Home

କେମିତି ସୁରକ୍ଷିତ ରଖିବେ Gmail ପାସ୍‌ଓ୍ବାର୍ଡ, ହ୍ୟାକର ବି କରିପାରିବେନି ହ୍ୟାକ୍‌

ଆମର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସୂଚନା ଏବଂ ସରକାରୀ ସୂଚନା ଆମ Gmail ଆକାଉଣ୍ଟରେ ସଂରକ୍ଷିତ ଅଛି। ଆମେ ଏହି ଇମେଲ ମାଧ୍ୟମରେ ଅନେକ ଆପ୍‌ ଆକ୍ସେସ କରୁ ଏବଂ ଏହା ଅନେକ ସ୍ଥାନ ସହିତ ଲିଙ୍କ୍‌ ହୋଇଛି। ତେଣୁ ଆମେ ଏହାର…

ଇତିହାସ ରଚିଲେ ଦ୍ରୌପଦୀ ମୁର୍ମୁ: ପ୍ରଥମ ରାଷ୍ଟ୍ରପତି ଭାବେ…

ନୂଆଦିଲ୍ଲୀ,୨୯।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ରାଫାଲ ଯୁଦ୍ଧ ବିମାନ ଉଡ଼ାଇ ଇତିହାସ ରଚିଛନ୍ତି। ରାଷ୍ଟ୍ରପତି ହରିୟାଣାର ଅମ୍ବାଲା ବାୟୁସେନା ଷ୍ଟେଶନରୁ ଏହି ଉଡ଼ାଣ କରିଥିଲେ। ରାଷ୍ଟ୍ରପତି ଏହି ବିମାନ ଉଡାଇ ଭାରତୀୟ ବାୟୁସେନା ଏବଂ ସମଗ୍ର ଦେଶକୁ ଗର୍ବରେ…

ପାରୁଲଙ୍କୁ ମିଳିଲା ବଡ଼ ବ୍ରେକ୍‌: ୧୫ ବର୍ଷ ପରେ…

ମୁମ୍ବାଇ:ଟିଭି ଅଭିନେତ୍ରୀ ପାରୁଲ ଗୁଲାଟିଙ୍କୁ ମିଳିଛି ବଡ଼ ବ୍ରେକ୍‌। ପ୍ରାୟ ୧୫ ବର୍ଷ ମନୋରଞ୍ଜନ ଶିଳ୍ପରେ କାମ କରିବା ପରେ ସେ ବଡ଼ ପରଦାରେ ନଜର ଆସିବାକୁ ଯାଉଛନ୍ତି। ‘କିସ୍‌ କିସ୍‌ କୋ ପ୍ୟାର୍‌ କରୁଁ ୨’ ଜରିଆରେ ସେ ବଲିଉଡରେ…

ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ରାସ୍ତାରୋକୋ

ବଲାଙ୍ଗୀର,୨୯ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ ବିସ୍ଥାପିତ ଛାତ୍ରୀଛାତ୍ର,…

ଆଣ୍ଡରସନଙ୍କୁ ‘ସାର୍‌’ ଉପାଧି: ଅବସର ପରେ ମିଳିଲା ‘ନାଇଟହୁଡ୍‌’ ଟ୍ୟାଗ

ଲଣ୍ଡନ,୨୮ା୧୦- ଇଂଲଣ୍ଡର ଅବସରପ୍ରାପ୍ତ ପେସର ଜେମ୍ସ ଆଣ୍ଡରସନଙ୍କୁ ମଙ୍ଗଳବାର ନାଇଟ୍‌ହୁଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଓ୍ବିଣ୍ଡସର କାସେଲଠାରେ ଆୟୋଜିତ ସମାରୋହରେ ପ୍ରିନ୍ସେସ୍‌ ରୟାଲ ଆନୁଷ୍ଠାନିକ ଭାବେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। କ୍ରିକେଟ୍‌ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ…

