ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ
ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା…
ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା
ଉତ୍ତରପ୍ରଦେଶ ଗାଜିଆବାଦ୍ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି। କାର୍ଡରେ ସଦସ୍ୟ ସଂଖ୍ୟ ୯ ଜଣ ଦର୍ଶାଯାଇଛି। ଲକ୍ଷ୍ମୀଙ୍କୁ ଛାଡି ୮ ଜଣ…
ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…
ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା। ଏହି ଜନଜାତିଙ୍କ ବିବାହରେ ବରକୁ ଘୁଷୁରି ମାରିବାକୁ ପଡିଥାଏ। ପରେ ବର ଏହାର ରକ୍ତ…
ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋର୍ଦାର
କେନ୍ଦୁଝର,୨୧।୮(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଜରିଆରେ କୁଳପତିଙ୍କୁ ଦାବିପତ୍ର ଦେଇ ତୁରନ୍ତ ସମାଧାନ କରିବାକୁ ଦାବି କରିଛନ୍ତି।…
କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ
ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ ଜୟ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇବା ସହ ଝିଅର…
ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର
ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ରାଶି ସଂଗ୍ରହ କରାଯାଇଛି। ସଂଗୃହୀତ ୧୦୫୧ ଟଙ୍କା ରାଶିକୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ…
ନିଶା ଔଷଧ କାରବାର : ଜଣେ ଗିରଫ
ଯୋଡ଼ା,୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରର ସହିଦ ନଗରଠାରେ ଯୋଡା ପୋଲିସ ଚଢାଉ କରି ନିଶା ଔଷଧ ଓ ମଦ କାରବାର କରୁଥିବା ଅଭିଯୋଗରେ ଅନଓ୍ବାର ହୁସେନ୍ଙ୍କୁ ଗିରଫ କରିଛି। ଯୋଡା ଥାନା ଏସଆଇ ବିଶ୍ୱଜିତ ବେହେରାଙ୍କ ଠାରୁ ମିଳିଥିବା ସୂଚନାନୁଯାୟୀ…
କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ, ମନ୍ତ୍ରୀ
କେସିଙ୍ଗା,୨୧।୮(ଡି.ଏନ୍.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳକୁ ପୂର୍ତ୍ତ ଓ ଗୃହମନ୍ତ୍ରୀ ପ୍ରଫୁଲ କୁମାର ମଲିକ ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୂପିନ୍ଦର ସିଂହ ବୁଧବାର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କୁ କେସିଙ୍ଗାସ୍ଥିତ ବୋରିଙ୍ଗପଦର ଛକରେ…
ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା
ବରଗଡ଼ ଅଫିସ,୨୧।୮: ବରଗଡ଼ ସହର ଉପକଣ୍ଠ ବରଡୋଲ ଗ୍ରାମରେ ବୁଧବାର ଏକ ଘର ଛାତ ପକାଉ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ, ଅତାବିରା ଥାନା ଖରମୁଣ୍ଡା ପଞ୍ଚାୟତ ଲାମିପାଲି ଗ୍ରାମର ଚୂଡ଼ାମଣି…
ବଜ୍ରପାତରେ ଜଣେ ମୃତ, ୨ ଗୁରୁତର
ନିମାପଡ଼ା, ୨୧।୮(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ ବନ୍ତୁ ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବଜ୍ରପାତ ଘଟିଥିଲା। ବିଲରେ ଚାଷ କାମ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତ…
ଡାଇବେଟିସ୍, ରକ୍ତଚାପରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏସବୁ
ଆଜିକାଲି ଡାଇବେଟିସ୍, ରକ୍ତଚାପରେ ଅଧିକାଂଶ ପୀଡ଼ିତ। ସ୍ବାସ୍ଥ୍ୟ ହିଁ ସମ୍ପଦ। ତେଣୁ ଏଥିରୁ ମୁକ୍ତି ପାଇବା ପାଇଁ ଏମିତି କିଛି ଖାଦ୍ୟ ଉପରେ ଧ୍ୟାନ ଦେଲେ ନିରୋଗ ରହିବେ। ଏକ ରିପୋର୍ଟରୁ ପ୍ରକାଶ ଯେ, ଡାଇବେଟିସ୍, ରକ୍ତଚାପ ନିୟନ୍ତ୍ରଣ ପାଇଁ ଆତ,…
ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୨: ସେଠାରେ ୭ ଦିନ ପର୍ଯ୍ୟନ୍ତ ଘୁରିବ
ଶ୍ରୀହରିକୋଟା,୨୧।୮: ଚନ୍ଦ୍ରୟାନ-୨ ବୁଧବାର ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରିଛି। ଏହା ସେଠାରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଘୁରିବ। ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ଇସ୍ରୋ ବୈଜ୍ଞାନିକ ଚନ୍ଦ୍ରୟାନ-୨ କୁ ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରାଇଛନ୍ତି। ଅଗଷ୍ଟ…
Archives


