Home

ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ

ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ତରୁଣ ପ୍ରଧାନ, ସରୋଜ ବାଗ, ରତ୍ନାକର…

ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ରବିବାର ଧାନକ୍ଷେତକୁ ସାର ପକାଇବାକୁ ଯାଇଥିବା ବେଳେ ବିଷଧର ସାପ କାମୁଡ଼ି…

ଏସବୁ ନବରାତ୍ରୀରେ କରାଯାଏ ନାହିଁ କାହିଁକି…

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ। ଏହାକୁ ଖାଇବା ଦ୍ୱାରା ଶରୀର ତାପମାତ୍ରା ବୃଦ୍ଧି ହେବା ସହିତ ମନ ବିଚଳିତ ରହିଥାଏ। ଫଳରେ ସାଧନା…

ବିଗ୍‌ ବସ୍‌ ୧୩ ଯୋଗୁ ବ୍ୟାପୁଛି ଅଶ୍ଳୀଳତା, ରୋକ ଲଗାଇବା ପାଇଁ ମନ୍ତ୍ରୀଙ୍କୁ ଚିଠି

ରିୟଲିଟି ଶୋ’ ବିଗ୍‌ ବସ୍‌ ଯୋଗୁ ଅଶ୍ଲୀଳତା ବ୍ୟାପୁଥିବା ଅଭିଯୋଗ କରି ଅଲ୍‌ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକଙ୍କୁ ଚିଠି ଲେଖାଯାଇଛି। ଏହାର ପ୍ରସାରଣ ଉପରେ ରୋକ ଲଗାଇବା ପାଇଁ ଚିଠିରେ ଉଲ୍ଲେଖ ରହିଛି।…

ବେପରୁଆ ଗାଡ଼ି ଚଳାଇ ମାସକରେ ଗିରଫ ହେଲେଣି ୧୭

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାସକ ମଧ୍ୟରେ ୧୭ଜଣ ମଦୁଆ ଗାଡ଼ି ଚାଳକଙ୍କୁ ଗିରଫ କରିସାରିଲାଣି ପୋଲିସ। ନୂଆ ମୋଟର ଯାନ ଆଇନ ଲାଗୁ ପରେ ସେପ୍ଟେମ୍ବର…

ଆନନ୍ଦପୁର ସହର ଚଳଚଞ୍ଚଳ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ସହର ସମେତ ଏହାର ଆଖପାଖ ଅଞ୍ଚଳ ମା’ ଦୁର୍ଗାଙ୍କ ପୂଜା ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ଆନନ୍ଦପୁର ବଡ଼ଦାଣ୍ଡ ଠାରେ ଦୁର୍ଗାପୂଜା ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ସେହିପରି ଆନନ୍ଦପୁର ବଙ୍ଗାଳିସାହି…

ଜୁଆଆଡ୍ଡାରେ ଚଢ଼ାଉ, ୭ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୬।୧୦: ରାୟଗଡ଼ା ଜିଲା ଇନ୍ଦିରାନଗରର ୬ ଲେନ୍‌ରେ ଜୁଆଆଡ୍ଡା ଚାଲିଥିବା କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଶନିବାର ରାତିରେ ଚଢ଼ାଉ କରିଥିଲା। ଆଇଆଇସି ନିହାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ରିଗାନ କିଣ୍ଡୋ ଏବଂ ମାନଓ କୁମାର ସାହୁ…

କଂଗ୍ରେସକୁ ଝଟ୍‌କା: ଦଳ ଛାଡି ଆପ୍‌ରେ ଯୋଗଦେଲେ ପ୍ରହ୍ଲାଦ ସିଂ

ନୂଆଦିଲ୍ଲୀ,୬।୧୦: କଂଗ୍ରେସକୁ ପୁଣି ଝଟକା ଲାଗିଛି। ଦିଲ୍ଲୀର ବରିଷ୍ଠ କଂଗ୍ରେସ ନେତା ପ୍ରହ୍ଲାଦ ସିଂ ସାହଣୀ ରବିବାର ଆମ ଆଦମି ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କ ଉପସ୍ଥିତିରେ ସେ ଆପରେ ସାମିଲ ହୋଇଛନ୍ତି। ଦିଲ୍ଲୀର ଚାନ୍ଦିନୀ ଚୌକରୁ…

ଦୁଇ ମୋବାଇଲ୍‌ ଲୁଟେରା ଗିରଫ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଜେନାପଦା ଅଞ୍ଚଳରୁ ପୋଲିସ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛି। ଜଣେ କଲେଜ ଛାତ୍ରଙ୍କ ଅଭିଯୋଗକୁ ଆଧାର କରି ରବିବାର ପୋଲିସ ୧୪୯/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…

ବଜ୍ରପାତରେ ଦୁଇ ମୃତ, ଦୁଇ ଗୁରୁତର

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପଦ୍ମପୁରରେ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆନନ୍ଦପୁର ବ୍ଲକ ବାଉଁଶଗଡ଼ ଗ୍ରାମର ଦୁଃଶାସନ ନାୟକ ଓ ଭାଗବତ ନାୟକ ପଦ୍ମପୁର ଅଞ୍ଚଳରେ…

ବାଲି ଉଠାଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ରାୟଗଡ଼ା ଅଫିସ,୬।୧୦: ନାଗାବଳୀ ନଦୀରୁ ବାଲି ଉଠାଣକୁ ନେଇ ରବିବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କତାପେଟା ଟ୍ରାକ୍ଟର ମାଲିକମାନେ ନାଗାବଳୀ ନଦୀର ମାଲିଙ୍ଗା ତୁଠରୁ ବାଲି ଉଠାଉଥିବା ବେଳେ ଗ୍ରାମବାସୀ ଏହାର ତୀବ୍ର ବିରୋଧ କରିଥିଲେ। ଫଳରେ ଦୁଇ…

ଥରିଲା ପିଓକେ

ଇସ୍‌ଲାମାବାଦ,୬।୧୦: ପିଓକେ ବା ପାକ୍‌ ଅଧିକୃତ କଶ୍ମୀରରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଯଦିଓ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିଲା ତେବେବି ଏଥିରେ ଏକ ଘର ଭୁଷୁଡି ଯିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?