ଦାଦା-ପୁତୁରା ହେବେନି ଏକାଠି: ଏକାକୀ ନିର୍ବାଚନ ଲଢିବେ ଶିବପାଲ
ଲକ୍ଷ୍ନୌ, ୧୪।୬: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମେଣ୍ଟ ଭାଙ୍ଗିବା ପରେ ସାନ ଭାଇ ଶିବପାଲ ଯାଦବ ଏବଂ ପୁଅ ଅଖିଲେଶକୁ ଏକାଠି କରିବା ପାଇଁ ଅଣ୍ଟା ଭିଡିଥିଲେ ମୁଲାୟମ ସିଂହ ଯାଦବ। କିନ୍ତୁ ମୂଲାୟମଙ୍କ…
ସମୁଦ୍ରରେ ୪ କି.ମି. ପର୍ଯ୍ୟନ୍ତ ଭାସି ଯାଇଥିବା ଯୁବକଙ୍କୁ ଉଦ୍ଧାର କଲେ କୋଷ୍ଟଗାର୍ଡ
ପଣଜୀ,୧୪।୬: ଗୋଆର ପ୍ରସିଦ୍ଧ କାବୋ ଡେ ରାମା ସମୁଦ୍ରରେ ଭାସିଯାଉଥିବା ଜଣେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି ଭାରତୀୟ ତଟରକ୍ଷୀ ଟିମ୍। ଉଦ୍ଧାର ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଜଣେ ଯୁବକ(୨୦) ସମୁଦ୍ର କୂଳରେ…
ଡାକ୍ତର ଆନ୍ଦୋଳନରେ ସାମିଲ ହେଲେ ମମତାଙ୍କ ଭଣଜା
କୋଲକାତା: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ଗୁରୁତର ବ୍ୟାହତ ହୋଇଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିବା ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀ ଡାକ୍ତରଙ୍କୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି ଜୁନିୟର ଡାକ୍ତରମାନେ ଆନ୍ଦୋଳନରୁ ନ…
ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ହସ୍ପିଟାଲରେ ଶିଶୁ ସହ ଘଟିଲା ଏଭଳି ଘଟଣା
ମୁମ୍ବାଇ,୧୪।୬: ମୁମ୍ବାଇର ଏକ ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହସ୍ପିଟାଲରେ ଜଣେ ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ ଜଣେ ଦୁର୍ବୃତ୍ତ ନବଜାତ ଶିଶୁକୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଶୀତଲ ସାଲଓ୍ବୀ(୩୪)କିଛି…
ଇମ୍ରାନଙ୍କ ଆଗରେ ମୋଦିଙ୍କ ହୁଙ୍କାର: ଆତଙ୍କବାଦୀଙ୍କୁ ମୂଳପୋଛ କରାଯାଉ
ବିଶକେକ, ୧୪।୬: ସାଂଘାଇ କୋଅପରେଶନ ଅରଗାଇନାଇଜେଶନ(ଏସସିଓ) ସମ୍ମିଳନୀର ଦ୍ୱିତୀୟ ଦିନରେ ଆତଙ୍କବାଦ ମୂଳପୋଛ ପାଇଁ ସବୁ ଦେଶ ମିଶି ଆଗେଇ ଆସିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କିର୍ଗିଜିସ୍ତାନର ରାଜଧାନୀ ବିଶକେକଠରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି…
ଗୁଜରାଟ ମାଡ ହେବା ପୂର୍ବରୁ ଦିଗ ବଦଳାଇଲା ‘ବାୟୁ’: ମୁଖ୍ୟମନ୍ତ୍ରୀ କହିଲେ, ସବୁ ଭଗବାନ କୃଷ୍ଣଙ୍କ କୃପା
ଅହମ୍ମଦାବାଦ, ୧୪।୬:ସାମୁଦ୍ରିକ ବାତ୍ୟା ‘ବାୟୁ’ ଦିଗ ବଳାଇଛି। ଗୁଜରାଟରେ ମାଡ଼ହେବା ପୂର୍ବରୁ ଏହା ପୁଣି ଆରବ ସାଗର ମୁହାଁ ହୋଇଛି। ଭେରେଭାଲ୍, ପୋର୍ବନ୍ଦର, ଓ ଦ୍ୱାରକା ପାଖଦେଇ ଏହା ଚାଲିଯିବ ବୋଲି ଜଣାପଡ଼ିଛି। ଏନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ନିଜ ମତ…
ଜାମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀରର ପୁଲଓ୍ବମାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମଧ୍ୟରେ ଲଢେଇ ଜାରି ରହିଛି। ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ହିଜବୁଲ ମୁଜାହିଦ୍ଦିନର ଡେପୁଟୀ ଚିଫ୍ଙ୍କୁ ମଧ୍ୟ ଘେରିବାରେ ସଫଳ ହୋଇଛି ପୋଲିସ। ସୂଚନାଯୋଗ୍ୟ,…
ଜମ୍ମୁ-କଶ୍ମୀରରେ ବ୍ରେକ୍ ଫେଲ୍ ହେବାରୁ ଓଲଟିଲା ବସ୍
ଶ୍ରୀନଗର,୧୪।୬: ଜମ୍ମୁ କଶ୍ମୀର କିସ୍ତଓ୍ବାରରେ ଶୁକ୍ରବାର ସକାଳେ ବସ୍ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସେହି ସମୟରେ ଭାରତ-ତିବ୍ବତ ସୀମା ପୋଲିସ(ଆଇଟିବିପି) ଯବାନ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏକ ଘରୋଇ ବସ୍ ମନପ୍ରୀତ୍ ଟ୍ରାଭେଲରେ ୪୨ ଜଣ ଯାତ୍ରୀ ଗଣ୍ଡୋହରୁ…
ଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତ
କାବୁଲ, ୧୪।୬: ଆଫଗାନିସ୍ତାନର ଜଲାଲାବାଦରେ ପୋଲିସ ସୁରକ୍ଷାକର୍ମୀଙ୍କ ଚେକିଂ ପୋଷ୍ଟ ନିକଟରେ ଭୟାନକ ଆତଙ୍କବାଦୀ ବିସ୍ପୋରଣ ଘଟିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଇସଲାମିକ ଷ୍ଟେଟ (ଆଇଏସ) ଦ୍ୱାରା କରାଯାଇଛି ବୋଲି…
ଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି
ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ଚାଲିଥିବା ଏସସିଓ ସମ୍ମିଳନୀରେ ଭାଗ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ଭାରତ ଆସିବାକୁ ନିମନ୍ତ୍ରଣ ଦେଇଛନ୍ତି। ଚଳିତ ବର୍ଷ ଭାରତ-ଚାଇନା ଦ୍ୱିପାକ୍ଷିକ…
ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ
କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଟାଡୋକି ଥାନା ଅନ୍ତର୍ଗତ ମୁରନାର ଗଁାରେ ମାଓବାଦୀ ଲୁଚି ରହିଥିବା ଖବରପାଇ ପୋଲିସ…
ପାଠ ପଢ଼ାଇବାକୁ କି ବିବାହ କରାଇବାକୁ ସମ୍ବଳ ନାହିଁ : ଭିନ୍ନକ୍ଷମ ଝିଅକୁ ବିକ୍ରି ପାଇଁ ବାପା ପ୍ରସ୍ତୁତ
କଣ୍ଟାମାଳ, ୧୪।୬ (ଡି.ଏନ.ଏ.) : ବୌଦ୍ଧ ଜିଲାରେ ଯୁବତୀ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ପଡିଛନ୍ତି। ବିବାହ ନାଁରେ ପ୍ରତିବର୍ଷ ଶହ ଶହ ଯୁବତୀ ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରପ୍ରଦେଶ ଓ ରାଜସ୍ଥାନ ଅଞ୍ଚଳରେ ବିକ୍ରି ହେଉଛନ୍ତି। ପୂର୍ବରୁ କଣ୍ଟାମାଳ ବ୍ଲକ ସିନ୍ଦୁରପୁର…
Archives


