Home

ପରସ୍ପର ବୁଝାମଣା ଭିତରେ କଶ୍ମୀର ସମସ୍ୟାର ହେଉ ସମାଧାନ

ନୂଆଦିଲ୍ଲୀ,୧୮।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଭାରତ ବିରୋଧୀ ବୟାନ ଦେଇ ଆସୁଛି। ଆଉ ଭାରତକୁ ଘେରିବାକୁ ଅନ୍ତରାଷ୍ଟ୍ରୀୟ ସହାୟତା ମଧ୍ୟ ମାଗୁଛି। ହେଲେ ସବୁଠାରୁ ସେ ନିରାଶ ହେଉଛି। ଜାତିସଂଘ ପରେ ଏବେ ୟୁରୋପୀୟ ସଂଘର…

ଛାତ୍ର ର଼୍ୟାଗିଂ ଘଟଣା: ସିଡବ୍ଲୁସିଙ୍କୁ ଭେଟିଲେ ପରିବାରବର୍ଗ; ଅଧ୍ୟକ୍ଷଙ୍କୁ ଗିରଫ ନ କଲେ ରାସ୍ତାରୋକୋ ଚେତାବନୀ

ସମ୍ବଲପୁର,୧୮।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟରନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ ହୋଇଥିଲ। ଥାନାରେ ଏକ ମାମଲା ରୁଜୁକରି ଅତିରିକ୍ତ ଏସ୍‌ପି ପି.କେ. ମହାପାତ୍ର ତଦନ୍ତ ଜାରି ରଖିଥିବା…

ତ୍ରିକୋଣୀୟ ହେବାରେ ଲାଗିଛି ତୈଳ ଯୁଦ୍ଧ: ଭାରତ ସହିତ ଏସିଆ ରାଷ୍ଟ୍ରସମୂହ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୮।୯: ସୌଦିର ତୈଳ ବିଶୋଧନାଗାର ଉପରେ ଇରାନ୍‌ ହୁତି ସୈନ୍ୟଙ୍କ ଡ୍ରୋନ୍‌ ଆକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏହାଯୋଗୁ ଇରାନ୍‌-ସୌଦି ସମ୍ପର୍କରେ ଫାଟ ବଢ଼ିବାରେ ଲାଗିଛି। ଏହା ଆମେରିକା ପାଇଁ ଏକ ସୁଯୋଗ ମଧ୍ୟ ସୃଷ୍ଟି କରିଛି।…

ମଦ ନେଲା ଜୀବନ: ନିଶାରେ ସ୍ତ୍ରୀଙ୍କୁ ପିଟି ମାରିଦେଲେ ସ୍ବାମୀ

ରେମୁଣା,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ସେରଗଡ଼ ପଞ୍ଚାୟତ ୯ନଂ ଓ୍ବାର୍ଡରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ସ୍ବାମୀ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ବାସନ୍ତି ସିଂ(୩୦)। ଖବର ପାଇ ପୋଲିସ…

ଟ୍ୟାଙ୍କର ଧକ୍କାରେ ଛାତ୍ରୀ ମୃତ, ୨ ଗୁରୁତର

କୁଜଙ୍ଗ, ୧୮।୯(ସ୍ବ.ପ୍ର.): କଟକ-ପାରାରୀପ ରାସ୍ତାର ପଙ୍କପାଳ ଛକ କୁଜଙ୍ଗ ନିକଟରେ ବୁଧବାର ଟ୍ୟାଙ୍କର ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀ ହେଲେ ପଙ୍କପାଳ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ରୀ ତଥା ମନ୍ତ୍ରୀପଡ଼ା ନିବାସୀ…

ମା’ଙ୍କ ଚକ୍ଷୁଦାନ କଲେ ସନ୍ତାନ

ବ୍ରହ୍ମପୁର ଅଫିସ,୧୮।୯: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବଡ଼ବଜାର ଚନ୍ଦ୍ରମା ସାହି ନିବାସୀ ଭି.ଦମୟନ୍ତୀଙ୍କ ୯୨ବର୍ଷ ବୟସରେ ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ପରେ ତାଙ୍କ ସନ୍ତାନ ଦମୟନ୍ତୀଙ୍କ ଚକ୍ଷୁଦାନ କରାଇଛନ୍ତି। ତାଙ୍କ ମୃତ୍ୟୁ ଖବର ଜାଣିବା ପରେ ଫ୍ରେଣ୍ଡସ୍‌ ହେଲ୍‌ପିଂ…

ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର: ଆତଙ୍କବାଦୀଙ୍କୁ ‘ଫକ୍ସ୍‌ ହୋଲ୍‌ ଆମ୍ବୁଶ୍‌’ ତାଲିମ୍‌ ଦେଉଛି ଆଇଏସ୍‌ଆଇ

ଶ୍ରୀନଗର,୧୮।୯: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଦେଇ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ପାକିସ୍ତାନ ସୈନ୍ୟବିଭାଗ ନିର୍ଦ୍ଦେଶରେ କାର୍ଯ୍ୟ ଜାରି ରହିଛି। ନିର୍ଦ୍ଦେଶ ମୁତାବକ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କବାଦୀଙ୍କୁ ‘ଫକ୍ସ୍‌ ହୋଲ୍‌ ଆମ୍ବୁଶ୍‌’ ତାଲିମ୍‌…

୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ କୃଷି ବିଭାଗ ପକ୍ଷରୁ ୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏଯାବତ ନକଲି କୀଟନାଶକ ପ୍ରସ୍ତୁତ କାରୀ ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ କାରଣ ଦର୍ଶାଅ ନୋଟିସ ଜାରି…

ଅଯୋଧ୍ୟା ମାମଲା: ଏକ ମାସ ମଧ୍ୟରେ ଶୁଣାଣି ଶେଷ ପାଇଁ ଗୋଗୋଇଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୮।୯: ଅଯୋଧ୍ୟା ମାମଲାର ଶୁଣାଣି ଏକ ମାସ ମଧ୍ୟରେ କରିବାକୁ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ୨୬ତମ ଦିନର ଶୁଣାଣି ଚାଲିଥିବାବେଳେ ୫ ଜଣିଆ ଖଣ୍ଡପୀଠର ନେତୃତ୍ୱ ନେଉଥିବା ଗୋଗୋଇ ଏଭଳି…

ଚନ୍ଦ୍ରରେ ହେବ ରାତି: ବିକ୍ରମ ଲ୍ୟାଣ୍ଡର ସହ ଆଉ ହୋଇ ନ ପାରେ ସମ୍ପର୍କ

ନୂଆଦିଲ୍ଲୀ,୧୮।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଏବେ ଚନ୍ଦ୍ରଯାନ-୨ର ବିକ୍ରମ ଲ୍ୟାଣ୍ଡର ସହ ସମ୍ପର୍କ କରିବାକୁ ଚେଷ୍ଟା କରୁଛନ୍ତି। ହେଲେ ଏବେ ଏହି ଆଶା କ୍ଷୀଣ ହୋଇ ଯାଇଥିବା ସୂଚନା ଦେଇଛି ଇସ୍ରୋ। ଏକ ଟୁଇଟ୍‌ କରି ଇସ୍ରୋ ପକ୍ଷରୁ ସୂଚନା…

ଚର୍ଚ୍ଚାରେ ଅଲିନା: ଦିଶୁଛନ୍ତି କଟ୍ରିନାଙ୍କ ନକଲ

ମୁମ୍ବାଇ: ଚର୍ଚ୍ଚାରେ ଟିକ୍‌ ଟକ୍‌ ସେନ୍‌ସେଶନ୍‌ ତଥା ଫ୍ୟାଶନ୍‌ ବ୍ଲଗର ଅଲିନା ରାୟ। ସେ ବଲିଉଡ୍‌ ଅଭିନେତ୍ରୀ କଟ୍ରିନା କୈଫ୍‌ଙ୍କ ଅବିକଳ ନକଲ ଦିଶୁଥିବା କୁହାଯାଉଛି। କହିବା ଅନେକାଂଶରେ ଠିକ୍‌ ମଧ୍ୟ। କାରଣ ଅଲିନାଙ୍କୁ ଯେ କେହି ହଠାତ୍‌ ଦେଖିଲେ କଟ୍ରିନା…

୧୦ ଜିଲାକୁ ବର୍ଷା, ବଜ୍ରପାତ: ସତର୍କ ରହିବାକୁ ସୂଚନା

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାକୁ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କନ୍ଧମାଳ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri