ସମ୍ପୂର୍ଣ୍ଣାଙ୍କୁ ଗ୍ରହଣ କଲେ ବାଙ୍ଗାଲୋରର ଦମ୍ପତି
ସୋନପୁର,୧୨।୬(ନି.ପ୍ର.)ସୁବର୍ଣ୍ଣପୁରର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର(ସା)ରେ ରହୁଥିବା ଶିଶୁ କନ୍ୟା(ସମ୍ପୂର୍ଣ୍ଣା)ଙ୍କୁ ବାଙ୍ଗାଲୋରରେ ରହୁଥିବା ଦମ୍ପତି ମଙ୍ଗଳବାର ଗ୍ରହଣ କରିଛନ୍ତି। ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ହିମାଂଶୁ ଭୂଷଣ ନାୟକ ସମ୍ପୃକ୍ତ ଆଇଟି ଇଞ୍ଜିନିୟର ଦମ୍ପତିଙ୍କୁ ପ୍ରଦାନ କରିଥିଲେ।…
ଟ୍ୟାଙ୍କର ପାଣିକୁ ନେଇ ତାଳଚେରବାସୀଙ୍କ ପ୍ରଶ୍ନ: ତଥ୍ୟରେ ବଳକା, ତଥାପି ସଙ୍କଟ କେମିତି
ତାଳଚେର, ୧୨ା୬- ୨୦୧୧ ଜନଗଣନା ଅନୁଯାୟୀ ତାଳଚେର ସହରର ଲୋକସଂଖ୍ୟା ୪୦ ହଜାର ୮୪୧। ବର୍ତ୍ତମାନର ସ୍ଥିତି ଓ ବାହାର ଲୋକଙ୍କୁ ହିସାବକୁ ନେଲେ ଏହା ପ୍ରାୟ ୫୦ ହଜାର ହେବ। ଜନସ୍ବାସ୍ଥ୍ୟ ବିଭାଗର ହିସାବ କହୁଛି ଏହି ପୌରାଞ୍ଚଳବାସୀଙ୍କ ନିମନ୍ତେ…
ପତ୍ର ହଲିଲେ ବିଜୁଳି ଛୁ
ଅନୁଗୋଳ ଅଫିସ, ୧୨।୬- ତତଲା କଡେଇରେ ପରିଣତ ହୋଇଥିବା ଅନୁଗୋଳ ଜିଲାରେ ଘୋର ବିଦ୍ୟୁତ୍ ବିଭ୍ରାଟ ଜନଜୀବନକୁ କଲବଲ କରୁଛି। ସହରରେ ଦିନକୁ ୧୦ରୁ ଊର୍ଦ୍ଧ୍ୱ ଥର ବିଦ୍ୟୁତ୍ କାଟ ହେଉଥିବାବେଳେ ଗାଁ ଗହଳିରେ ଅବସ୍ଥା ସଙ୍ଗିନ ହୋଇପଡିଛି। ନିର୍ଧୂମ ଖରାରେ…
ଜେଇଙ୍କୁ ଦୁର୍ବ୍ୟବହାର ମାମଲା: ବିଧାୟକଙ୍କ ଗିରଫ ଦାବି
ଢେଙ୍କାନାଳ ଅଫିସ, ୧୨।୬- କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଦୁର୍ବ୍ୟବହାର ଏବଂ ସର୍ବସମ୍ମୁଖରେ ବସ୍ଉଠ କରାଇବା ଘଟଣାକୁ ଦୃଢ଼ ନିନ୍ଦା କରିଛି ଢେଙ୍କାନାଳ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର ସେବାସଂଘ। ଆଇନ ହାତକୁ ନେଇଥିବା…
ବ୍ୟାଙ୍କ ତଳେ ମଦଦୋକାନ
କାମାକ୍ଷାନଗର, ୧୨।୬(ଡି.ଏନ୍.ଏ.)-କୋଠା ଉପରେ ବ୍ୟାଙ୍କ। ଆଉ ଏହାର ଠିକ୍ ତଳେ ଖୋଲିଛି ସରକାରୀ ବିଦେଶୀ ମଦ ଦୋକାନ। ମଦ ପିଇ ମାତାଲ ହୋଇ ଗଡୁଛନ୍ତି ମଦ୍ୟପ। ଅଶ୍ଳୀଳ ଇଙ୍ଗିତର ଶିକାର ହେଉଛନ୍ତି ବ୍ୟାଙ୍କକୁ ଆସୁଥିବା ଛାତ୍ରୀ, ଯୁବତୀ, ମହିଳା। ଏଭଳି ବିଚିତ୍ର…
ବାୟୁସେନା ବିମାନ ଭଗ୍ନାବଶେଷ ଠାବ ପରେ ଆଶଙ୍କାରେ ବଳିଆପଲ୍ଲୀବାସୀ
କବିସୂର୍ଯ୍ୟନଗର,୧୨ା୬- ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍) ବିମାନ ଏଏନ୍-୩୨ର ଧ୍ୱଂସାବଶେଷ ମଙ୍ଗଳବାର ଠାବ ହୋଇଛି। ସୋମବାର ଆସାମ ଜୋରହାଟରୁ ବାହାରି ଅରୁଣାଚଳ ପ୍ରଦେଶ ମେଚୁକା ଯାଉଥିବାବେଳେ ଅପରାହ୍ନ ୧୨ଟା ୩୦ରେ କଣ୍ଟ୍ରୋଲ ରୁମ୍ ସହ ବିମାନର ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ…
