ଇଣ୍ଡୋନେସିଆରୁ ଓଡ଼ିଆ ଛାତ୍ର ଉଦ୍ଧାର
ବ୍ରହ୍ମଗିରି, ୧୫ା୬(ଡି.ଏନ୍.ଏ.):ଚାକିରି ପ୍ରଲୋଭନ ଦେଖାଇ ଜଣେ ଓଡ଼ିଆ ଛାତ୍ରଙ୍କୁ ଇଣ୍ଡୋନେସିଆ ଡାକିନେଇଥିଲେ ଦଲାଲ। ସେଠାରେ ପହଞ୍ଚତ୍ବା ପରେ ଦଲାଲ କେଉଁଆଡେ ଫେରାର ହୋଇଯାଇଥିବା ବେଳେ ସେଠାକାର ପୋଲିସ ଛାତ୍ରଙ୍କୁ ଗିରଫ କରିଥିଲା। ସେଠାରେ ୧୬ଦିନ ସଂଘର୍ଷ କରିବା ପରେ ଶେଷରେ ବ୍ରହ୍ମଗିରି…
ହଟିଲା ଚନ୍ଦ୍ରାବାବୁଙ୍କ ଜେଡ୍ ପ୍ଲସ୍ ସୁରକ୍ଷା: ବିମାନ ବନ୍ଦରରେ କରାଗଲା ଯାଞ୍ଚ୍
ହାଇଦ୍ରାବାଦ୍ ୧୫।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଗନ୍ନବରମ୍ ବିମାନବନ୍ଦରରେ ଚନ୍ଦ୍ରାବାବୁଙ୍କୁ ସୁରକ୍ଷା ଯାଞ୍ଚ୍ କରାଯାଇଛି। ବିମାନ ପର୍ଯ୍ୟନ୍ତ ଯିବା ପାଇଁ ତାଙ୍କୁ ଭିଆପି ସୁବିଧାରୁ ମଧ୍ୟ ବଞ୍ଚିତ କରାଯାଇଥିବା…
ଶ୍ରୀମନ୍ଦିରରେ ଚମ୍ପକ ଦ୍ୱାଦଶୀ ନୀତି
ପୁରୀ ଅଫିସ, ୧୫ା୬: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ଅର୍ଥାତ ବରକନ୍ୟାଙ୍କ ଗୁଆଲି ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ୱାଦଶୀକୁ ଚମ୍ପକ ଦ୍ୱାଦଶୀ କୁହାଯାଏ। ସକାଳ ଧୂପ ଏବଂ ଭୋଗମଣ୍ଡପ ନୀତି ବଢ଼ିବା ପରେ ମହାପ୍ରଭୁଙ୍କ ଆଲଟ ଲାଗି…
ରଜରେ ହରଚଣ୍ଡୀ ହେଲେ କୁମାରୀ ବେଶ
ବ୍ରହ୍ମଗିରି, ୧୫ା୬(ଡି.ଏନ୍.ଏ.): ବ୍ରହ୍ମଗିରିର ପ୍ରସିଦ୍ଧ ବାଲି ହରଚଣ୍ଡୀ ପୀଠରେ ପହିଲି ରଜ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପହିଲି ରଜରେ ମା’ ହରଚଣ୍ଡୀ କୁମାରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳର ସମସ୍ତ ନୀତିକାନ୍ତି ସରିବା ପରେ ଓଡ଼ିଆ ଘରର ରଜସ୍ବଳା…
ବଳକା ରଥକାଠ ପାଇଁ ଜାଗା ନାହିଁ: ଖରା ବର୍ଷାରେ ନଷ୍ଟ ହେଉଛି ରଥଚକ
ପୁରୀ ଅଫିସ, ୧୫ା୬: ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ତିିନୋଟି ରଥ ନିର୍ମାଣ କରାଯାଉଛି। ଏଥିପାଇଁ ଆବଶ୍ୟକ କାଠ ନୟାଗଡ଼ ଏବଂ ଖୋର୍ଦ୍ଧା ବନମଣ୍ଡଳରୁ ଅଣାଯାଇଥାଏ। ଗତ ଦୁଇବର୍ଷ ହେଲା ବୌଦ୍ଧ ବନମଣ୍ଡଳରୁ କାଠ ଆସୁଛି। ତେବେ ରଥ ନିର୍ମାଣ ପରେ…
ଇଭିଏମ୍ ସ୍ବଚ୍ଛତାକୁ ଚ୍ୟାଲେଞ୍ଜ ହାଇକୋର୍ଟରେ ମାମଲା
କଟକ ଅଫିସ,୧୫ା୬: ଇଭିଏମ୍ର ସ୍ବଚ୍ଛତାକୁ ନେଇ ବିବାଦ ଥମୁନାହିଁ। ଇଭିଏମ୍ରେ ଜାଲିଆତି ହେଉଥିବା ନେଇ ଜାତୀୟ ସ୍ତରରେ କେତେକ ବିରୋଧୀ ଦଳ ବାରମ୍ବାର ଆପତ୍ତି ଅଭିଯୋଗ ଆଣୁଛନ୍ତି। ଏବେ ଇଭିଏମ୍କୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା ରୁଜୁ ହୋଇଛି। ଭୁବନେଶ୍ୱର…
ସୀମାନ୍ତ ସ୍ଥିତି ସମୀକ୍ଷା କଲେ ରାଜନାଥ
