Home

ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ପାଇଁ ଭଟକଲ ବନ୍ଧୁଙ୍କ ସହାୟତା ଲୋଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୭।୧୦: ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ୨୦୦୮ଠାରୁ ପାକିସ୍ତାନରେ ଆଡ୍ଡା ଜମେଇ ବସିଥିବା ଇଣ୍ଡିଆନ୍‌ ମୁଜାହିଦ୍ଦିନ୍‌ ସଂଗଠନର ସଂସ୍ଥାପକ ରିୟାଲ ଭଟକଲ ଏବଂ ଇକବାଲ୍‌ ଭଟକଲଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦାୟିତ୍ୱ…

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ କୃଷ୍ଣଗର୍ତ୍ତ(ବ୍ଲାକ ହୋଲ)ର ଚିତ୍ର ଉତ୍ତୋଳନ କରିଥିଲେ। କୃଷ୍ଣଗର୍ତ୍ତର ବସ୍ତୁତ୍ୱ ଅତି ବେଶି ହୋଇଥିବାରୁ ଏହାର…

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ ଆକ୍ସନ୍‌ ଟାସ୍କ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏଥିରେ ଦର୍ଶାଯାଇଛି…

ରାତିଅଧିଆ ପେଣ୍ଡାଲ ବୁଲା

ଭୁବନେଶ୍ୱର,୭।୧୦(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସ୍ଥାନରେ ଚଳିତବର୍ଷ ଛୋଟବଡ଼ ୧୭୧ ମେଢ଼ ହୋଇଥିବାବେଳେ ଅଧିକାଂଶ ପୂଜାମଣ୍ଡପର ତୋରଣ ନିଆରା ଥିମ୍‌ରେ ତିଆରି ହୋଇଛି। ସେଥିମଧ୍ୟରୁ ନୟାପଲ୍ଲୀ, ଶହୀଦନଗର, ଝାରପଡ଼ା, ଷ୍ଟେଶନବଜାର ଓ ରସୁଲଗଡ଼ ପୂଜାମଣ୍ଡପ ତୋରଣର କ୍ରେଜ୍‌ ଟିକେ ଅଧିକ ରହିଛି।…

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ ସାହୁ (୩୬) ଓ ତୁଷୁରାବାହାଲର ତୁଳାରାମ ସାହୁ(୨୬)ଙ୍କ ମୃତ୍ୟୁ ଘଟିଛି। ଉଭୟେ ଏକ ଅଟୋ…

ଅଣ୍ଟା ଯନ୍ତ୍ରଣାର ଘରୋଇ ଉପଚାର

-ବସିବା ସମୟରେ ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବା ସହ ଅଣ୍ଟା ଉପରେ ଚାପ ପଡ଼ିବ ନାହିଁ। -ଉଠିବା ସମୟରେ ସତର୍କତାର ସହ ଉଠନ୍ତୁ। ଯଦି ଟିକେ ଏପଟ ସେପଟ ହୋଇଗଲା ତେବେ ଅଣ୍ଟା ଉପରେ ପ୍ରେସର ପଡ଼ିବା ସହ…

ହୃଦ୍‌ରୋଗ

”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର ରନ୍ଧ୍ରକୁ ସଂକୁଚିତ କରିଦିଏ। ଫଳରେ ରକ୍ତ ସରବରାହ ବ୍ୟାହତ ହୋଇ ଜାତ ହୁଏ ହୃଦ୍‌ରୋଗ।…

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ବୈଠକ: ପାଣ୍ଠି ପ୍ରସଙ୍ଗ ଉଠାଇଲେ ରାଜ୍ୟ

ନୂଆଦିଲ୍ଲୀ,୭ା୧୦(ପି.ଟି.): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପ୍ରସ୍ତାବିତ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତା ଲାଗି ବିଭିନ୍ନ ରାଜ୍ୟ ପାଣ୍ଠି ପ୍ରସଙ୍ଗ ଉଠାଇଛନ୍ତି। ସରକାରଙ୍କ ଚିଠା ନୀତିରେ କେତେକ ଭଲ ପ୍ରସ୍ତାବ ରହିଥିଲେ ହେଁ ଏହାକୁ କାର୍ଯ୍ୟକାରୀ କରିବା ଲାଗି ପାଣ୍ଠି ଯୋଗାଣର…

ସିଆନାଇଡ୍‌ ଦେଇ ପରିବାରର ୬ଜଣଙ୍କୁ ହତ୍ୟା

ଥିରୁଭାନନ୍ଥପୁରମ୍‌,୭ା୧୦: କେରଳର ଜଣେ ମହିଳା ଖାଦ୍ୟରେ ସିଆନାଇଡ୍‌ ଦେଇ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି। ୧୭ ବର୍ଷ ହେଲା ତାଙ୍କ ପରିବାର ସଦସ୍ୟଙ୍କର ରହସ୍ୟମୟ ଭାବେ ମୃତ୍ୟୁ ଘଟୁଥିଲା। ଶନିବାର ଉକ୍ତ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯିବା…

ଏବେ ବି ବଙ୍ଗଳା ଛାଡ଼ି ନାହାନ୍ତି ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୭ା୧୦(ପି.ଟି.): ଷୋଡ଼ଶ ଲୋକ ସଭା ଭଙ୍ଗ ହେବା ୫ ମାସ ବିତିଲାଣି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଏବେ ବି ପାଖାପାଖି ୫୦ ପୂର୍ବତନ ଏମ୍‌ପି ସରକାରୀ ବଙ୍ଗଳା ଛାଡ଼ିନାହାନ୍ତି। ସର୍ବସାଧାରଣ ଜାଗାରୁ ବେଆଇନ ଦଖଲ ଉଚ୍ଛେଦ ଲାଗି ଥିବା ଆଇନ ବଳରେ…

କଶ୍ମୀରରେ ପ୍ରାୟ ୩୦୦ ଆତଙ୍କବାଦୀ

ଶ୍ରୀନଗର,୭ା୧୦: ଜମ୍ମୁ-କଶ୍ମୀରରେ ୨୦୦ରୁ ୩୦୦ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ଶୀତଋତୁ ପୂର୍ବରୁ ଅଧିକ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଛି। ଏଥିପାଇଁ ପାକ୍‌ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ସୀମାନ୍ତ ଅଞ୍ଚଳରେ ଗୁଳିଗୋଳା ମାଡ଼ କରୁଛି ବୋଲି ଡିଜିପି ଦିଲବାଗ୍‌…

ଅବ୍‌ଦୁଲ୍ଲାଙ୍କୁ ଭେଟିଲେ ଏନ୍‌ସି ନେତା

ଶ୍ରୀନଗର,୭ା୧୦(ପି.ଟି.): ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ଏବଂ ଓମାର ଅବ୍‌ଦୁଲ୍ଲାଙ୍କୁ ରବିବାର ତାଙ୍କ ଦଳର ନେତାମାନେ ଭେଟିଛନ୍ତି। ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି)ର ଏକ ୧୫ ଜଣିଆ ପ୍ରତିନିଧି ଦଳ ଉଭୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?