Home

ରାସ୍ତାରେ ଜମା ହୋଇଥିବା ମଇଳା ସଫା କଲେ ରାଜ୍ୟପାଳ

ଭୋପାଳ,୧୩।୬: ହିଲ୍‌ ଷ୍ଟେଶନ୍‌ ପଞ୍ଚମାଢ଼ି ଗସ୍ତରେ ଆସିଥିବା ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ ରାସ୍ତାରେ ଜମା ହୋଇଥିବା ମଇଳା ସଫା କରିଛନ୍ତି। ରାଜ୍ୟପାଳଙ୍କ ଗାଡ଼ି ହଠାତ୍‌ ଅଟକି ଯିବାରୁ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ ସେ ହାତରେ ଝାଡୁ ଧରି ରାସ୍ତାରେ ଥିବା…

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବିମାନ ନିକଟରେ ପହଞ୍ଚିଲେ ବାୟୁସେନା ଟିମ୍‌

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ ଥିବା ସମସ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଜୀବିତ ବ୍ୟକ୍ତିଙ୍କର କୌଣସି…

ସ୍ବାଧୀନତାର ୭୨ ବର୍ଷ ପରେ ବି ତ୍ରିଶୁଳି ଗାଁରେ ପହଞ୍ଚିନି ବିଦ୍ୟୁତ୍‌ ଆଲୋକ

ରାୟପୁର,୧୩।୬: ଦେଶ ସ୍ବାଧୀନ ହେବାର ୭୨ ବର୍ଷ ବିତିଯାଇଛି। ଇତିମଧ୍ୟରେ ଦେଶରେ ବିଦ୍ୟୁତ୍‌କରଣ କାର୍ଯ୍ୟ ଜାରି ରହିଛି। ତେବେ ଏବେ ବି ଛତିଶଗଡ଼ର ବଳରାମପୁର ଜିଲା ଅନ୍ତର୍ଗତ ତ୍ରିଶୁଳି ଗାଁରେ ପହଞ୍ଚିପାରିନି ବିଦ୍ୟୁତ୍‌ ଆଲୋକ। ଗାଁରେ ବାସ କରୁଥିବା ଶହେରୁ ଅଧିକ…

ମୁଖ୍ୟମନ୍ତ୍ରୀଙ୍କୁ ଟ୍ରୋଲ୍‌ ପଡିଲା ମହଙ୍ଗା: ୧୩୮ଜଣଙ୍କ ନାଁରେ କେସ୍‌ ରୁଜୁ

ଥିରୁଭାନନ୍ତପୁରମ୍‌, ୧୩।୬: ଆଜିକାଲି ସୋସିଆଲ ମିଡିଆରେ ସରକାର, ନେତା ଏବଂ ମନ୍ତ୍ରୀଙ୍କ ନାଁରେ ଆପତ୍ତିଜନକ ଟିପ୍ପଣୀ ଅଭିଯୋଗରେ ଲୋକଙ୍କ ବିରୋଧରେ କେସ୍‌ ରୁଜୁ ହେବା ଚର୍ଚ୍ଚାର ବିଷୟ ହୋଇଛି। କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ ଏବଂ ଏଲଡିଏଫର ଅନ୍ୟ ନେତାଙ୍କୁ ଆପତ୍ତିଜନକ…

ଓଡ଼ିଆ ପାଇଲଟ୍‌ ମୃତ

କବିସୂର୍ଯ୍ୟନଗର/ଭୁବନେଶ୍ୱର,୧୩।୬(ବ୍ୟୁରୋ): ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ସମସ୍ତ ଯାତ୍ରୀ ମୃତ। ଗୁରୁବାର ବିଧିବଦ୍ଧ ଭାବେ ଆଇଏଏଫ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି। ବିମାନର ଚାଳକ ଦଳରେ ଓଡ଼ିଆ ପାଇଲଟ୍‌ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏହି ଘୋଷଣା ପରେ…

ଜୁଲାଇ ୪ରେ ରଥଯାତ୍ରା: ବସିଲା ତୃତୀୟ ସମନ୍ବୟ ବୈଠକ

ପୁରୀ ଅଫିସ,୧୩।୬: ଚଳିତବର୍ଷ ରଥଯାତ୍ରାର ତୃତୀୟ ସମନ୍ବୟ ବୈଠକ ନୀଳାଦ୍ରି ଭକ୍ତ ନିବାସରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି। ଏଥିରେ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା, ବାହଡ଼ା ଯାତ୍ରା, ସୁନାବେଶ,…

ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଭାଜପା

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ଭାଜପା ଆସନ୍ତା ବିଧାନସଭା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପାର୍ଟି ମୁଖ୍ୟାଳୟରେ ଗୁରୁବାର ଏକ ବୈଠକ ଆୟୋଜିତ ହୋଇଛି। ଏଥିରେ ବିଭିନ୍ନ…

ଗୁହାଳ ଖୋଜା

କଟକରେ ଏବେ ଗୁହାଳ ଖୋଜା ଚାଲିଛି। ସାଧାରଣତଃ ଗଁ।ଗହଳିରେ ବର୍ଷାଦିନ ପୂର୍ବରୁ ଜାଳକାଠକୁ ସାଇତି ରଖିବା ପାଇଁ ଲୋକେ ଭାଡ଼ି (ଅସ୍ଥାୟୀ କୁଡ଼ିଆ) ନିର୍ମାଣ କରିଥାନ୍ତି। ସେଥିରେ ଜାଳକୁ ବର୍ଷାଦାଉରୁ ରକ୍ଷା କରିଥାନ୍ତି। ଏହାବାଦ୍‌ ମୁଗ ବୋତି (ମୁଗ ଶୁଖିଲା ପତ୍ର)କୁ…

ଇଶ୍ୱରଙ୍କ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ନାମରେ ଶପଥ ନେଲେ ବିଧାୟକ

ବିଜୟଓ୍ବାଡା, ୧୩।୬: ଆନ୍ଧ୍ରପ୍ରଦେଶର ଜଣେ ନବନିର୍ବାଚିତ ବିଧାୟକ ଇଶ୍ୱରଙ୍କ ନାମରେ ନୁହେଁ, ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ନାମରେ ଶପଥ ନେଇ ଚର୍ଚ୍ଚାକୁ ଆସିଛନ୍ତି। ନେଲ୍ଲୋରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା କୋଟାମରେଡ୍ଡୀ ଶ୍ରୀଧର ରେଡ୍ଡୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ହେବା ପାଇଁ…

ବାତ୍ୟା ବାୟୁର ପ୍ରଭାବ: ସୋମନାଥ ମନ୍ଦିରର ୧୧୫ ଫୁଟ ଉଚ୍ଚ ଶିଖରକୁ ଛୁଇଁଲା ଅଶାନ୍ତ ଜୁଆର

ଅହମ୍ମଦାବାଦ୍‌, ୧୩।୬: ବାତ୍ୟା ବାୟୁ ଗୁଜରାଟ ଉପକୂଳ ସୌରାଷ୍ଟ୍ରରେ ତାଣ୍ଡବ ରଚିଛି। ବାୟୁର ପ୍ରଭାବରେ ଏଠାରେ ସମୁଦ୍ର ଅଶାନ୍ତ ହୋଇ ଉଠିଛି। ଫଳରେ ଜୁଆର ସ୍ଥାନୀୟ ସୋମନାଥ ମନ୍ଦିରର ୧୫୫ ଉଚ୍ଚ ଶିଖରକୁ ଛୁଇଁଥିବା କୁହାଯାଉଛି। ପାହାଡ଼ ଉଚ୍ଚା ଜୁଆର ଦେଖି…

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ

ନ୍ୟୁୟର୍କ, ୧୩।୬: ଭାରତ ଏବଂ ଆମେରିକା ମଧ୍ୟରେ ଆଗକୁ ସମ୍ପର୍କ ଦୃଢ ହେବା ନେଇ ଆଶାବାଦୀ ଅଛନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମପିଓ। ଇଣ୍ଡିଆ ଆଇଡିଆଜ୍‌ ସମିଟ୍‌କୁ ସମ୍ବୋଧିତ କରି ମାଇକ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି କହିଛନ୍ତି,…

ପଶ୍ଚିମବଙ୍ଗ ହିଂସାକୁ ନେଇ ରାଜ୍ୟପାଳ ଡାକିଲେ ସର୍ବଦଳୀୟ ବୈଠକ

କୋଲକାତା,୧୩।୬: ଲୋକ ସଭା ନିର୍ବାଚନ ସମୟରୁ ପଶ୍ଚିମବଙ୍ଗରେ ଲାଗି ରହିଥିବା ରାଜନୈତୀକ ହିଂସା ଥିମିବାର ନାଁ ନେଉନି। ଏହା ବେଳକୁ ବେଳ ଉଗ୍ର ହେଉଥିବାରୁ ରାଜ୍ୟପାଳ କେଶରି ନାଥ ତ୍ରିପାଠୀ ପ୍ରମୁଖ ରାଜନୈତୀକ ଦଳଙ୍କର ଏକ ବୈଠକ ଡକାଇଛନ୍ତି। ପତ୍ର ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri