Home

ଛୋଟ ବେଳୁ ମଡେଲିଂ ପ୍ରୀତି: ଇଚ୍ଛା ଦେଇଛି ସଫଳତା

ଇଚ୍ଛା ଥିଲେ ଉପାୟ ଆପେ ଆପେ ମିଳିଥାଏ। ଛୋଟ ବେଳୁ ମଡେଲ ଓ ଗ୍ଲାମର ଦୁନିଆରେ ନିଜ ପରିଚୟ ସୃଷ୍ଟି କରିବାର ଇଚ୍ଛା ଆଜି ତାଙ୍କୁ ଆଣି ଦେଇଛି ସଫଳତା। ମାତ୍ର ୧୫ ବର୍ଷ ବୟସରେ ଇଷ୍ଟଜୋନ୍‌ସ୍ତରରେ ଅନୁଷ୍ଠିତ ହୋଇଥିବା ‘ମିସ୍‌…

ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୬: ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି କମିଛି। ବାର୍ଷିକ ଗ୍ଲୋବାଲ୍‌ ପିସ୍‌ ଇଣ୍ଡେକ୍ସ୍‌ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ୧୬୩ ଦେଶ ମଧ୍ୟରେ ଭାରତ ୧୪୧ ସ୍ଥାନରେ ରହିଛି। ୨୦୧୮ରେ ୧୩୬ ସ୍ଥାନ ହାସଲ କରିଥିଲା। ଗୋଟିଏ ବର୍ଷ…

ନବୀନ..ନବୀନ ଗୀତ ୬ଥର: ଶୁଣିଥିଲେ ମୁଖ୍ୟମନ୍ତ୍ରୀ

ବହୁ ଲୋକ ଦୁଃଖ ଗୀତକୁ ପସନ୍ଦ କରନ୍ତି। ଏଣୁ ଯୁବ ସଙ୍ଗୀତ ନିର୍ଦ୍ଦେଶକ ଦେବାଶିଷ ମଲ୍ଲିକ(ଜାପାନୀ)ଙ୍କ ପାଇଁ ଦୁଃଖ ଗୀତଗୁଡ଼ିକ ହିଁ ଆଶୀର୍ବାଦ ହୋଇ ଆସିଲା। କିଛି ମାସ ତଳେ ଯାଜପୁରରେ ଏକ କାର୍ଯ୍ୟକ୍ରମରେ ତାଙ୍କୁ ଅତିଥି ଭାବେ ଯୋଗଦେବାକୁ ନିମନ୍ତ୍ରଣ…

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍‌…

ବିଦ୍ୟୁତ୍‌ ସଂଯୋଗ ଦାବିରେ ରାସ୍ତାରୋକୋ

ନିମାପଡ଼ା,୧୩ା୬(ଡି.ଏନ୍‌.ଏ.): ବାତ୍ୟାକୁ ୪୦ଦିନ ବିତିଯାଇଥିଲେ ହେଁ ନିମାପଡ଼ା ବ୍ଲକ ଅନ୍ତର୍ଗତ ଶଗଡା, ଆଙ୍କୁଶୁପୁର, ଶଗଡ଼ା ହେଉଳି ଆଦି ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ କି ପୁନରୁଦ୍ଧାର କାର୍ଯ୍ୟ ହୋଇପାରିନାହିଁ। ଗୋଟିଏ ପଟେ ଦିନକୁ ଦିନ ଖରାର ପ୍ରକୋପ ବଢ଼ୁଥିବାବେଳେ ଅନ୍ୟପଟେ ପୁନରୁଦ୍ଧାର କାର୍ଯ୍ୟରେ…

ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର

ପାପଡ଼ାହାଣ୍ଡି,୧୩।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି। ଘର ବାରିରେ ସାପ କାତି ଦେଖି ସାପ ଥିବା ସନ୍ଦେହରେ ପାପଡ଼ାହାଣ୍ଡିର ସାପ ଧରାଳିଙ୍କୁ…

