ଆଜାଦଙ୍କୁ କଶ୍ମୀର ଯିବାକୁ ଅନୁମତି
ନୂଆଦିଲ୍ଲୀ,୧୭-୯(ପି.ଟି.):ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କୁ ଜମ୍ମୁ-କଶ୍ମୀର ଯିବା ଲାଗି ସୁପ୍ରିମକୋର୍ଟ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ତେବେ ସେ କୌଣସି ରାଜନୈତିକ ସଭା କରିପାରିବେ ନାହିଁ ବୋଲି ଅଦାଲତ ସର୍ତ୍ତ ରଖିଛନ୍ତି। ଆଜାଦଙ୍କୁ ଶ୍ରୀନଗର,…
୩୭୦ ଉଚ୍ଛେଦ ବିରୋଧରେ ଆବେଦନର ଶୁଣାଣି:କଶ୍ମୀରରେ ସ୍ବାଭାବିକ ଅବସ୍ଥା ଫେରାଇଆଣିବାକୁ ପରାମର୍ଶ
ନୂଆଦିଲ୍ଲୀ,୧୭-୯(ପି.ଟି.):କଶ୍ମୀର ଉପତ୍ୟକାରେ ଯଥାଶୀଘ୍ର ସମ୍ଭବ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ସମସ୍ତ ଉଦ୍ୟମ କରାଯାଉ ବୋଲି ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ତେବେ ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରକ୍ରିୟା ଚୟନାତ୍ମକ…
ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ:ଗୋଟିଏ ଦିନରେ ୧୪୧ ମଦ୍ୟପ ଗାଡ଼ିଚାଳକ ଗିରଫ
କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ ରବିବାର…
୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍ ବିଦ୍ୟୁତ୍, ପାଣି ବନ୍ଦ
ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି ଓ ବିଦ୍ୟୁତ୍ ଯୋଗାଉଥିବା ବିଭାଗଗୁଡିକୁ ମଧ୍ୟ ନୋଟିସ ଜାରି କରାଯାଇଛି। ଯେଉଁ ପୂର୍ବତନ ବିଧାୟକମାନେ…
ଏନ୍ଏଫ୍ଏସ୍ଏରୁ ବାଦ୍ ପଡ଼ିପାରନ୍ତି ୧୯ ଲକ୍ଷ:ଆଧାର ଛଡ଼ାଇନେବ ରାଶନ, ଚିନ୍ତାରେ ହିତାଧିକାରୀ
ଭୁବନେଶ୍ୱର,୧୭-୯(ବ୍ୟୁରୋ):ଭୋକ ଉପାସରେ କେହି ରହିବେ ନାହିଁ। ଦେଶର ସମସ୍ତ ଗରିବ ଲୋକଙ୍କୁ ଦିନକୁ ଦୁଇମୁଠା ପେଟ ଭରି ଖାଇବାକୁ ମିଳିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଆରମ୍ଭ କରିଥିଲେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)। ଓଡ଼ିଶା ସରକାର ମଧ୍ୟ ରାଜ୍ୟ…
ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ
ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ୍ ଏବଂ ସ୍କୁଲ୍ ପରେ କେବଳ ଘର ଭିତରେ ଭିଡିଓ ଗେମ୍,…
ଅଶୋଧିତ ତୈଳ ଦର ୨୮ବର୍ଷରେ ସର୍ବବୃହତ ବୃଦ୍ଧି;୭ ଟଙ୍କା ପର୍ଯ୍ୟନ୍ତ ବଢ଼ିବ ପେଟ୍ରୋଲ, ଡିଜେଲ
ନୂଆଦିଲ୍ଲୀ,୧୭-୯: ବିଶ୍ୱର ସର୍ବବୃହତ ତୈଳ ଉତ୍ପାଦକ କମ୍ପାନୀ ସୌଦି ଆରାମ୍କୋରେ ଡ୍ରୋନ ଆକ୍ରମଣ ଯୋଗୁ ଅନ୍ତର୍ଜାତୀୟ ତୈଳ ବଜାରରେ ତେଲ ଦରରେ ନିଆଁ ଲାଗିଛି। ସୋମବାର ବ୍ରେଣ୍ଟ କ୍ରୁଡ୍ ଦର ୨୦% ବୃଦ୍ଧି ପାଇଛି, ଯାହା କି ୨୮ବର୍ଷ ପରେ ଗୋଟିଏ…
ବଢ଼ୁଛି ଭାରତୀୟଙ୍କ ଋଣ ବୋଝ
ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ ୭.୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଗଲାଣି। ଅନ୍ୟପକ୍ଷରେ ୨୦୧୭ରେ ଏହି ମାତ୍ର ୨୨…
ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍ପୋଷ୍ଟ
କାମାକ୍ଷାନଗର, ୧୭।୯(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…
ମେଶିନ୍ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍ଟ୍ରାସାଉଣ୍ଡ
ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…
ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ
ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…
ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍ପି
ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…
Archives