ଅସରାଏ ବର୍ଷାରେ ଜମୁଛି ପାଣି: ରୋଗୀ ହଇରାଣ
ତେଲକୋଇ, ୧୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ମୁଖ୍ୟାଳୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ଆଉଟଡୋର ସାମ୍ନାରେ ପାଣି ଜମୁଛି। ଅସରାଏ ବର୍ଷା ହେଲେ ଏହି ପ୍ରକାର ପରିସ୍ଥିତି ସୃଷ୍ଟି ହେଉଛି। ଆଗକୁ ବର୍ଷା ଦିନ ଆସୁଥିବାରୁ ରୋଗୀମାନେ ହଇରାଣ ହେବା ଆଶଙ୍କା ଦେଖାଦେଇଛି। ତେବେ…
ଆଇସିସି ବିଶ୍ୱକପ: ଅଷ୍ଟ୍ରେଲିଆ- ପାକିସ୍ତାନ ମୁକାବିଲା
ଟଣ୍ଟନ,୧୨।୬(ଏଏଫ୍ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ ଦ୍ୱାଦଶ ସଂସ୍କରଣରେ ବୁଧବାର ପାକିସ୍ତାନ ଓ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ସ୍ଥାନୀୟ ଦି କୁପର ଆସୋସିଏଟ୍ କାଉଣ୍ଟି ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଦୁଇ ଦଳ ପାଇଁ…
ଫୋବର୍ସ ସର୍ବାଧିକ ଆୟକାରୀ ଆଥଲେଟ ତାଲିକାରେ କୋହଲି
ନୂଆଦିଲ୍ଲୀ,୧୨।୬(ପି.ଟି.)- ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଜଣାଶୁଣା ପତ୍ରିକା ଫୋବର୍ସ ଚଳିତ ବର୍ଷର ସର୍ବାଧିକ ଆୟକାରୀ ଆଥଲେଟ୍ଙ୍କ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ ଆଥଲେଟ…
ପଏଣ୍ଟ ଭାଗ କଲେ ଶ୍ରୀଲଙ୍କା- ବାଂଲାଦେଶ: ବର୍ଷାଯୋଗୁ ମ୍ୟାଚ୍ ବାତିଲ
ବ୍ରିଷ୍ଟଲ,୧୨।୬(ପି.ଟି.)- ଚଳିତ ବିଶ୍ୱକପ୍ରେ କ୍ରମାଗତ ଦ୍ୱିତୀୟଥର ପାଇଁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ର ୧୬ତମ ମ୍ୟାଚ୍ ବର୍ଷା ଯୋଗୁ ବିନା ଟସ୍ ପଡିବାରେ ବାତିଲ ହୋଇଛି।…
ଟିମ୍ ଇଣ୍ଡିଆକୁ ଜବରଦସ୍ତ ଝଟ୍କା: ଇଞ୍ଜୁରି କାରଣରୁ ୩ ମ୍ୟାଚ୍ ଖେଳିପାରିବେନି ଧାଓ୍ବନ
ନଟିଂହାମ,୧୩।୬(ପି.ଟି.)- ଭାରତର ବିଶ୍ୱକପ୍ ଅଭିଯାନକୁ ଜୋରଦାର୍ ଝଟ୍କା ଲାଗିଛି। ବାମହାତ ବୁଢ଼ା ଅଙ୍ଗୁଳି ଭାଙ୍ଗିଯିବା କାରଣରୁ ଇନ୍ଫର୍ମ ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଆଗାମୀ ୩ ସପ୍ତାହ ପାଇଁ ଦଳରୁ ବାଦ ପଡିଛନ୍ତି। ଫଳରେ ଅତିକମ୍ରେ ସେ ଆଗାମୀ ବିଶ୍ୱକପ୍…
ଘରେ ଛୋଟପିଲାଙ୍କୁ ଏକୁଟିଆ ଛାଡୁଛନ୍ତି କି? ଏ ସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ…
ଆଧୁନିକ ଜୀବନଶୈଳୀରେ ଅଧିକାଂଶ ମାତାପିତା କର୍ମଜୀବୀ। ଏପରି କି ମାତ୍ରାଧିକ ପରିବାର ଛାଡ଼ି ବାହାରେ ନିଜ ପିଲାଙ୍କ ସହ ରହିବାକୁ ପସନ୍ଦ କରିଥାଆନ୍ତି। ତେବେ କର୍ମଜୀବୀ ମହିଳା କିମ୍ବା ପୁରୁଷ ଅନେକ ସମୟରେ ସେମାନଙ୍କ ପିଲାଙ୍କୁ ଘରେ ଏକୁଟିଆ କିମ୍ବା ଅନ୍ୟ…
Archives


