ବିଜୟ ସହ ମେକ୍ସିକୋ ୭ମ
ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ ବୁଧବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଉଜ୍ବେକିସ୍ତାନକୁ ୪-୩ ଗୋଲରେ ହରାଇ ୭ମ ସ୍ଥାନ…
ଭାରତୀୟ ଜିମ୍ନାଷ୍ଟିକ ଦଳରେ ରାକେଶ ପାତ୍ର
ନୂଆଦିଲ୍ଲୀ, ୧୨।୬(ପି.ଟି.): ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍ ପାଇଁ ବୁଧବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଜିମ୍ନାଷ୍ଟିକ ଫେଡେରେଶନ ଅଫ୍ ଇଣ୍ଡିଆ (ଜିଏଫ୍ଆଇ) ପକ୍ଷରୁ ଘୋଷିତ ଦଳରେ…
ମଦ କାରବାର ବନ୍ଦ ପ୍ରତିବାଦରେ ବିକ୍ଷୋଭ
ତାଳଚେର, ୧୨ା୬(ନି.ପ୍ର.): ତାଳଚେର ବ୍ଲକ କଣ୍ଡାଳ ପଞ୍ଚାୟତରେ ବେଆଇନ ମଦ କାରବାର ବନ୍ଦ କରାଯିବା ଦାବିରେ ବୁଧବାର ପଞ୍ଚାବାସୀ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ପଞ୍ଚାୟତରେ ତାଳବେଡା, ବାଲୁଙ୍ଗା, ବନମାଳିପୁର, ବିଦ୍ୟାଧରପୁର, ଯଦୁନାଥପୁର, ମଦନମୋହନପୁର, ବାଲୁଙ୍ଗା ହଟିଙ୍ଗ ଆଦି…
ସୋଲାର ମାଧ୍ୟମରେ ଗ୍ରାମକୁ ହେବ ଜଳ ଯୋଗାଣ
ବଇଣ୍ଡା,୧୨।୬(ଡି.ଏନ.ଏ.): ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ବସବାସ କରୁଥିବା ଲୋକେ ପାନୀୟ ଜଳ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମଋତୁରେ ଏହି ସମସ୍ୟା ଆହୁରି ଜଟିଳ ହୋଇପଡ଼ୁଛି। ତେବେ ଜନସାଧାରଣ ଏହି ସମସ୍ୟା ଆଉ ଭୋଗିବେ ନାହିଁ। ସୋଲାର…
ଏସ୍ପିଙ୍କ ଅଫିସ ସମ୍ମୁଖରେ ନିର୍ଯାତିତା ମା’ ଝିଅଙ୍କ ଧାରଣା
ଭଦ୍ରକ ଅଫିସ, ୧୨।୬: ପୋଲିସ ଅଭିଯୋଗକୁ ଗୁରୁତ୍ୱ ନ ଦେବାରୁ ଜଣେ ନିର୍ଯାତିତା ମହିଳା ଓ ତାଙ୍କ ୫ ବର୍ଷର ଝିଅ ବୁଧବାର ଭଦ୍ରକ ଜିଲା ଏସ୍ପିଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ। ଏସ୍ପି ରାଜେଶ ପଣ୍ଡିତ ଉକ୍ତ ମହିଳାଙ୍କୁ ଡାକି…
କୋର୍ଟ ପରିସରରେ ବାର କାଉନସିଲର ମୁଖ୍ୟଙ୍କୁ ହତ୍ୟା
ଆଗ୍ରା,୧୨।୬: ଦୁଇ ଦିନ ତଳେ ଉତ୍ତର ପ୍ରଦେଶ ବାର କାଉନସିଲର ମୁଖ୍ୟ ଭାବେ ନିର୍ବାଚିତ ହୋଇଥିବା ଦରଭେଶ ଯାଦବଙ୍କୁ ବୁଧବାର ସର୍ବସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଆଗ୍ରା ଜିଲ୍ଲା କୋର୍ଟ ପରିସରରେ ଶ୍ରୀମତି ଯାଦବଙ୍କ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଚାଲିଥିବା…
ଜମ୍ମୁ କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୧୨।୬: ଜାମ୍ମୁ କାଶ୍ମୀରର ଅନ୍ତନାଗ କେପି ରୋଡ଼ରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ସିଆରପିଏଫର ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଯବନାଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏବେ ବି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ…