ନୂଆଦିଲ୍ଲୀ,୧୫ା୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସେନାବାହିନୀର ଶୀର୍ଷ ପଦାଧିକାରୀମାନଙ୍କ ବୈଠକରେ ପାକିସ୍ତାନ ଓ ଚାଇନା ସୀମାନ୍ତର ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ, ଉପମୁଖ୍ୟ ଲ୍ୟୁଟ୍ନାଣ୍ଟ ଜେନେରାଲ ଦେବରାଜ ଅନ୍ବୁ ଏବଂ ସମସ୍ତ…
ବିହାରରେ ଏଲ୍ଜେପି ଦୁଇଭାଗ
ପାଟନା,୧୫ା୬: କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ବିହାରରେ ଦୁଇଭାଗ ହୋଇଛି। ଦଳର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ସତ୍ୟାନନ୍ଦ ଶର୍ମା ଓ ଅନ୍ୟ କେତେଜଣ କାର୍ଯ୍ୟକର୍ତ୍ତା ଏଲ୍ଜେପିରୁ ଇସ୍ତଫା ଦେଇ ନୂଆ ଦଳ ଏଲ୍ଜେପି (ଧର୍ମନିରପେକ୍ଷ)…
୩ ଝିଅଙ୍କୁ ହତ୍ୟା କରି ବାପାଙ୍କ ଆତ୍ମହତ୍ୟା
କେନ୍ଦୁଝର/ ଆନନ୍ଦପୁର,୧୫ା୬( ସ୍ବ.ପ୍ର.) :କେନ୍ଦୁଝର ଜିଲା ଆନନ୍ଦପୁର ଥାନାଠାରୁ ୪୦ କି.ମି. ଦୂର ଉଲିିବସା ଗ୍ରାମର ଏକ ଘରୁ ଶୁକ୍ରବାର ୩ରୁ ୯ ବର୍ଷ ବୟସର ମା’ ଛେଉଣ୍ଡ ୩ ଶିଶୁକନ୍ୟାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଏହି ୩ ଝିଅଙ୍କୁ…
ଷଢ଼େଇକଳାରେ ମାଓବାଦୀ ଆକ୍ରମଣ: ୫ ପୋଲିସ ଶହୀଦ
ରାଞ୍ଚତ୍,୧୫ା୬: ଝାଡ଼ଖଣ୍ଡର ଷଢ଼େଇକଳା ଜିଲାରେ ମାଓବାଦୀଙ୍କ ଅତର୍କିତ ଆକ୍ରମଣରେ ୫ ପୋଲିସ ଶହୀଦ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ସବ୍ଇନ୍ସିପେକ୍ଟର ଓ ୩ କନ୍ଷ୍ଟେବଲ ଅଛନ୍ତି। ଶୁକ୍ରବାର ସନ୍ଧ୍ୟା ୬ଟା ୩୦ ମିନିଟ ସମୟରେ ପୋଲିସ ପାଟ୍ରୋଲିଂ ଟିମ୍ ଜିଲାର…
ପଶ୍ଚିମବଙ୍ଗ ଡାକ୍ତରଙ୍କୁ ଆଇଏମ୍ଏର ସମର୍ଥନ: ୧୭ରେ କାର୍ଯ୍ୟବନ୍ଦ ଆନ୍ଦୋଳନ
ନୂଆଦିଲ୍ଲୀ,୧୫ା୬(ପି.ଟି.) କୋଲକାତାରେ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ୪ ଦିନ ଧରି ଚାଲିଥିବା ଆନ୍ଦୋଳନ ବ୍ୟାପକ ହୋଇଛି। ଡାକ୍ତରମାନଙ୍କ ଆନ୍ଦୋଳନକୁ ବିଭିନ୍ନ ମହଲରୁ ସମର୍ଥନ ମିଳିଛି। ଭାରତୀୟ ଡାକ୍ତରୀ ମହାସଂଘ (ଆଇଏମ୍ଏ) ଶୁକ୍ରବାରଠାରୁ ତିନିଦିନିଆ ବିକ୍ଷୋଭ ଆରମ୍ଭ କରିବା ସହ ୧୭…
କଂଗ୍ରେସ ନେତୃତ୍ୱ ନେବାକୁ ଆଣ୍ଟୋନୀ ମନାକଲେ
ନୂଆଦିଲ୍ଲୀ,୧୫ା୬(ଆଇଏଏନ୍ଏସ୍): କଂଗ୍ରେସରେ ନେତୃତ୍ୱ ସଙ୍କଟ ଜାରି ରହିଥିବାବେଳେ ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ଏ.କେ. ଆଣ୍ଟୋନୀ ଏବଂ ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଅଧ୍ୟକ୍ଷ ପଦ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଆଣ୍ଟୋନୀ ଅଧ୍ୟକ୍ଷ ପଦ ଭାର ନେବାକୁ…
Archives


