Home

୩୨ ଶହ ଏକର ଜଙ୍ଗଲ ବଞ୍ଚାଇବା ପାଇଁ ୩ ଲକ୍ଷ ଲୋକ ଏକଜୁଟ: ସରକାରଙ୍କ ଚିନ୍ତା ବଢ଼ିଲା

ମୁମ୍ବାଇ,୧୬।୯: ମହାରାଷ୍ଟ୍ରରେ ୩୨ ଶହ ଏକର ଜଙ୍ଗଲ ବଞ୍ଚାଇବା ପାଇଁ ୩ ଲକ୍ଷ ଲୋକ ଏକଜୁଟ ହୋଇଛନ୍ତି। ମେଟ୍ରୋ ପ୍ରୋଜେକ୍ଟ ଅନ୍ତର୍ଗତ ଏଠାକାର ୨୭ ଶହ ଗଛ କଟାଯିବାର ଯୋଜନା ରହିଛି। ତେବେ ଏହା ବିରୋଧରେ ପରିବେଶବିତ୍‌ଙ୍କ ସହିତ ସାଧାରଣ ଲୋକ…

ଘରେ ପଶି ୮୦ ହଜାର ଲୁଟିନେବା ସହ ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ମୋବାଇଲ ଛାଡ଼ି ଚାଲିଗଲେ ଲୁଟେରା, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୬।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କିଛିଦିନର ନିରବତା ପରେ ପୁଣି ଲୁଟ୍‌ପାଟ ଆରମ୍ଭ ହୋଇଛି। ଆଗକୁ ଶାରଦୀୟ ପୂଜା ରହିଥିବା ବେଳେ ଏବେ ଚୋରି ଡକାୟତି ବୃଦ୍ଧି ପାଇଛି। ଏଭଳି ଏକ ଘଟଣା ରବିବାର ବିଳମ୍ବିତ ରାତିରେ…

ଦାଦାଙ୍କ ମୃତଦେହକୁ ହିନ୍ଦୁ ରୀତିନୀତିରେ ସଂସ୍କାର କଲେ ୩ ମୁସଲମାନ ଭାଇ

ଅହମ୍ମଦାବାଦ,୧୬।୯: ଗୁଜରାଟ ଅମରେଲି ଜିଲା ସବରକୁଣ୍ଡଲା ସହରରେ ଦେଖିବାକୁ ମିଳିଛି ମାନବିକତାର ଏକ ଅନନ୍ୟ ଉଦାହରଣ। ଦେଶରେ ଯେତେବେଳେ ଧର୍ମ ନାଁରେ ଅପପ୍ରଚାର ଚାଲିଛି ସେତେବେଳେ ଏହା ଏକ ବଡ ଉଦାହରଣ ବୋଲି ଆଲୋଚନା ହେଉଛି। ଏଠାରେ ମୁସଲମାନ ପରିବାରରେ ୩…

ବାଲୁକୁରୀ ଛକରେ ବୋମାମାଡ଼ : ଜଣେ ଗୁରୁତର, ୨ ଆହତ

ଚାନ୍ଦବାଲି,୧୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଲୁକୁରୀ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଢାର ସେକ୍ଟର ଏବଂ ବାଲାକୋଟ ସେକ୍ଟରରେ…

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା ଦେଶର ନଜର ରହିଥାଏ। ତେବେ ଚଳିତ ଥର କୋଲକାତାର ଦୁର୍ଗାପୂଜାରେ ଦେଖିବାକୁ ମିଳିବ ଦେଶପ୍ରେମର…

ଫିଲ୍ମ ଥ୍ରୀ ଇଡିଅଟ୍ସ ଦେଖି ମିରର ରାଇଟିଂ କରୁଛନ୍ତି ସପ୍ତମ ଶ୍ରେଶୀ ଛାତ୍ରୀ

ରାଇପୁର,୧୬।୯: ଭାରତ ଭଳି ଦେଶରେ ପ୍ରତିଭାଙ୍କର ଅଭାବ ନାହିଁ ବୋଲି କୁହାଯାଏ। ତେବେ ବଲିଉଡ୍‌ର ବ୍ଲକ୍‌ ବୁଷ୍ଟର ମୁଭି ‘ଥ୍ରୀ ଇଡିଅଟ୍ସ’ରୁ ଏବେ ପ୍ରେରଣା ପାଇ ମିରର ରାଇଟିଂ କରୁଛନ୍ତି ଛତିଶଗଡ଼ ରାୟପୁରର ବାଳିକା କାବ୍ୟା ଚାଓ୍ବଡା। ସେ ଗୋଟିଏ ହାତରେ…