ଦୁର୍ବିପାକରୁ ରକ୍ଷା ପାଇଁ ଏହି ମନ୍ଦିରରେ କରାଯାଏ ପୂଜା…
ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ନୀତି ପାଳନ କରାଯାଇଥାଏ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରୀ ଜିଲ୍ଲାରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଶ୍ରଦ୍ଧାଳୁ ପ୍ରାକୃତିକ ଦୁର୍ବିପାକରୁ ରକ୍ଷା ପାଇଁ ବେଙ୍ଗକୁ ପୂଜା କରନ୍ତି। ଲୋକେ ଏହାକୁ ବେଙ୍ଗ ମନ୍ଦିର…
ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ
ମଣ୍ଟଗୋମେରୀ,୧୨।୬: ବଳାତ୍କାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଦାବିକୁ ଆଖି ଆଗରେ ରଖି ଗୋଟିଏ ରାଜ୍ୟ ଦୋଷୀଙ୍କୁ ନପୁଂସକ କରିବା ପାଇଁ ଏକ କେମିକାଲର ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି। ଆମେରିକାର ଆଲାବାମାରେ ଏହାକୁ ନେଇ ଏକ ନୂଆ ଆଇନ ପ୍ରଣୟନ କରାଯାଇଛି।…
ପୋଲ ତଳୁ ମୃତଦେହ ଉଦ୍ଧାର: ଦୁର୍ଘଟଣା ସନ୍ଦେହ
କେନ୍ଦୁଝର,୧୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଗଜପୁର ଗ୍ରାମ ରାସ୍ତାର ଏକ ପୋଲତଳୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗଜପୁର ଗ୍ରାମର ପଡୁ ନାଏକ। ପଡ଼ୁ ଗତକାଲି ରାତିରେ ସିଙ୍ଗପୁରରୁ ନିଜ ଗାଁ ଗଜପୁରକୁ ଫେରୁଥିବା…
ଶିଶୁଙ୍କୁ ମୋବାଇଲ୍ରେ ଗୀତ ଶୁଣାଉଛନ୍ତି କି? ହୋଇପାରେ ଏହିସବୁ ସମସ୍ୟା
ଛୋଟ ପିଲାଙ୍କ ପାଇଁ କୋଳାହଳପୂର୍ଣ୍ଣ ପରିବେଶ ଅତ୍ୟନ୍ତ ବିପଜ୍ଜନକ। କୌଣସି କାରଣରୁ ପିଲା ଅଝଟ କଲେ ପରିବାର ଲୋକେ ମୋବାଇଲ୍ରେ ଗୀତ ଶୁଣାଇଦିଅନ୍ତି ନଚେତ୍ ଟିଭି ଦେଖାନ୍ତି। ଏହାଦ୍ୱାରା ସୃଷ୍ଟ ତୀବ୍ର ଶବ୍ଦ ପିଲାର ମାନସିକ ବିକାଶ ଦିଗରେ ବାଧା ଉପତ୍ନ୍ନ…
ଡିଆରଡିଓକୁ ସଫଳତା:ଏଚଏସଟିଡିଭି ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ୍, ୧୨।୬: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନକୁ ବୁଧବାର ଏକ ବଡ ସଫଳତା ମିଳିଛି। ଧାମରାଠାରେ ଥିବା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍ରୁ ହାଇପରସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେସନ ଭେହିକିଲ୍(ଏଚଏସଟିଡିଭି)ର ସଫଳ ପରୀକ୍ଷଣ କରାଯାଇଛି। ଏହି ଭେହିକିଲ୍…
Archives