ସମୟ ଫେରିବ ନା ନାହିଁ: ନୂଆପଡ଼ା ନିର୍ବାଚନକୁ ନେଇ ଚିନ୍ତାରେ ବିଜେଡି

ନୂଆପଡ଼ା,୨୯ା୧୦(ସୁନିତ ମିଶ୍ର):ନୂଆପଡ଼ା ଉପନିର୍ବାଚନର ପ୍ରଚାର ମୈଦାନକୁ ଅଧିକ ସତେଜ କରିବା ଲାଗି ସବୁ ଦଳର ବଡ଼ ନେତାମାନଙ୍କୁ ଡାକିବାର ଏକ ବ୍ୟବସ୍ଥା ଆରମ୍ଭ ହୋଇଗଲାଣି। ଭୋଟ ରଖିବା ଲାଗି ବିଜେଡି ପାଖରେ ଏକମାତ୍ର ବିକଳ୍ପ ଭାବେ ତାଙ୍କ ଦଳର ସଭାପତି ନବୀନ…

SI ସ୍କାମ୍‌: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି…

ଜି.ଉଦୟଗିରିରେ ମୋନ୍ଥାର ପ୍ରଭାବ: ଜାରି ରହିଛି ବର୍ଷା ପବନ

ଜି.ଉଦୟଗିରି,୨୯ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅକ୍ଟୋବର ମାସଟି ବାତ୍ୟା ମାସ ଭାବେ ପରିଚିତ। ଚଳିତବର୍ଷ ମଧ୍ୟ ସରକାରୀ ପାଣିପାଗ ବିଭାଗର ଆକଳନ ଓ ସୂଚନା ଅନୁସାରେ ଅକ୍ଟୋବର ମାସର ଶେଷଆଡ଼କୁ ବାତ୍ୟା ନେଇ ଅନୁମାନ କରାଯାଉଥିଲା। ଯାହା ସଠିକ୍‌ ରହିଛି ବୋଲି…

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

କାନବେରା,୨୮ା୧୦- ସ୍ଥାନୀୟ ମାନୁକା ଓଭାଲ ଷ୍ଟାଡିୟମରେ ବୁଧବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ପ୍ରଦର୍ଶନ ଓ ଦଳୀୟ ଫିଲ୍ଡିଂ ପ୍ରଦର୍ଶନ ଉପରେ ନଜର…

ଟ୍ରମ୍ପଙ୍କ ଶାନ୍ତି ଚୁକ୍ତି ଫେଲ୍‌: ଗାଜା ଉପରେ ବଡ଼ ଧରଣର ଏୟାରଷ୍ଟ୍ରାଇକ୍‌ କଲା ଇସ୍ରାଏଲ୍‌

ଓ୍ବାଶିଂଟନ୍‌,୨୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗାଜା ଶାନ୍ତି ଚୁକ୍ତି ଶେଷରେ ବିଫଳ ହୋଇଛି। ଇସ୍ରାଏଲ ପୁଣି ଥରେ ଗାଜା ଉପରେ ବିମାନ ଆକ୍ରମଣ କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଉପରେ ବଡ଼ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ହମାସର…

ରାଜରାସ୍ତାକୁ ଓହ୍ଲାଇଲେ ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତ: ଯାତାୟାତ ବାଧାପ୍ରାପ୍ତ

ବଲାଙ୍ଗୀର,୨୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ଼୍ୟାମ ପ୍ରକଳ୍ପର ବିସ୍ଥାପିତ ମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ ବିସ୍ଥାପିତ…

ନୂଆପଡ଼ା ଉପନିର୍ବାଚନରେ କାହା ମତିଗତି କୁଆଡ଼େ: ଜାଣନ୍ତୁ ଗ୍ରାଉଣ୍ଡ ଜିରୋରୁ…

ନୂଆପଡ଼ା,୨୯ା୧୦(ସୁନିତ୍‌ ମିଶ୍ର):ନୂଆପଡ଼ା ଉପନିର୍ବାଚନ ବର୍ତ୍ତମାନ ଭାଜପା, ବିଜେଡି ଓ କଂଗ୍ରେସ ପାଇଁ ‘ଏସିଡ୍‌ ଟେଷ୍ଟ’ ଭଳି ସ୍ଥିତି ଉପୁଯାଇଛି। ରାଜ୍ୟ ରାଜନୀତି ଦୃଶ୍ୟପଟରେ ପରିବର୍ତ୍ତନ ସତ୍ତ୍ୱେ ୩ ପ୍ରମୁଖ ଦଳର ନେତାଙ୍କ ମାନସିକତା ବଦଳିପାରୁ ନାହିଁ। ରାଜ୍ୟର ସବୁ ପ୍ରାନ୍ତର ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?