Home

ଶ୍ରେଣୀ ଗୃହରେ ମୋବାଇଲ ଫୋନ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ୍‌,୧୩ା୬-ଖରା ଛୁଟି ପରେ ଆସନ୍ତା ୧୯ତାରିଖରେ ସ୍କୁଲ ଖୋଲିବ। ଏହା ପୂର୍ବରୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା। ଖରା ଛୁଟି ଚାଲିଥିବା ବେଳେ ବାତ୍ୟା…

ଜାତୀୟ ରାଜପଥ ପାର୍ଶ୍ୱରୁ ହଟାଯିବ ଦୋକାନ

ଛତ୍ରପୁର,୧୩ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଗତବର୍ଷ ମେ ମାସ ସୁଦ୍ଧା ଜିଲାରେ ୩୫୭ଟି ସଡକ ଦୁର୍ଘଟଣା ଘଟିଥିଲା। ଚଳିତ…

ପ୍ରସିଦ୍ଧ ଚୁଇ ମିକ୍ସଚର ଦେଇଛି ପରିଚୟ

କେନ୍ଦୁଝର, ୧୩ା୬ (ସ୍ବ.ପ୍ର.) କେନ୍ଦୁଝର ସହର ଗାନ୍ଧୀ ଛକ ନିକଟ ମ୍ୟୁନିସିପାଲିଟି ମାର୍କେଟରେ ରହିଛି ଚୁଇ ମିକ୍ସଚର ଦୋକାନ ।ଦୋକାନ କହିଲେ ଏକ ଠେଲା ଦୋକାନ । ତାଙ୍କ ଭଲ ନାମ ରଘୁନାଥ ବେହେରା। ଡାକ ନାମ ଚୁଇ। କିନ୍ତୁ ଚୁଇ…

ଶହେରୁ ଅଧିକ ରୋଗରୁ ରଖେ ଦୂରେଇ…

ଗପସପ କରିବାକୁ ସମସ୍ତଙ୍କୁ ଭଲ ଲାଗେ। ବିଶେଷ କରି ଏଭଳି ଗୁଣ ମହିଳାମାନଙ୍କର କ୍ଷେତ୍ରରେ ଅଧିକ ଦେଖିବାକୁ ମିଳିଥାଏ। ଗପସପ ଦ୍ୱାରା ମାନସିକ ଶାନ୍ତି ମିଳିବା ସହିତ ଶହେରୁ ଅଧିକ ପ୍ରକାର ରୋଗ ଭଲ ହୋଇଥାଏ ବୋଲି ଏକ ଗବେଷଣାରୁ ଜଣାପଡିଛି…

ଦୂଷିତ ପାଣି ପିଉଛନ୍ତି ଲୋକେ

ତେଲକୋଇ, ୧୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ମୁଖ୍ୟାଳୟର ହାଲପୋଡି ଗ୍ରାମରେ ଉକତ୍ଟ ଜଳ ସମସ୍ୟା ଦେଖାଦେଇଛି । ଗଭୀର କୂପ ଓ ପୋଖରୀ ଶୁଖି ଯାଇଥିବା ବେଳେ ଏକ ମାତ୍ର ନଳକୂପ ଉପରେ ଘଣ୍ଟା ଘଣ୍ଟା ଧରି ପାଣି ପାଇଁ ଗ୍ରାମବାସୀଙ୍କୁ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଅଭିଯୁକ୍ତ ଗିରଫ

ରୂପ୍‌ସା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ଦୂର ସମ୍ପର୍କୀୟ ବିବାହର ପ୍ରତିଶ୍ରୁତିି ଦେଇ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ବୁଧବାର ଏକ ମାମଲା (ନଂ. ୩୭/୧୯) ରୁଜୁ…

ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣରେ ଅନିଶ୍ଚିତତା: କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱର ସଦର ବ୍ଲକ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀରେ ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ଅନିଶ୍ଚିତତା ଲାଗି ରହିଥିବାରୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି ା ବୁଧବାର ପୂର୍ବାହ୍ନରେ ନିଳିଆବାଗଠାରେ ବାଙ୍କତିରା ଜଳସେଚନ ପ୍ରକଳ୍ପ…

ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନ ପାଇଲା କବି ବ୍ରଜନାଥ ରଥଙ୍କ ତୈଳଚିତ୍ର

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି।  ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ ସାହିତ୍ୟ ସମାଜର ସଭାପତି ବିଜୟାନନ୍ଦ ସିଂ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ…

ଘରପଟ୍ଟା, ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦାବି: ପୌରସଂସ୍ଥା ଘେରିଲା ଭାଜପା

ଜୟପୁର,୧୨ା୬(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହରର ବସ୍ତି ଅଞ୍ଚଳରେ ଘରପଟ୍ଟା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ଯୋଗାଣ ଦାବି ନେଇ ବୁଧବାର ପୌରସଂସ୍ଥା କାର୍ଯ୍ୟାଳୟ ଘେରିଛି ନଗର ଭାଜପା। ସହରର ଭୂମିହୀନ ଲୋକଙ୍କୁ ସରକାରୀ ଜମି ଦିଆଯିବା ପାଇଁ ଡ୍ରୋନ ସର୍ଭେ…

ଅସ୍ବାଭାବିକ ମୁଣ୍ଡ ସହ ବଞ୍ଚୁଛନ୍ତି ଶିବଶଙ୍କର: ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ ପଠାଯିବ

ଜୟପୁର,୧୨ା୬(ଡି.ଏନ୍‌.ଏ.): ଜୟପୁର ବ୍ଲକ ରଣ୍ଡାପାଲି ପଞ୍ଚାୟତ ବୈରାଗୀମଠ ଗ୍ରାମର ଦିନ ମଜୁରିଆ ଟୁନା ପରଜାଙ୍କ ପୁଅ ଶିବଶଙ୍କର (୧୪)ଙ୍କ ପିଲାଟି ଦିନରୁ ମୁଣ୍ଡ ଅସ୍ବାଭାବିକ ଭାବେ ବୃଦ୍ଧି ପାଉଛି । ଜୟପୁର ଓ କୋରାପୁଟରେ ତାଙ୍କର ଚିକିତ୍ସା ସତ୍ତ୍ୱେ କୌଣସି ସୁଫଳ…

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା, ମକ୍‌ଡ୍ରିଲ କୌଶଳ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୨।୬(ସ୍ବ.ପ୍ର): ମୌସୁମୀ କେରଳ ଛୁଇଁ ଥିବା ବେଳେ ଏହା ଓଡ଼ିଶାକୁ ଖୁବ ଶୀଘ୍ର ପ୍ରବେଶ କରିବ। ମୌସୁମୀ ପୂର୍ବରୁ ଜିଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଓ ମକ୍‌ ଡ୍ରିଲ ନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି ।…

ଏନଏସିର ପଲିଥିନ ଚଢ଼ାଉ ଅଭିଯାନ

ବିଜେପୁର, ୧୨।୬ (ଡି.ଏନ.ଏ): ବିଜେପୁର ଏନଏସି ପକ୍ଷରୁ ବୁଧବାର ସ୍ଥାନୀୟ ସହରର ବ୍ୟବସାୟିକ ପ୍ରତିଷ୍ଠାନରେ ପଲିଥିନ ଚଢ଼ାଉ କରାଯାଇଥିଲା । ଏଥିରେ ୧୦ କେଜି ଓଜନର ପଲିଥିନ ଜବତ ହୋଇଛି । ସ୍ବଚ୍ଛ ଓ ସୁନ୍ଦର ଓଡିଶା ଗଠନ ପାଇଁ ପରିବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri