ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ
ଜାମଟିକ୍ରା, ୨୧।୮ (ଡି.ଏନ୍.ଏ): କେନ୍ଦ୍ର ଆର ରାଏଜ୍ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍କାରୀ କରୁଥିବାର ଅଧ୍କାରୀ, କରମ୍ଚାରୀ ଆର ଥାନୀୟ ନେତାକର ଉଦାସିନ୍ତା ଲାଗି ସରକାରକଁର ଇ ମହତ୍…
ଚିଦାମ୍ବରମଙ୍କ ଘରେ ସିବିଆଇ, ଇଡି ଟିମ୍
ନୂଆଦିଲ୍ଲୀ,୨୧ା୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍ଙ୍କୁ ବଡ଼ ଝଟକା ଲାଗିଛି। ତାଙ୍କର ଆଗୁଆ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଗିରଫରୁ ବର୍ତ୍ତିବା ପାଇଁ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।…
ରାଜ୍ୟର ସହରାଞ୍ଚଳ ବର୍ଜ୍ୟବସ୍ତୁ ପରିଚାଳନା: ସରକାରଙ୍କ ଉପରେ ଏନ୍ଜିଟି କ୍ଷୁବ୍ଧ
ଭୁବନେଶ୍ୱର,୨୧।୮(ବ୍ୟୁରୋ): ସହରାଞ୍ଚଳରୁ ବାହାରୁଥିବା କୁଢ଼କୁଢ଼ ବର୍ଜ୍ୟବସ୍ତୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) କ୍ଷୁବ୍ଧ ହୋଇଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କୌଣସି ଦୀର୍ଘମିଆଦୀ ଯୋଜନା କରୁ ନ ଥିବାରୁ ରାଜ୍ୟ ସରକାରଙ୍କୁ ଏନ୍ଜିଟି କଡ଼ା ଭର୍ତ୍ସନା କରିଛନ୍ତି। ତୁରନ୍ତ ଏ ଦିଗରେ…
ଗଛରେ ପିଟିହେଲା ବାଇକ: ଦୁର୍ଘଟଣାରେ ଯୁବକ ମୃତ, ଜଣେ ଗୁରୁତର
ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ମୃତ ଯୁବକ ହେଲେ ପ୍ରଶାନ୍ତ କୁମାର ନାୟକ(୧୯)। ଆହତ…
ଧଳା ଜହର ଜାଲରେ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍ସୁଗାର କାରବାରର ସେଫ୍ଜୋନ୍। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା ଜହର କାରବାର ବଢ଼ିଚାଲିଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ରାଜଧାନୀ ଭୁବନେଶ୍ୱରରେ…
ସ୍ବାସ୍ଥ୍ୟସେବା ଗବେଷଣା ପାଇଁ ଢେଙ୍କାନାଳରେ ବିଦେଶୀ ଛାତ୍ରୀ: କଲେଜ ପିଲାଙ୍କ ସହ ମତ ବିନିମୟ କଲେ
ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ ମଙ୍ଗଳବାର ଢେଙ୍କାନାଳ କଲେଜରେ ଆୟୋଜିତ ଭାବ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଅନୁଭୂତି ବାଣ୍ଟିଥିଲେ।…
ଓଭରହେଡ୍ ଟାଙ୍କି କାର୍ଯ୍ୟ ନିମ୍ନମାନର ଅଭିଯୋଗ
ତାଳଚେର, ୨୧ା୮(ନି.ପ୍ର.)-ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଞ୍ଚାୟତ ଚାଇଁପାଳ ବାଳିକା ଉଚ୍ଚବିଦ୍ୟାଳୟ ନିକଟରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଓଭରହେଡ ଟାଙ୍କି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗ୍ରାମବାସୀ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରାଙ୍କୁ ଅଭିଯୋଗ କରିଛନ୍ତି।…
ନିଶା କବଳରୁ ଯୁବ ସମାଜ ଦୂରେଇ ରହୁ
ଛେଣ୍ଡିପଦା,୨୧।୮(ଡି.ଏନ.ଏ.)-ଛେଣ୍ଡିପଦା ବ୍ଲକ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟଠାରେ ମଙ୍ଗଳବାର ରାଜ ସଂସ୍କାର କମିଟି ତୁକୁଡା ଓ ଆମ ପରିବାର ଚକ୍ର ଅନୁଗୋଳର ମିଳିତ ଆନୁକୂଲ୍ୟରେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ନିଶା ନିବାରଣ ସଂକ୍ରାନ୍ତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।…
ଟେଲାପାଲି ସେବାଶ୍ରମ ନୂତନ ଶ୍ରେଣୀଗୃହ କାମ ସରୁନି: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା କରୁଥିଲେ ମଧ୍ୟ ବିଦ୍ୟାଳୟର ଭଙ୍ଗା ଶ୍ରେଣୀଗୃହ ଏଥିରେ ଅନ୍ତରାୟ ସାଜୁଛି। ନୂତନ ଶ୍ରେଣୀଗୃହ…
ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା
ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ। ବେଲଗୁଣ୍ଠା ଦମକଳ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କୁମାରୀ ନାଇକ,…
ବ୍ରହ୍ମପୁର-ସମ୍ବଲପୁର ରେଳ ଲାଇନ୍ ଦାବି ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବେ ବିଭିନ୍ନ ସଙ୍ଗଠନ
ଭଞ୍ଜନଗର,୨୧।୮(ଡି.ଏନ.ଏ)-ଭଞ୍ଜନଗର ବାର୍ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସଙ୍ଗଠନ ବୈଠକରେ ଯୋଗଦେଇ ଦାବିକୁ ସମର୍ଥନ ଜଣାଇଥିଲେ। ଦାବି…
ବର୍ଷାରେ ବେହାଲ ରେଶମ ସହର
ବ୍ରହ୍ମପୁର ଅଫିସ,୨୧ା୮- ବର୍ଷାରେ ପୁଣି ବେହାଲ ହୋଇଛି ବ୍ରହ୍ମପୁର ମହାନଗର ନିଗମର ବହୁ ଅଞ୍ଚଳ। ମଙ୍ଗଳବାର ଅପରାହ୍ନରେ ମାତ୍ର ଦେଢଘଣ୍ଟା ବର୍ଷାରେ ସହରର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଥିବା ଦେଖିବାକୁ ମିଳିଥିଲା। ରାସ୍ତା ଉପରେ ପ୍ରାୟ ୨ ଫୁଟ ଉଚ୍ଚର ବର୍ଷାଜଳ…
Archives


