିଶାଖାପାଟଣାରୁ ଆଲ୍ଲାହାବାଦ ଆଉଏକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବିଶାଖାପାଟଣାରୁ ଆଲ୍ଲାହାବାଦକୁ ଆଉ ଏକ ସ୍ବତନ୍ତ୍ର ଟ୍ରେନ ଭାୟା ଭୁବନେଶ୍ୱର ଦେଇ ଚଳାଚଳ ଆରମ୍ଭ କରିଛି। ଶୀତ ଋତୁ ଓ ପୂଜା ସମୟରେ ଗହଳି କମାଇବା ପାଇଁ ପ୍ରତି ମଙ୍ଗଳବାର ବିଶାଖାପଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ (୮୨୫୦୭-୮୨୫୦୮) ଚଳାଚଳର ବ୍ୟବସ୍ଥା…

୪୨ ହାବିଲଦାର ମେଜରଙ୍କ ପଦୋନ୍ନତି

କଟକ ଅଫିସ, ୧୦ା୧୦- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୪୨ଜଣ ହାବିଲଦାର ମେଜରଙ୍କୁ ଡ୍ରିଲ୍‌ ସବ୍‌-ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି ଦିଆଯାଇଛି। ଗୁରୁବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ…

ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଖଇରା, ୧୦।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ବାସିନ୍ଦା ଏକ ନିତିଦିନିଆ ରାସ୍ତାଟିଏ ପାଇଁ ବର୍ଷ ବର୍ଷ ହେଲା ଦହଗଞ୍ଜ ହେଉଛନ୍ତି। ପଞ୍ଚାୟତଠାରୁ ଜିଲା ପର୍ଯ୍ୟନ୍ତ ସମସ୍ତ ନେତା ଓ ପ୍ରଶାସକଙ୍କୁ ଗୁହାରି କରିବା ସତ୍ତ୍ୱେ…

ଶଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁ

ଔପଦା, ୧୦।୧୦(ଡି.ଏନ.ଏ.)-ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ଅଘାଶୂଳ ଗ୍ରାମର ବୈକୁଣ୍ଠ ଦାସ (୩୫) ନାମକ ଯୁବକଙ୍କ ଶ୍ୱଶୁର ଘରେ ମୃତ୍ୟୁ ହୋଇଛି। ଶ୍ୱଶୁର ଘର ଲୋକଙ୍କ କହିବା ଅନୁସାରେ ବୈକୁଣ୍ଠ ଗତ ୭ତାରିଖ ସନ୍ଧ୍ୟାରେ ଖଇରା ଥାନା ରାଇକୁଳା ଗ୍ରାମସ୍ଥିତ ଶ୍ୱଶୁର…

ଏମିତି ଗର୍ତ୍ତ, ଯାହା କେବେ ପୂରଣ ହେଉନି

ବିଶ୍ୱରେ ଏମିତି କିଛି ରହସ୍ୟ ଲୁଚି ରହିଛି, ଯାହା ସମ୍ପର୍କରେ ଜାଣିବା କଷ୍ଟକର। ସେହିପରି ଏକ ରହସ୍ୟ ସ୍ଥାନ ରହିଛି ସାଉଦି ଆରବରେ। ଏଠାରେ ଏମିତି ଏକ ଗର୍ତ୍ତ ଅଛି, ଯାହା କେବେ ପୂରଣ ହେଉନାହିଁ। ଆଜି ମଧ୍ୟ କେହି ତାହାର…

ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ: ଜଣେ ଡାକ୍ତରରେ ଚାଲିଛି ଚିକିତ୍ସା

ହିନ୍ଦୋଳ,୧୦।୧୦(ଡି.ଏନ.ଏ)-ହିନ୍ଦୋଳ ବ୍ଲକର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରାଣ କେନ୍ଦ୍ର କୁହାଯାଉଥିବା ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିଗିଡ଼ି ଯାଇଛି। ଗତ କିଛି ବର୍ଷ ହେବ ଏଠାରେ ବହୁ ଡାକ୍ତର ପଦବୀ ଖାଲି ପଡ଼ିଥିବାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଚିକିତ୍ସାଳୟରେ ୧୩ ଜଣ ଡାକ୍ତର…

୧୫୫୦୧ ଟଙ୍କାରେ ଆଜ୍ଞା ଲଡ଼ୁ ନିଲାମ

ବଇଣ୍ଡା,୧୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ଗ୍ରାମରେ ଚାଲିଥିବା ସପ୍ତାହେବ୍ୟାପୀ ଦୁର୍ଗାପୂଜାର ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ମା’ଙ୍କଠାରେ ଲାଗିଥିବା ୩୦ କେଜି ଆଜ୍ଞା ଲଡ଼ୁକୁ ନିଲାମ କରାଯାଇଛି। ଏ ନେଇ ପୂଜା ମଣ୍ଡପ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?