ଆନ୍ତର୍ଜାତିକ ଓଜୋନ ସ୍ତର ସଂରକ୍ଷଣ ଦିବସ : ସୁସ୍ଥ ପୃଥିବୀ ପାଇଁ ସଂକଳ୍ପ

ଓଜୋନ୍‌ ଆମ ବାୟୁମଣ୍ଡଳରେ ପୃଥିବୀ ପୃଷ୍ଠରୁ ୧୦ ରୁ ୪୦ କିଲୋମିଟର (ଷ୍ଟ୍ରାଟୋସ୍ଫିୟର)ମଧ୍ୟରେ ରହିଛି। ପୃଥିବୀ ପୃଷ୍ଠରେ ଏହାର ପରମାଣ ଖୁବ୍‌ କମ୍‌। କିନ୍ତୁ ବାୟୁମଣ୍ଡଳର ୯୦ ପ୍ରତିଶତ ଓଜୋନ୍‌ ଷ୍ଟ୍ରଟୋସ୍ଫିୟରରେ ହିଁ ରହିଛି। ଏହା ଆମ ଜୀବନ ପାଇଁ ଅତି…

ଚିଦାମ୍ବରମ୍‌ଙ୍କ ଜନ୍ମ ଦିନରେ ପୁଅ କାର୍ତ୍ତି ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୬।୯ : ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ସୋମବାର ୭୪ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ଜନ୍ମଦିନରେ ସେ ଜେଲ୍‌ରେ ଥିବାରୁ ଏହା ପାଳନ ହୋଇପାରିବ ନାହିଁ। ସେ ୧୯୪୫ ସେପ୍ଟେମ୍ବର ୧୬ରେ ତାମିଲ୍‌ନାଡୁର କାନାଦୁକାନ୍ଥନଠାରେ ଜନ୍ମଗ୍ରହଣ କରିଥିଲେ। ବାପାଙ୍କ ଜନ୍ମଦିନ…

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ ଅସ୍ଥାୟୀ ରୂପେ ତୈଳ ଉତ୍ପାଦନକୁ ବନ୍ଦ କରିଦିଆଯାଇଛି। ସୌଦି ଆରବ ଶକ୍ତି ମନ୍ତ୍ରୀ…

ସ୍ମରଣଶକ୍ତି ବଢ଼ାଇବାର ସହଜ ଉପାୟ

ସାଧାରଣତଃ ବୟସ ବଢ଼ିବା ସହ ସ୍ମରଣଶକ୍ତିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ଅପରପକ୍ଷରେ ମସ୍ତିଷ୍କଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଏପରି ଅସୁବିଧା ସୃଷ୍ଟି ହେବା ଆଶଙ୍କା ଥାଏ। ତେବେ ଏହାକୁ ବଢ଼ାଇବାର ଏକ ସରଳ ଉପାୟ ରହିଛି। ଏପରି ବିଷୟବସ୍ତୁ ଉପରେ ନିକଟରେ…

ବିଜ୍ଞାନ ଈଶ୍ୱରଙ୍କୁ ହତ୍ୟାକରେ ନାହିଁ

”୧୯୯୯ ମସିହାରେ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଥିବା ମାର୍ଟିନସ ଜେ.ଜି. ଭେଲ୍‌ମ୍ୟାନ୍‌ଙ୍କ ମତରେ ବିଜ୍ଞାନ ଓ ଆଧ୍ୟାତ୍ମିକତା ମଧ୍ୟରେ ସେତୁବନ୍ଧଟିଏ ନିର୍ମାଣ କରିବା ସଂଗତି ଏବଂ ଅସଂଗତି ମଧ୍ୟରେ ତାହା କରିବା ଭଳି ମନେହୋଇପାରେ, କିନ୍ତୁ ବିଜ୍ଞାନକୁ ସମାଜର ସଂଖ୍ୟାଗରିଷ୍ଠ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri