Home

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଦିଲ୍ଲୀ ଏମ୍ସର ରେସିଡେଣ୍ଟ ଡକ୍ଟର୍ସ ଆସୋସିଏସନ (ଆରଡିଏ)ର ସଦସ୍ୟମାନେ ଆକ୍ରମଣର ଶିକାର ହୋଇଥିବା…

ଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ପାକିସ୍ତାନ ଏବଂ ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଯଦି…

ନିଖୋଜ ବାୟୁସେନା ବିମାନର ବ୍ଲାକ୍‌ବକ୍ସ ମିଳିଲା:ସମସ୍ତ ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ,୧୪ା୬:ନିଖୋଜ ବାୟୁସେନା ବିମାନ ଏନ୍‌-୩୨ର ଭଗ୍ନାବଶେଷ ଅରୁଣାଚଳର ଏକ ଘଞ୍ଚ ଜଙ୍ଗଲଘେରା ପାର୍ବତ୍ୟାଞ୍ଚଳରୁ ମିଳିଛି। ତେବେ ଏଥିରେ ଥିବା ସମସ୍ତ ୧୩ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତିି। ବାୟୁସେନା ପକ୍ଷରୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ବିମାନଟି ପିଟିହେବା ପରେ ଚୂର୍‌ମାର୍‌…

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ ଏହି ମହିଳା ଟିକ୍‌ଟକ୍‌ରେ ଭିଡିଓ ପ୍ରସ୍ତୁତିରେ ବ୍ୟସ୍ତ ରହୁଥିବାବେଳେ ତାଙ୍କ ସ୍ବାମୀ ଏହାକୁ ବିରୋଧ…

ସ୍ପେସ୍‌ ଷ୍ଟେଶନ ସ୍ଥାପନ କରିବ ଭାରତ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ଭାରତ ୨୦୩୦ ସୁଦ୍ଧା ନିଜସ୍ବ ସ୍ପେସ୍‌ ଷ୍ଟେଶନ ଲଞ୍ଚ୍‌ କରିବାକୁ ଯୋଜନା କରିଥିବା ଇସ୍ରୋ (ଇଣ୍ଡିଆନ୍‌ ସ୍ପେସ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ୍‌)ର ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି। ଉକ୍ତ ସ୍ପେସ୍‌ ଷ୍ଟେଶନର ଓଜନ ପାଖାପାଖି ୨୦ ଟନ୍‌ ହେବ ବୋଲି ଆକଳନ…

ଅବସର ନେବେ ୯ ରାଜ୍ୟପାଳ

ନୂଆଦିଲ୍ଲୀ,୧୪ା୬: ଆଗାମୀ ୩ ମାସ ମଧ୍ୟରେ ପଶ୍ଚିମବଙ୍ଗ, କର୍ନାଟକ ଓ ଉତ୍ତରପ୍ରଦେଶ ସମେତ ୯ ରାଜ୍ୟର ରାଜ୍ୟପାଳଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏଥିସହ କେନ୍ଦ୍ର ସରକାର ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ, ଉମା ଭାରତୀ ଓ ଲୋକ ସଭାର ପୂର୍ବତନ…

ପଶ୍ଚିମବଙ୍ଗରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଡାକ୍ତର ଆନ୍ଦୋଳନରୁ ତେଜିଲା ରାଜନୀତି

କୋଲକାତା,୧୪ା୬( ଆଇଏଏନ୍‌ଏସ୍‌):ପଶ୍ଚିମବଙ୍ଗର ଏକ ସରକାରୀ ହସ୍ପିଟାଲରେ ହିଂସା ପରେ ୩ ଦିନ ଧରି ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନ ରାଜନୈତିକ ରୂପ ନେଇଛି। ମୁଖ୍ୟମନ୍ତ୍ରୀ ମମତା ବାଜାର୍ନୀ ଏହାକୁ ଭାଜପା ଏବଂ ବାମଦଳଗୁଡ଼ିକର ଷଡ଼ଯନ୍ତ୍ରର ପରିଣାମ ବୋଲି ଅଭିହିତ କରିଥିବାବେଳେ ଗୈରିକ ଦଳ…

ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି : ୩ ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ନୟାଗଡ଼ ଅଫିସ,୧୪ା୬- ଦୁଇଜଣ ବ୍ୟକ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆରେ ବିଜେଡି-ଭାଜପା କଳି ଘଟଣାରେ ପୋଲିସ ୩ ଭାଜପା କର୍ମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ହେଲେ ପ୍ରିୟାପ୍ରୀତି ତୋଷଣ କରି ପୋଲିସ ବିଜେଡି କର୍ମୀଙ୍କୁ ଛାଡିଦେଇଥିବା ଅଭିଯୋଗ କରି ଗୁରୁବାର…

ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡା,୧୪।୬(ସ୍ବ.ପ୍ର.): ନୟାଗଡ ଜିଲା ଖଣ୍ଡପଡା ସବ୍‌ଜେଲରୁ ପାଚେରି ଡେଇଁ ଫେରାର ଥିବା ଜଣେ କଏଦୀଙ୍କୁ ଫତେଗଡ଼ ଓ ଖଣ୍ଡପଡ଼ା ଥାନା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ କରବର ଗ୍ରାମ ହାତୁଆସାହିର ତପନ କୁମାର…

ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେ

ଖଣ୍ଡପଡ଼ା,୧୪ା୬(ସ୍ବ.ପ୍ର.): କଣ୍ଟିଲୋ ଶ୍ରୀନୀଳମାଧବ ମନ୍ଦିରରେ ପାରମ୍ପରିକ ରୀତିରେ ଦ୍ୱାରିକାଧିପତି ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପୌରାଣିକ କଥା ଅନୁସାରେ ଜ୍ୟେଷ୍ଠ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀକୃଷ୍ଣ ରୁକ୍ମିଣୀଙ୍କୁ ହରଣ କରିଥିବାରୁ ଏହି ଦିବସଟି…

ବେସରକାରୀ ବିଦ୍ୟାଳୟ ଆଡ଼କୁ ମୁୁହାଁଉଛନ୍ତି ବିଦ୍ୟାର୍ଥୀ

ଡେରାବିଶ, ୧୪ା୬(ସ୍ବ.ପ୍ର.):  ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ମାଗଣାରେ ବହି, ପୋଷାକ, ଜୋତାଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ଆଦି ଯୋଗାଇ ଦିଆଯାଉଛି। ଏସବୁ ସତ୍ତ୍ୱେ…

ସାକି, ସୀତାଙ୍କ ନିଆରା ରଜ ଉତ୍ସବ

ପାରାଦୀପ,୧୪ା୬(ସ୍ବ.ପ୍ର.): ସାକି ପରିଡ଼ା ଓ ସୀତା ମୁର୍ମୁ। ସେମାନଙ୍କ ଏବେର ଠିକଣା ସନ୍ତୋଷୀ ଜରାଶ୍ରମ, ବାଲିଝରା, ଓ୍ବାର୍ଡ ନଂ.୫, ପାରାଦୀପ। ପୂର୍ବର ଠିକଣା ଜଣାନାହିଁ। ଉଭୟଙ୍କ ବୟସ ୮୩ ବର୍ଷ ହୋଇଥିଲେ ମଧ୍ୟ ସରକାରୀ ଭତ୍ତା ମିଳୁ ନ ଥିଲା। କେତେଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri