ଉତ୍ତରପ୍ରଦେଶ ଲହୁଲୁହାଣ: ୨୪ ଘଣ୍ଟାରେ ୧୨ ହତ୍ୟା
ଲକ୍ଷ୍ନୌ,୧୯।୮: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଶାସନରେ ଆଇନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ଲହୁଲୁହାଣ ହୋଇପଡ଼ିଛି। ଏହି ସମୟ ଭିତରେ ୧୨ ଜଣଙ୍କୁ ହତ୍ୟା କରାଯାଇଛି। କେବଳ…
ବନ୍ୟାରେ ଦେଖୁ ଦେଖୁ ଭାସିଗଲା ଘର, କିନ୍ତୁ ବଞ୍ଚାଇଲେ ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ
ପୁଣେ, ୧୯।୮: ମହାରାଷ୍ଟ୍ରରେ କିଛିଦିନ ହେବ ଲଗାତର ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟାରେ ପାଖାପାଖି ୫୦୦ ଗ୍ରାମ ପ୍ରଭାବିତ ହୋଇଛି। ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ଯାଗାକୁ ସ୍ଥାନାନ୍ତରିତ କରାଯାଇଛି। କିନ୍ତୁ ସେଠାରେ ବନ୍ୟା ପ୍ରପୀଡିତଙ୍କ ପାଇଁ…
ଜମ୍ମୁ-କଶ୍ମୀରରେ ପ୍ରତିବନ୍ଧକ ସତ୍ତ୍ୱେ ଗିଲାନୀଙ୍କ ଇଣ୍ଟରନେଟ୍ ଚାଲିଥିଲା: ସନ୍ଦେହ ଘେରରେ ୨ ବିଏସ୍ଏନ୍ଏଲ୍ ଅଧିକାରୀ
ଶ୍ରୀନଗର, ୧୯।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ଦୃଷ୍ଟିରୁ ୧୪୪ ଧାରା ଜାରି ରହିବା ସହିତ ମୋବାଇଲ୍ ତଥା ଇଣ୍ଟରନେଟ୍ ସେବାକୁ ସାମୟିକ ବନ୍ଦ କରାଯାଇଥିଲା। ତେବେ ଏହି ସମୟରେ ବିଚ୍ଛିନ୍ନତାବାଦୀ ନେତା ସୟଦ୍ ଅଲୀ ଶାହ ଗିଲାନୀଙ୍କ…
ରାଜୀବ ଗାନ୍ଧୀଙ୍କ ୭୫ତମ ଜନ୍ମବାର୍ଷିକୀରେ ଜନତାଙ୍କ ନିକଟତର ହେବାକୁ ରାହୁଲଙ୍କ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୋଜନା
ନୂଆଦିଲ୍ଲୀ,୧୯।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜନ୍ମବାର୍ଷିକୀରେ ରାହୁଲ ଗାନ୍ଧୀ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୋଜନା କରିଛନ୍ତି। ଏହାଦ୍ୱାରା ସେ ଜନତାଙ୍କ ନିକଟତର ହେବାକୁ ଲକ୍ଷ୍ୟ ରଖିଛନ୍ତି। ସମ୍ପ୍ରତି କଂଗ୍ରେସ ଦଳ ଲୋକପ୍ରିୟତା ହରାଇ ବସିଥିବାବେଳେ ରାହୁଲଙ୍କ ଏପରି ଉଦ୍ୟମ ସଫଳ…
୨ ଟ୍ରକ୍ ମୁହାଁମୁହିଁ: ୧ ମୃତ, ୪ ଆହତ
ସମ୍ବଲପୁର, ୧୯।୮(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ୨ଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ…
ବଲାଙ୍ଗୀର ବର୍ଷାବିପନ୍ନଙ୍କ ପାଇଁ ସହାୟତା ସଂଗ୍ରହ
ବରଗଡ଼ ଅଫିସ, ୧୯।୮: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଉକ୍ତ ଜିଲାର ବର୍ଷାବିପନ୍ନଙ୍କୁ ସହାୟତା କରିବା ପାଇଁ ବରଗଡ଼ ଜିଲା ଖଣ୍ଡହଥାର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ଆଗେଇ ଆସିଛି । ଏହି…
ଭୁଲ ଭୁଲେୟା-୨ର ପ୍ରଥମ ପୋଷ୍ଟର ରିଲିଜ୍
ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ବିଦ୍ୟା ବାଲାନଙ୍କ ସୁପରହିଟ ଫିଲ୍ମ ‘ଭୁଲ ଭୁଲେୟା’ର ୧୨ ବର୍ଷ ପରେ ରିମେକ ନିର୍ମାଣ ହେବାକୁ ଯାଉଛି। ଫିଲ୍ମର ପ୍ରଥମ ପୋଷ୍ଟର ରିଲିଜ୍ ହୋଇଯାଇଛି। ଅଭିନେତା କାର୍ତ୍ତିକ ଆର୍ୟନ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି। ମୋ…
୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ
ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍, ବିଭିନ୍ନ ଅର୍ଥସଂସ୍ଥା, ବିଭିନ୍ନ…
ନବଜାତକଙ୍କୁ ସଂକ୍ରମଣରୁ ସୁରକ୍ଷା ପାଇଁ ବ୍ୟବହାର କରାଯାଉଛି କଲର କୋଡ ବେଡସିଟ୍
ନାସିକ,୧୯।୮: ମହାରାଷ୍ଟ୍ର ନାସିକର ସିଭିଲ ହସ୍ପିଟାଲରେ ନବଜନ୍ମିତ ଶିଶୁଙ୍କୁ ସଂକ୍ରମଣରୁ ସୁରକ୍ଷା ଦେବା ପାଇଁ ସ୍ପେଶାଲ ନିଉ ବର୍ଣ୍ଣ କେୟାର ୟୁନିଟ(ଏସ୍ଏନ୍ସିୟୁ)ରେ ସପ୍ତାହରେ ଭିନ୍ନ ଭିନ୍ନ ରଙ୍ଗର ବେଡ୍ସିଟ୍ ବ୍ୟବହାର କରାଯାଉଛି। ପ୍ରତିଦିନ ଏହାକୁ ସଫା କରାଯିବା ସହ ଷ୍ଟେରିଲାଇଜ୍ ମଧ୍ୟ…
ପିଓକେକୁ ମୁକୁଳାଇ ଭାରତରେ ସାମିଲ କରିବା ମୋର ଲକ୍ଷ୍ୟ: କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୧୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ଏବେ ପାଳି ପାକ୍ ଅଧିକୃତ କଶ୍ମୀର(ପିଓକେ)ର। ଖୁବ୍ ଶୀଘ୍ର ଏହାକୁ ମୁକୁଳାଇ ଭାରତରେ ସାମିଲ କରାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ। ସେ କହିଛନ୍ତି ‘ଏହା ହେଉଛି…
ମୁମ୍ବାଇଠାରେ ଚିକିତ୍ସିତ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ଭେଟିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ମୁମ୍ବାଇଠାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ତାଙ୍କ ସହିତ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ଏବଂ…
ଅପାଠୁଆ କ୍ରିକେଟର୍ସଙ୍କ ପାଠୁଆ ସ୍ତ୍ରୀ
ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ଖେଳ ମାଧ୍ୟମରେ ସାରା ବିଶ୍ୱରେ ନାଁ କମାଇଛନ୍ତି। ଖେଳରେ ପ୍ରଭାବ ବିସ୍ତାର କରିଥିବା ଖେଳାଳିଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। କେତେକ ଖେଳାଳିଙ୍କ ସ୍ତ୍ରୀ ସେମାନଙ୍କଠାରୁ ଅଧିକ ପାଠ ପଢିଥିବା ଦେଖାଯାଇଛି। …
Archives


