ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ
କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା ରାସ୍ତାରେ ଥିବା ରେଳ ଫାଟକ ଯୋଗୁ ଲୋକେ ଦୀର୍ଘଦିନ ଧରି ଗମନାଗମନରେ ଘୋର…
ବିଚାରପତି ବି ଅସହାୟ
ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା କରିଥାନ୍ତି। ହେଲେ ବିଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ନ୍ୟାୟବ୍ୟବସ୍ଥା ଉପରୁ…
ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ
ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ ଗୋଡ଼ କାଟିବାକୁ ପଡ଼ିଥିଲା। ଫଳରେ ସେ ଦିବ୍ୟାଙ୍ଗ ହୋଇ ପଡ଼ିଛନ୍ତି। ଅନ୍ୟପଟେ ତାଙ୍କ…
ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…
ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…
ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…
ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା…
ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…
ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି ତାଙ୍କୁ ପୋଲିସ ଜିମା ଦେଇଛନ୍ତି। ସୂଚନାନୁସାରେ, ଗୁଆହାଟୀ ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନଟି ନରାଜମାର୍ଥାପୁର…
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍ମ୍ୟାନ୍…
କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ମଙ୍ଗଳବାର ସିସିଆଇର ୱାଚ୍ମ୍ୟାନ୍ ଧୀରେନ୍ଦ୍ର କୁମାର…
ସାଟେଲାଇଟ୍ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ
ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍ ଇମେଜିଂ ଟେକ୍ନୋଲୋଜି ପାଇଁ ଆମେରିକାର ପ୍ୟାଟେଣ୍ଟ ପାଇବାରେ ପ୍ରଥମ ଭାରତୀୟ ଷ୍ଟାର୍ଟଅପ୍ ହୋଇପାରିଛି। ଅପ୍ଟୋସାର…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଜିଲା…
ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…
ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…
ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ
ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ ବନ୍ଧୁକ ଉଦ୍ଧାର କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ବିକେସିର ନୀତା ମୁକେଶ ଅମ୍ବାନୀ ସାଂସ୍କୃତିକ…
ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ
ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ, ପାକିସ୍ତାନ ମହିଳା ଦଳ ହଂକଂକୁ ପରାସ୍ତ କରି…