ଅଣସରରେ ପାଇବେ ପୂଜା

ପୁରୀ ଅଫିସ, ୧୩ା୬: ଶୀତଳ ଷଷ୍ଠୀଠାରୁ ଚାଲିଛି ତିନିଠାକୁରଙ୍କ ପଟିଦିଅଁ ନିର୍ମାଣ। ଚିତ୍ରକର ସାହିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବାସେଳୀ ସାହିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟିଦିଅଁ କାମ ଚାଲିଛି। ଚିତ୍ରକର ସାହିରେ ବୁଢା ମହାରଣାଙ୍କ ଦେହାନ୍ତ ପରେ ତାଙ୍କ…

ପୋରବନ୍ଦର, ଦ୍ୱାରକାରେ ‘ବାୟୁ’ ତାଣ୍ଡବ ରଚିବା ଆଶଙ୍କା !

ଅହମ୍ମଦାବାଦ୍‌ ୧୩।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ଉପକୂଳରେ ଲାଣ୍ଡଫଲ କରିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ପୋରବନ୍ଦର, ଦ୍ୱାରକା ଏବଂ ବେରାଓ୍ବଲ ନିକଟ ଦେଇ ଯିବାର କୁହାଯାଉଛି।…

ଏସ୍‌ସିବି ମେଡିକାଲରେ ବିଦ୍ୟୁତ୍‌ ବିଭ୍ରାଟ ସାଢ଼େ ୯ ଘଣ୍ଟା କଲବଲ ହେଲେ ରୋଗୀ

କଟକ ଅଫିସ, ୧୩ା୬: ବୁଧବାର ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ସାଢେ ୭ଟା ପର୍ଯ୍ୟନ୍ତ ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। କାହା ହାତରେ ବରଡ଼ାପତ୍ର ବିଞ୍ଚଣା ତ କାହା ହାତରେ ପ୍ଲାଷ୍ଟିକ୍‌ ବିଞ୍ଚଣା ପୁଣି କିଏ ଖବରକାଗଜ…

ପ୍ରେମିକ ଗିରଫ: ଲୁଟ୍‌ ଟଙ୍କାରେ ପ୍ରେମିକାଙ୍କୁ ଦେଉଥିଲେ ଦାମୀ ଉପହାର

କେନ୍ଦ୍ରାପଡ଼ା ଅଫିସ୍‌, ୧୩ା୬: ଚୋରି, ଡକାୟତି ଟଙ୍କାରେ ପ୍ରେମିକାଙ୍କୁ ଉପହାର ଦେବା ଭଳି ବହୁ ଘଟଣା ଟିଭି ସିରିଏଲ ଓ ସୋସିଆଲ ମିଡିଆରେ ଦେଖିବାକୁ ମିଳେ। ହେଲେ ଏଭଳି ଏକ ସମାନ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଘଟିଛି। ପ୍ରେମିକାକୁ ଖୁସି କରିବାକୁ…

ଦୋଳି ପାଇଁ ଗଛ ନାହିଁ

ପୁରୀ ଅଫିସ, ୧୩ା୬: ଗୁରୁବାର ସଜବାଜ ଓ ଶୁକ୍ରବାର ପହିଲି ରଜ। ଓଡ଼ିଶାର ମହାନ ଗଣପର୍ବ ‘ରଜ’କୁ ନେଇ ସବୁଠି ଏବେ ଚଳଚଞ୍ଚଳ। ବର୍ଷକରେ ଥରେ ଆସୁଥିବା ତିନିଦିନିଆ ରଜପର୍ବକୁ ସ୍ବାଗତ ଜଣାଇବା ପାଇଁ ସମସ୍ତେ ପ୍ରସ୍ତୁତ। ଏହି ପର୍ବର ଖାସ୍‌…

ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ

ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଏକ ବୈଷୟିକ ପ୍ରତିନିଧି ଦଳ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଖୋଳି ନମୁନା ସଂଗ୍ରହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri